ହାତର ସୌନ୍ଦର୍ଯ୍ୟ ବଢ଼ାଇବାକୁ ଚାହୁଁଥିଲେ ଆପଣାନ୍ତୁ ଏହି ଉପାୟ….
ସାଧାରଣତଃ ଶୀତଦିନେ ବିଭିନ୍ନ କାରଣରୁ ହାତର ରଙ୍ଗ କଳା ପଡିଯାଇଥାଏ। ଯେପରିକି ହାତ ରୁକ୍ଷ ହୋଇଯିବା,ମଳିନ ଦିଶିବା ପରି ଅନେକ ସମସ୍ୟା ଦେଖାଦେଇଥାଏ । ଯାହା ଆପଣଙ୍କ ସୁନ୍ଦରତା ଉପରେ ପ୍ରଭାବ ପକାଇଥାଏ। ତେଣୁ କିଛି ଘରୋଇ ସହଜ ଉପାୟ ରହିଛି, ଯାହାକୁ ଆପଣେଇବା ଦ୍ୱାରା ଆପଣ ଏହି ସମସ୍ୟାରୁ…