ଚର୍ଚ୍ଚାରେ ମାଡାମ୍ ପ୍ରେସିଡେଣ୍ଟଙ୍କ ଶାଢୀ
ଭୁବନେଶ୍ୱର: ବିଗତ ଦୁଇ ଦିନ ଓଡ଼ିଶାବାସୀଙ୍କ ପାଇଁ ଥିଲା ମହତ୍ୱପୂର୍ଣ୍ଣ । ଓଡ଼ିଶାକୁ ଆସିଥିଲେ ଦେଶର ପ୍ରଥମ ନାଗରିକ । ସବୁ ମିଡିଆର ଖବର ମୁଖ୍ୟାଂଶ ଥିଲେ ମାଡାମ୍ ଦ୍ରୌପଦୀ ମୁର୍ମୁ । ଓଡିଶା ମାଟିରେ ୨ ଦିନ ରହଣୀ ମଧ୍ୟରେ ରାଷ୍ଟ୍ରପତିଙ୍କ ଶାଢୀକୁ ନେଇ ଲୋକେ ଅନେକ ଚର୍ଚ୍ଚା କରିଥିଲେ ।…