Latest Odisha News

BREAKING NEWS

Browsing Tag

Hardeep Singh Puri

ସିଲିଣ୍ଡରରୁ ଆଉ ଚୋରି ହେବନି ଗ୍ୟାସ୍, ଲାଗିବ କ୍ୟୁଆର୍ କୋଡ୍

ନୂଆଦିଲ୍ଲୀ: ଗ୍ୟାସ୍ ଚୋର ସାବଧାନ । ଆଉ ସିଲିଣ୍ଡରରୁ କାଢ଼ି ପାରିବେନି ଗ୍ୟାସ୍ । ଗ୍ୟାସ ଚୋରି ରୋକିବ କ୍ୟୁଆର୍ କୋଡ୍ । ସିଲିଣ୍ଡରରୁ ଗ୍ୟାସ୍ ଚୋରି କଲେ ଧରା ପକାଇ ଦେବ କ୍ୟୁଆର୍ କୋଡ୍ । ଖୁବଶୀଘ୍ର କେନ୍ଦ୍ର ସରକାର ସମସ୍ତ ଗ୍ୟାସ ଟାଙ୍କିରେ କ୍ୟୁଆର୍ କୋଡ୍ ଲଗାଇବେ । ପୁରୁଣା ସହ ନୂଆ…

ଅଶୋଧିତ ତୈଳଦର କମିବା ପରେ କାହିଁକି ଖସୁନି ପେଟ୍ରୋଲ ଓ ଡିଜେଲ୍ ଦାମ ?

ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳଦର ହ୍ରାସ ପାଇଛି । କିନ୍ତୁ ତଥାପି ଦେଶରେ ପେଟ୍ରୋଲ ଓ ଡିଜେଲ ଦର ଖସୁ ନାହିଁ । ସରକାରୀ ତୈଳ କମ୍ପାନୀଗୁଡ଼ିକ ପୂର୍ବରୁ ଦୈନିକ ୩୦ରୁ ୩୫ ପଇସା ପେଟ୍ରୋଲ ଓ ଡିଜେଲ୍ ଦର ବଢ଼ାଉଥିଲେ । ଏବେ ଅଶୋଧିତ ତୈଳଦର କମିବା ପରେ କାହିଁକି ଦର ହ୍ରାସ କରୁ…

ଓଡ଼ିଶା ଠାରୁ ମେଟ୍ରୋ ରେଳ ପ୍ରୋଜେକ୍ଟ ନେଇ କୌଣସି ପ୍ରସ୍ତାବ ମିଳିନାହିଁ: କେନ୍ଦ୍ର

ନୂଆଦିଲ୍ଲୀ: ଓଡ଼ିଶାରେ କୌଣସି ମେଟ୍ରୋ ରେଳ ପ୍ରକଳ୍ପ ନେଇ କେନ୍ଦ୍ରକୁ କୌଣସି ପ୍ରସ୍ତାବ ମିଳିନାହିଁ । ରାଜ୍ୟସଭାରେ ବିଜେପି ସାଂସଦ ଅଶ୍ୱିନୀ ବୈଷ୍ଣଭଙ୍କ ଅଣତାରକା ପ୍ରଶ୍ନର ଉତ୍ତର ଦେଇ କହିଛନ୍ତି କେନ୍ଦ୍ର ସହର ଓ ନଗର ଉନ୍ନୟନ ମନ୍ତ୍ରୀ ହରଦୀପ ସିଂହ ପୁରୀ । ଭିତ୍ତିଭୂମି ବିକାଶ ଓ…

କିଛି ଦେଶରେ ଏବେବି ଭାରତୀୟଙ୍କୁ ପ୍ରବେଶ ଅନୁମତି ମିଳିନି: ହରଦୀପ ସିଂହ ପୁରୀ

ନୂଆଦିଲ୍ଲୀ: ଏବେ ଯାଏଁ କିଛି ଦେଶରେ ଭାରତୀୟଙ୍କୁ ପ୍ରବେଶ ଅନୁମତି ମିଳିନି ବୋଲି ମଙ୍ଗଳବାର ଦିନ କହିଛନ୍ତି କେନ୍ଦ୍ରୀୟ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂହ ପୁରୀ । ସେସବୁ ଦେଶ ପ୍ରତିବନ୍ଧକ ହଟାଇଲେ ବିମାନ ଚଳାଚଳ ପାଇଁ ପ୍ରସ୍ତୁତି କରାଯିବ ବୋଲି ସେ କହିଛନ୍ତି ।…

କୋଝିକୋଡ ବିମାନ ଦୁର୍ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲେ କେନ୍ଦ୍ର ସରକାର

କୋଚି: କେରଳ କୋଝିକୋଡ ବିମାନ ଦୁର୍ଘଟଣା କେମିତି ଓ କେଉଁ ପରିସ୍ଥିତିରେ ଘଟିଲା? ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂହ ପୁରୀ । ଦୁଇଟି ଟିମ୍ ଗଠନ କରାଯାଇଛି । ତଦନ୍ତକାରୀ ଟିମରେ ଏୟାର ଇଣ୍ଡିଆ, ଏୟାରପୋର୍ଟ ଅଥରିଟି ଅଫ ଇଣ୍ଡିଆ (ଏଏଆଇ) ଓ…