Latest Odisha News

BREAKING NEWS

Browsing Tag

Hathras

ହାଥରସରେ ଦଳଚକଟା ଘଟଣାରେ ୨୦ ସେବକ ଗିରଫ

ହାଥରସ: ହାଥରସରେ ଏକ ସତସଙ୍ଗରେ ଦଳାଚକଟା ଘଟଣାରେ ପୋଲିସ ୨୦ ସେବକଙ୍କୁ ଗିରଫ କରିଛି। ଏହା ସହିତ ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଉଦ୍ୟମ ଜାରି ରହିଛି। ସୂଚନା ଅନୁଯାୟୀ, ଏହି ପୂରା ମାମଲାରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି ଯୋଗୀ ସରକାର। ମାମଲାର ତଦନ୍ତ ପାଇଁ ପୋଲିସ ୭ଟି…

ହାଥରସରେ ଦଳାଚକଟା ଘଟଣା; ମୃତ୍ୟୁସଂଖ୍ୟା ୧୨୧ ଛୁଇଁଲା

ହାଥରସରେ ଏକ ସତସଙ୍ଗ ସମୟରେ ଦଳାଚକଟା ହେବାରୁ ୧୨୧ ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଅଧିକାଂଶ ମହିଳା ଏବଂ ଶିଶୁ ରହିଛନ୍ତି। ସିକନ୍ଦରାରାଉ ଥାନାର ଫୁଲରଇରେ ଆୟୋଜିତ ଭୋଳାବାବାଙ୍କ ସତସଙ୍ଗ ସମୟରେ ଏହି ବଡ଼ ଦୁର୍ଘଟଣା ଘଟିଥିଲା। ଏହି ଘଟଣାରେ ଭୋଲେ ବାବାଙ୍କ ଆଶ୍ରମରେ ପହଞ୍ଚି…

ସତସଙ୍ଗରେ ଦଳାଚକଟା; ୨୭ରୁ ଅଧିକ ମୃତ

ହାଥରସ: ଉତ୍ତରପ୍ରଦେଶର ହାଥରସରେ ଏକ ବଡ଼ ଦୁର୍ଘଟଣା ଘଟିଛି। ହାଥରସର ସିକନ୍ଦରାରାଉ ଥାନାର ଫୁଲରଇରେ ଆୟୋଜିତ ଭ‌ୋଳାବାବାଙ୍କ ସତସଙ୍ଗ ସମୟରେ ଏକ ବଡ଼ ଦୁର୍ଘଟଣା ଘଟିଛି। ସତସଙ୍ଗ ସମୟରେ ଦଳାଚକଟା ହେବାରୁ ୨୭ ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରୁ ଅଧିକାଂଶ ମହିଳା ଏବଂ ଶିଶୁ ଥିବା…

ଜେଲରୁ ବେଲରେ ଆସି ହତ୍ୟାକାଣ୍ଡ, ପୀଡ଼ିତାଙ୍କ ପିତାଙ୍କୁ ଗୁଳି କରି ମାରିଦେଲା ଅଭିଯୁକ୍ତ

ହାଥରସ୍: ପୁଣି ଚର୍ଚ୍ଚାରେ ହାଥରସ୍ । ନାରୀ ନିର୍ଯାତନା ଅବା ଦୁଷ୍କର୍ମ ମାମଲାକୁ ନେଇ ଚର୍ଚ୍ଚାରେ ରହୁଥିବା ହାଥରସ୍ ପୁଣି ଟାଇମଲାଇନକୁ ଆସିଛି । ହାଥରସର ସସନି ଅଞ୍ଚଳରେ ଦୁଷ୍କର୍ମ ଅଭିଯୁକ୍ତ ପୀଡ଼ିତାଙ୍କ ପିତାଙ୍କୁ ଗୁଳି କରି ହତ୍ୟା କରିଛି । ହତ୍ୟା ଘଟଣାରେ ୪ ଜଣ ସମ୍ପୃକ୍ତ ଥିବାବେଳେ…