Latest Odisha News

BREAKING NEWS

Browsing Tag

hathras gangrape case

ହାଥରସ ଘଟଣାରେ ବଡ ଟ୍ୱିଷ୍ଟ, ଅଭିଯୁକ୍ତ ସହ ଥିଲା ପୀଡିତାଙ୍କ ପରିବାରର ସମ୍ପର୍କ

ଲକ୍ଷ୍ନୌ: ଉତ୍ତରପ୍ରଦେଶ ହାଥରସ ଘଟଣାରେ ସାମ୍ନାକୁ ଆସିଛି ବଡ ଟ୍ୱିଷ୍ଟ । ଘଟଣାର ମୁଖ୍ୟ ଅଭିଯୁକ୍ତ ସନ୍ଦୀପ ସହିତ ପୀଡିତାଙ୍କ ପରିବାରର ସମ୍ପର୍କ ଥିଲା ବୋଲି ତଦନ୍ତ ବେଳେ ୟୁପି ପୁଲିସ ଜାଣିବାକୁ ପାଇଛି । ପୀଡିତାଙ୍କ ପରିବାର ଓ ସନ୍ଦୀପଙ୍କ ମଧ୍ୟରେ ଶହେରୁ ଅଧିକ ଥର ଫୋନରେ କଥାବାର୍ତା…

ହାଥରସ କେସ୍: ଆଜି ରିପୋର୍ଟ ଦେବନି SIT, ମିଳିଲା ଆଉ ୧୦ ଦିନ ସମୟ

ଉତ୍ତରପ୍ରଦେଶ: ହାଥରସ ଗଣଦୁଷ୍କର୍ମ ମାମଲାରେ ଆଜି ତଦନ୍ତ ରିପୋର୍ଟ ଦାଖଲ କରିବ ନାହିଁ ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍ ବା ଏସଆଇଟି । ତଦନ୍ତ ରିପୋର୍ଟ ଦାଖଲ ପାଇଁ ଅଧିକ ୧୦ଦିନ ସମୟ ଦିଆଯାଇଛି । ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଏସଆଇଟିକୁ ସମୟ ଦେଇଛନ୍ତି । ହାଥରସ…

ହାଥରସ ଘଟଣା: ରାତିରେ ଶବ ସଂସ୍କାରକୁ ସୁପ୍ରିମକୋର୍ଟରେ ଯୋଗୀଙ୍କ ସମର୍ଥନ

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶ ହାଥରସ ଗଣଦୁଷ୍କର୍ମ ଘଟଣା ନେଇ ସାରା ଦେଶରେ ବିରୋଧ ଦେଖାଦେଇଛି । ରାତି ଅଧିଆ ପୀଡିତାଙ୍କ ଶବକୁ ପୋଲିସ ଅନ୍ତିମ ସଂସ୍କାର କରିବା ଘଟଣାକୁ ନେଇ ସମସ୍ତେ ପ୍ରଶ୍ନ ଉଠାଇଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ଦୁଷ୍କର୍ମ ଓ ହତ୍ୟା ମାମଲାରେ ୟୁପି ସରକାର ସର୍ବୋଚ୍ଚ…

ବିଧାନସଭାରେ ୟୁପି ତାତି, କଂଗ୍ରେସ ସଦସ୍ୟଙ୍କ ହୋହଲ୍ଲା, ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି

ଭୁବନେଶ୍ୱର: ୟୁପି ହାଥରସ ଘଟଣାକୁ ନେଇ ଆଜି ବିଧାନସଭାରେ ତୁମ୍ବି ତୋଫାନ ହୋଇଛି । ଗୃହ ମଧ୍ୟଭାଗକୁ ଆସି କଂଗ୍ରେସ ବିଧାୟକ ହଙ୍ଗାମା କରିଛନ୍ତି । ଯୋଗି-ମୋଦୀ ହାଏ ହାଏ ବୋଲି ନାରାବାଜି ଦେଇଛନ୍ତି । ଯୋଗି ଆଦିତ୍ୟ ନାଥଙ୍କ ଇସ୍ତଫା ଦାବି କରିଛନ୍ତି । ଏଥିସହ ରାହୁଲ ଓ ପ୍ରିୟଙ୍କା ଗାନ୍ଧୀ…

ହଥରସ ଗାଁରେ ମିଡିଆକୁ ପ୍ରବେଶ ଅନୁମତି, ପରିବାର ଲୋକ କହିଲେ ସାଂଘାତିକ କଥା

ଉତ୍ତରପ୍ରଦେଶ: ହଥରସ ଗଣଦୁଷ୍କର୍ମ ଓ ହତ୍ୟା ଅଭିଯୋଗକୁ ନେଇ ଦୁଇ ଦିନ ହେବ ବନ୍ଦ ରହିଥିବା ହଥରସ ଗାଁ ସୀମା  ଆଜି ଖୋଲିଛି ପ୍ରଶାସନ । ଗାଁ ଭିତରକୁ ଯିବା ପାଇଁ ଗଣମାଧ୍ୟମକୁ ଅନୁମତି ମିଳିଛି । ଉତ୍ତରପ୍ରଦେଶ ପୋଲିସ କହିଛି, ଏସଆଇଟି ତଦନ୍ତ ଶେଷ ହେବା ପରେ ଗାଁ ଭିତରକୁ ମିଡିଆକୁ ପ୍ରବେଶ ପାଇଁ…

ହଥରସ କେସ: ଯୋଗୀ ସରକାରକୁ ଦଳ ଭିତରୁ ବିରୋଧ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶ ହଥରସ ନାବାଳିକ ଗଣଦୁଷ୍କର୍ମ ଓ ହତ୍ୟା ଅଭିଯୋଗ ଘଟଣାକୁ ନେଇ ସାରା ଦେଶରେ ବିରୋଧର ସ୍ୱର ତୀବ୍ର ହୋଇଛି । ଟାର୍ଗେଟରେ ଉତ୍ତରପ୍ରଦେଶ ସରକାର । ଯୋଗୀ ଆଦିତ୍ୟନାଥଙ୍କ ସରକାରକୁ ବିରୋଧୀ କାଠଗଡ଼ାରେ ଠିଆ କରିଥିବା ବେଳେ ଦଳ ଭିତରୁ ବି କିଛି ନେତା ଟାର୍ଗେଟ କଲେଣି ।…

ଆସିଲା ବ୍ୟବଚ୍ଛେଦ ରିପୋର୍ଟ, ହାଥରସ ପୀଡିତାଙ୍କୁ ହୋଇନି ଗଣଦୁଷ୍କର୍ମ?

ଲକ୍ଷ୍ନୌ: ହାଥରସ ଗଣଦୁଷ୍କର୍ମ ମାମଲାରେ ଆସିଛି ୟୁ-ଟର୍ଣ୍ଣ । ସାମ୍ନାକୁ ଆସିଛି ପୀଡିତାଙ୍କ ପୋଷ୍ଟମର୍ଟମ ରିପୋର୍ଟ । ଏହି ବ୍ୟବଚ୍ଛେଦ ରିପୋର୍ଟରେ କିନ୍ତୁ ଚକିତ କଲା ଭଳି ତଥ୍ୟ ସାମ୍ନାକୁ ଆସିଛି । ରିପୋର୍ଟରେ ଯୁବତୀଙ୍କ ସହ ଗଣଦୁଷ୍କର୍ମ ହୋଇଥିବା ନେଇ କୌଣସି ସୂଚନା ଦିଆଯାଇ ନାହିଁ ।…

ହାଥରସ ଗଣଦୁଷ୍କର୍ମ ମାମଲା: ପରିବାରକୁ ନଜଣାଇ ପୀଡିତାଙ୍କ ଅନ୍ତିମ ସଂସ୍କାର କରିଦେଲା ପୋଲିସ

ଉତ୍ତରପ୍ରଦେଶ: ହାଥରସ ଗଣଦୁଷ୍କର୍ମ ମାମଲାରେ ସାମ୍ନାକୁ ଆସିଛି ପୋଳିସର ଅମାନବୀୟ କାମ । ପରିବାର ସଦସ୍ୟ ଏବଂ ଗ୍ରାମବାସୀଙ୍କ ତୀବ୍ର ବିରୋଧ ସତ୍ତ୍ୱେ ମଙ୍ଗଳବାର ବିଳମ୍ବିତ ରାତିରେ ପିଡିତାଙ୍କ ଅନ୍ତିମ ସଂସ୍କାର କରିଦେଇଛି ପୋଲିସ । ପୀଡିତାଙ୍କ ମୃତଦେହ ରାତି ଅଧରେ ହାଥରସରେ ପହଞ୍ଚିଥିଲା,…