Latest Odisha News

BREAKING NEWS

Browsing Tag

Headline

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

୧) ହୀରାକୁଦ ଡ୍ୟାମର ଜଳସ୍ତର ବଢ଼ିବା ପରେ ୩୧ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ କରାଯାଉଛି । ପୂର୍ବରୁ ୨୬ଟି ଗେଟ୍ ଖୋଲିଥିବା ବେଳେ ଏବେ ଆଉ ୫ଟି ଗେଟ୍ ଖୋଲା ଯାଇଛ । ମୋଟ ୪୦ଟି ଗେଟ୍ ଖୋଲାଯିବ ବୋଲି ସୂଚନା ଦେଇଛନ୍ତି ସର୍ବୋଚ୍ଚ ଯନ୍ତ୍ରୀ । ହୀରାକୁଦରୁ ପାଣି ଛଡ଼ା ଯାଉଥିବା ବେଳେ ମହାନଦୀ…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

୧) ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କଟକ ଇନଡୋର ଷ୍ଟାଡିୟମରେ ଆୟୋଜିତ ପ୍ରଜାତନ୍ତ୍ରର ୭୫ତମ ପ୍ରତିଷ୍ଠା ଦିବସ ଉତ୍ସବରେ ଯୋଗ ଦେଇଛନ୍ତି । ଜୟ ଜଗନ୍ନାଥରୁ ଭାଷଣ ଆରମ୍ଭ କରି ଶାହ କହିଛନ୍ତି, ଓଡ଼ିଶାର ଅଚ୍ଛେଦିନ୍ ଆସିଗଲା । ଓଡ଼ିଶା ଭିତରେ ବିକାଶର ଅପାର…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

୧) ଶ୍ରୀମନ୍ଦିର ଗର୍ଭଗୃହରୁ କୌଣସି ପଥର ଖସିନାହିଁ । ଆଦ୍ରତା ପାଇଁ ରତ୍ନସିଂହାସନ ଶ୍ରୀବଳଭଦ୍ରଙ୍କ ପଛ ପଟ ପାର୍ଶ୍ଵରୁ ଲାଇମ୍ ପ୍ଲାଷ୍ଟର ଚୂନ ଖଣ୍ଡ ଖସିଛି ବୋଲି କହିଛନ୍ତି ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ ଜେନା । ସେ ଆହୁରି ମଧ୍ୟ କହିଛନ୍ତି, ଶ୍ରୀମନ୍ଦିର କମାଣ୍ଡାରଙ୍କ ରିପୋର୍ଟ…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

୧) ଭାରତୀୟ ଇତିହାସରେ ସବୁଠୁ ଯୁବ ରାଷ୍ଟ୍ରପତି । ଦେଶର ପ୍ରଥମ ଆଦିବାସୀ ମହିଳା ଭାବେ ରାଷ୍ଟ୍ରପତି ସ୍ୱାଧୀନ ଭାରତରେ ଜନ୍ମିତ ପ୍ରଥମ ରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି ଦ୍ରୌପଦୀ ମୁର୍ମୁ । ଦେଶର ପଞ୍ଚଦଶତମ ରାଷ୍ଟ୍ରପତି ଭାବେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ଶପଥ ନେଇଛନ୍ତି । ସଂସଦ ଭବନର…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

୧) ରାଷ୍ଟ୍ରପତି ନିର୍ବାଚନରେ ଦ୍ୱିତୀୟ ରାଉଣ୍ଡ ଭୋଟ୍ ଗଣତି ସରିଛି । ଦ୍ୱିତୀୟ  ରାଉଣ୍ଡରେ ମୋଟ ୧୦ଟି ରାଜ୍ୟର ଭୋଟ ଗଣତି ହୋଇଛି । ଦ୍ୱିତୀୟ ରାଉଣ୍ଡ ଶେଷ ସୁଦ୍ଧା ଦ୍ରୌପଦୀ ମୁର୍ମୁ ବହୁ ଭୋଟରେ ଆଗୁଆ ରହିଛନ୍ତି । ମୁର୍ମୁଙ୍କୁ ଦ୍ୱିତୀୟ ରାଉଣ୍ଡରେ ୮୦୯ ଖଣ୍ଡ ଭୋଟ୍ ମିଳିଥିବା ବେଳେ ଯଶୱନ୍ତ…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

୧) ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକରେ ବ୍ୟାପିବାରେ ଲାଗିଛି ଝାଡ଼ାବାନ୍ତି । ବ୍ଲକର ବିଭିନ୍ନ ଗାଁରେ ସଂଖ୍ୟାଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ବେଳେ ୬ ଜଣଙ୍କ ମୃତ୍ୟୁ ହୋଇଛି । ଗୁରୁବାର ଟିକିରି ଗାଁର ଧୋବା ମାଝୀ ଓ ଦୁଡୁକାବାହାଲ ଗାଁର ସବିତା ନାଏକଙ୍କ ମୃତ୍ୟୁ ହୋଇଥିଲା ।…