Latest Odisha News

BREAKING NEWS

Browsing Tag

Headlines

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

୧) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରି ରିଲିଫ୍ ଘୋଷଣା କରିଛନ୍ତି । ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାର ପାଣି ପସିଥିବା ଗାଁରେ ବିପନ୍ନଙ୍କୁ ୧୫ ଦିନ ଲାଗି ରିଲିଫ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

୧) ରାଜ୍ୟରେ ଆହୁରି ୪ ଦିନ ଏମିତି ବନ୍ୟା ସ୍ଥିତି ଲାଗି ରହିବ । ଆଗାମୀ ୨୪ ଘଣ୍ଟା ରାଜ୍ୟ ପାଇଁ ବେଶ୍ ଗୁରୁତ୍ୱପୂର୍ଣ୍ଣ ବୋଲି କହିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା । ସେ ଆହୁରି କହିଛନ୍ତି ଯେ, ଏହି ବନ୍ୟା ଦ୍ୱାରା ମହାନଦୀ ସିଷ୍ଟମରେ ମଙ୍ଗଳବାର ଦୁଇଟି ଘାଇ ହୋଇଥିଲା ।…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

୧) ପୁଣି ଆସୁଛି ଆଉ ଏକ ଲଘୁଚାପ । ଏହାର ପ୍ରଭାବରେ ଆସନ୍ତା ୫ ଦିନ ଯାଏ ବର୍ଷା ହେବାର ସମ୍ଭାବନା ରହିଛି । ଏବେ ଲଘୁଚାପ ପ୍ରଭାବରେ ରାଜ୍ୟରେ ଏବେ ବର୍ଷା ଲାଗି ରହିଛି । ୧୩ରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜି ଓ କାଲି ପ୍ରବଳ ବର୍ଷା…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

୧) ପୁଣି ଭିଜିବ ଓଡ଼ିଶା । ୧୩ରୁ ବଢ଼ିବ ବର୍ଷା । ଲଘୁଚାପ ପ୍ରଭାବରେ ଏବେ ରାଜ୍ୟରେ ବର୍ଷା ଲାଗି ରହିଛି । ଅବପାତ ଦୁର୍ବଳ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇଛି । ପ୍ରଭାବରେ ଆଜି ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ଅଗଷ୍ଟ ୧୩ ବେଳକୁ ଉତ୍ତର…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

୧) ବର୍ଷାରେ ବେହାଲ୍ ଓଡ଼ିଶା । ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ତୁହାକୁ ତୁହା ବର୍ଷା ଲାଗିରହିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଏକ ଲଘୁଚାପ କ୍ଷେତ୍ରରେ ପରିଣତ…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

୧) ମୂଲ୍ୟବୃଦ୍ଧି ଓ ବେରୋଜଗାରୀ ବିରୋଧରେ କଂଗ୍ରେସ ସାରା ଦେଶରେ ବିକ୍ଷୋଭ ପ୍ରଦର୍ଶନ କରିଛି । ଜାତୀୟ ରାଜଧାନୀ ଦିଲ୍ଲୀରେ ବିକ୍ଷୋଭ ପ୍ରଦର୍ଶନ ବେଳେ ପୋଲିସ୍ ପ୍ରିୟଙ୍କା ଗାନ୍ଧୀ, ରାହୁଲ ଗାନ୍ଧୀଙ୍କ ସହ ଅନ୍ୟ କଂଗ୍ରେସ ନେତାଙ୍କୁ ଅଟକ ରଖିଛି । ପ୍ରିୟଙ୍କା ବାରିକେ୍ ଉପରେ ଚଢି ଆରପଟକୁ ଯାଇ…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

୧) ସିବିଆଇ ସ୍କାନରରେ ବିଶିଷ୍ଟ ଶିଳ୍ପପତି ମହିମା ମିଶ୍ର । ଶିଳ୍ପପତି ମହିମା ମିଶ୍ରଙ୍କ ଘର ଓ ଅଫିସରେ ସିବିଆଇ ଚଢ଼ାଉ କରିଛି । କଟକ ଓ ପାରାଦୀପର ବିଭିନ୍ନ ସ୍ଥାନରେ ଏକକାଳୀନ ଛାନିଭିନ୍ କରୁଛି ସିବିଆଇ ଟିମ୍ । କଟକ ଓଡ଼ିଆ ବଜାର ସ୍ଥିତ ମହିମା ମିଶ୍ରଙ୍କ ଘର ସହ କଟକ ଲିଙ୍କ୍ ରୋଡ୍ ସ୍ଥିତ…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

୧) ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତକୁ ପଞ୍ଚମ ପଦକ ମିଳିଛି । ମୀରାବାଇ ଚାନୁଙ୍କ ପରେ ଜେରେମି ସ୍ୱର୍ଣ୍ଣ ପଦକ ଜିତିଛନ୍ତି । ଭାରତ୍ତୋଳକ ଜେରେମି ଲାଲରିନୁଙ୍ଗା ସ୍ୱର୍ଣ୍ଣ ପଦକ ଜିତିଛନ୍ତି । ୭୬ କେଜି ପୁରଷ ବର୍ଗରେ ସେ ଏହି ପଦକ ଜିତିଛନ୍ତି । ସ୍ନାଚ କ୍ୟାଟେଗୋରୀରେ ସେ ୧୪୦ କେଜି ଓଜନ…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

୧) ରାୟଗଡ଼ା ପରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଝାଡ଼ାବାନ୍ତି ବ୍ୟାପୁଥିବା ବେଳେ ସରକାରୀ ସପ୍ଲାଇ ପାଣିରେ ଝାଡ଼ାବାନ୍ତି ସୃଷ୍ଟିକାରୀ କୋଲିଫର୍ମ ବ୍ୟାକ୍ଟେରିଆ ଠାବ ହୋଇଛି । ମୋହନା ବ୍ଲକ ଗୋବିନ୍ଦପୁର ଗାଁରେ ସପ୍ଲାଇ ପାଣିରେ ଝାଡ଼ାବାନ୍ତି ସୃଷ୍ଟିକାରୀ ଘାତକ କୋଲିଫର୍ମ ବ୍ୟାକ୍ଟେରିଆ…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

୧) ରାଷ୍ଟ୍ରପତି ନିର୍ବାଚନରେ ଦ୍ରୌପଦୀ ମୁର୍ମୁଙ୍କ ବିଜୟ ପରେ କ୍ରସ ଭୋଟିଂକୁ ନେଇ ଚର୍ଚ୍ଚା ଚାଲିଛି । ୧୭ ଜଣ ସାଂସଦ ଓ ବିରୋଧୀ ଦଳର ପ୍ରାୟ ୧୨୫ ବିଧାୟକ ଏନଡିଏ ପ୍ରାର୍ଥୀଙ୍କ ସପକ୍ଷରେ କ୍ରସ ଭୋଟିଂ କରିଛନ୍ତି । ଏପରିକି ୧୪୦ ଆସନ ବିଶିଷ୍ଟ କେରଳ ବିଧାନସଭାରେ ଏନଡିଏର କୌଣସି ଜଣେ ବିଧାୟକ…