Latest Odisha News

BREAKING NEWS

Browsing Tag

Health And Family Welfare Minister Naba Kishore Das

ଖୁବ୍‌ଶୀଘ୍ର ୨ ହଜାରରୁ ଅଧିକ ଡାକ୍ତର ଓ ଦନ୍ତ ଚିକିତ୍ସକ ପଦବୀ ପୂରଣ ହେବ

ଭୁବନେଶ୍ୱର : ସ୍ୱାସ୍ଥ୍ୟସେବାକୁ ରାଜ୍ୟ ସରକାର ସର୍ବାଧିକ ପ୍ରାଥମିକତା ଦେଇଆସୁଛନ୍ତି । ରାଜ୍ୟବାସୀଙ୍କୁ ଅତ୍ୟାଧୁନିକ ତଥା ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ସରକାର ପ୍ରତିବଦ୍ଧତାର ସହ କାର୍ଯ୍ୟ କରୁଛନ୍ତି । ରାଜ୍ୟର ବିଭିନ୍ନ ସ୍ୱାସ୍ଥ୍ୟ ଭିତ୍ତିଭୂମିର ସମୀକ୍ଷା କରି ଏହା…

୨୦ରୁ ରାଜ୍ୟରେ ମିଳିବ ଟେଲିମେଡିସିନ୍ ସେବା

ଭୁବନେଶ୍ୱର: ଆସନ୍ତା ୨୦ ତାରିଖରୁ ରାଜ୍ୟରେ ଆରମ୍ଭ ହେବ ଟେଲି ମେଡିସିନ୍ ସେବା । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ମେଡିକାଲ କଲେଜରେ ଏହି ସେବା ମିଳିବ । କରୋନା ଯୋଗୁଁ ସାଧାରଣ ରୋଗୀ ହସ୍ପିଟାଲ ଯାଇପାରୁନଥିବାରୁ ରାଜ୍ୟ ସରକାର ଏପରି ବ୍ୟବସ୍ଥା କରିଛନ୍ତି। ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ…

ଓଡ଼ିଶାରେ ହେବ ପ୍ଲାଜମା ଥେରାପି

ଭୁବନେଶ୍ୱର: ଖୁବଶୀଘ୍ର ଓଡ଼ିଶାରେ ଆରମ୍ଭ ହେବ ପ୍ଲାଜମା ଥେରାପି । କରୋନାକୁ ମାତ୍ ଦେବା ପାଇଁ ପ୍ଲାଜମା ଥେରାପି ମାଧ୍ୟମରେ ଆରମ୍ଭ ହେବ ଚିକିତ୍ସା । ଏନେଇ ଆଜି ସ୍ୱାସ୍ଥ୍ୟ ମନ୍ତ୍ରୀ ନବଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି ନିଆଯାଇଛି । ପ୍ଲାଜମା ଥେରାପିରେ ଚିକିତ୍ସା…

ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଝିଅ ନାଁରେ ଏତଲା

ଭୁବନେଶ୍ୱର: ସ୍ୱାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସଙ୍କ ଝିଅ ନାଁରେ ଏତଲା । ସ୍ୱାସ୍ଥ୍ୟ ମନ୍ତ୍ରୀ ଝିଅ ଦୀପାଳି ଦାସ ଓ ଅନ୍ୟମାନଙ୍କ ବିରୋଧରେ ମାମଲା ରୁଜୁ ହୋଇଛି । କୋଭିଡ-୧୯ ଗାଇଡ୍ ଲାଇନ୍ ଉଲ୍ଲଂଘନ ଅଭିଯୋଗରେ ମାମଲା ରୁଜୁ କରିଛି ପୋଲିସ। ଏନେଇ ଝାରସୁଗୁଡା ଏସ୍‌ପି ସୂଚନା ଦେଇଛନ୍ତି ।…

ରଥଯାତ୍ରା ପାଇଁ ୩ ମନ୍ତ୍ରୀଙ୍କୁ ଦାୟିତ୍ୱ

ଭୁବନେଶ୍ୱର: ରାତି ପାହିଲେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । କଟକଣା ଭିତରେ ରଥଯାତ୍ରାକୁ ସୁରୁୁଖୁରୁରେ ସାରିବାକୁ ଅଂଟା ଭିଡିଛନ୍ତି ସରକାର । ହାତରେ ଅଳ୍ପ ସମୟ ଥିବାରୁ ଯୁଦ୍ଧକାଳୀନ ସ୍ଥିତିରେ ବ୍ୟବସ୍ଥା କରାଯାଉଛି । ଏହାରି ଭିତରେ ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରାର ଉତ୍ତମ ପରିଚାଳନା ପାଇଁ…

ପିପିଇ କିଟ୍ ଗ୍ରହଣ କଲେନି ସରକାର, କହିଲେ ଯଥେଷ୍ଟ ମହଜୁଦ ଅଛି

ଭୁବନେଶ୍ୱର: ପଞ୍ଜାବରୁ ଟ୍ରକ ଟ୍ରକ ମାସ୍କ ଓ ପିପିଇ କିଟ ଆସିଥିବା ବେଳେ ଏହି ସାମଗ୍ରୀ ଗୁଡ଼ିକୁ ଏବେ ରାଜ୍ୟ ସରକାର ଗ୍ରହଣ କରୁ ନାହାନ୍ତି । ଏଥିପାଇଁ ଓଡ଼ିଶା ରାଜ୍ୟ ଔଷଧ ନିଗମ OSMCL ଓୟାର ହାଉସ ଆଗରେ ଅଟକି ରହିଛି ୨୦ରୁ ଅଧିକ ପିପିଇ କିଟ୍ ବୋଝେଇ ଟ୍ରକ୍। ଏହି କମ୍ପାନୀଗୁଡ଼ିକ କରିଥିବା…