Latest Odisha News

BREAKING NEWS

Browsing Tag

Health Department

ସ୍ଥାନ ଭିତ୍ତିରେ ଅଧିକ ଦରମା ପାଇବେ ମେଡିକାଲ କଲେଜ ଓ ହସ୍ପିଟାଲରେ ଶିକ୍ଷାଦାନ କରୁଥିବା ଡାକ୍ତର

ଭୁବନେଶ୍ୱର: ସ୍ୱାସ୍ଥ୍ୟ କ୍ଷେତ୍ର ସହ ରାଜ୍ୟ ସରକାର ମେଡିକାଲ୍ ଶିକ୍ଷାକୁ ଗୁରୁତ୍ୱ ଦେଇଛନ୍ତି । ରାଜ୍ୟର ବିଭିନ୍ନ ମେଡିକାଲ୍ କଲେଜ ଓ ହସ୍ପିଟାଲରେ ଶିକ୍ଷାଦାନ କରୁଥିବା ଜୁନିଅର ରେସିଡେଣ୍ଟ ଓ ସିନିଅର୍ ରେସିଡେଣ୍ଟଙ୍କୁ ସ୍ଥାନ (ଜିଲ୍ଲା) ଅନୁସାରେ ଇନସେଣ୍ଟିଭ୍ ମିଳିବ । ଏନେଇ ବିଭାଗୀୟ…

ବଜେଟରେ ସ୍ୱାସ୍ଥ୍ୟ କ୍ଷେତ୍ରକୁ କ’ଣ ମିଳିଲା ?

ଭୁବନେଶ୍ୱର: ୨୦୨୩-୨୪ ଆର୍ଥିକ ବର୍ଷ ଲାଗି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଆଜି ବିଧାନସଭାରେ ଉପସ୍ଥାପନ କରିଛନ୍ତି ପୂର୍ଣ୍ଣାଙ୍ଗ ବଜେଟ୍ । ପ୍ରଥମେ କୃଷି ବଜେଟ୍ ଉପସ୍ଥାପନ କରିଥିଲେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । କୃଷି ପାଇଁ ବଜେଟରେ ୨୪ ହଜାର ୮୨୯ କୋଟି ବ୍ୟୟବରାଦ କରାଯାଇଛି ।…

ଆଞ୍ଚଳିକ ନାୟକଙ୍କ ନାମରେ ନାମିତ ହେବ ଏମ୍ସ 

ନୂଆଦିଲ୍ଲୀ:  ସ୍ଥାନୀୟ ସ୍ୱାଧୀନତା ସଂଗ୍ରାମୀ ଓ ଏୈତିହାସିକ ଘଟଣାର ସ୍ମାରକିଙ୍କ ନାମରେ ଦେଶର ଦିଲ୍ଲୀ ସମେତ ସମସ୍ତ ୨୩ଟି ଏମ୍ସ ନାମକରଣ କରିବାକୁ କେନ୍ଦ୍ର ସରକାର ପ୍ରସ୍ତାବ ଦେଇଛନ୍ତି ।କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଏ ସର୍ମ୍ପକରେ ପରାମର୍ଶ ଲୋଡିବା ପରେ ଅଧିକାଂଶ…

କୋଭିଡ ଡାକ୍ତରଖାନା ଯାଞ୍ଚ ପାଇଁ ସ୍ବତନ୍ତ୍ର ସ୍କ୍ୱାର୍ଡ ଗଠନ କରିବାକୁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ନିର୍ଦେଶ ଦେଲେ…

ଭୁବନେଶ୍ୱର: ରାଜ୍ୟର ସମସ୍ତ ସରକାରୀ ତଥା ବେସରକାରୀ କୋଭିଡ ଡାକ୍ତରଖାନାର ଯାଞ୍ଚ ପାଇଁ ଏକ ସ୍ୱତନ୍ତ୍ର ସ୍କ୍ୱାର୍ଡ ଗଠନ କରିବାକୁ ଓଡିଶା ବିଧାନସଭା ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଶନିବାର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କୋଭିଡ…