Latest Odisha News

BREAKING NEWS

Browsing Tag

health minister

ସୁନା କଳସର ଦାମ ୧ କୋଟି ନୁହେଁ, ୧୦ ଲକ୍ଷ

ସମ୍ବଲପୁର: ସାମ୍ନାକୁ ଆସିଲା ପ୍ରକୃତ ସତ୍ୟ । ଗଣମାଧ୍ୟମରେ ମୁହଁ ଖୋଲିଲେ ନବ ଦାସ । ଭଗବାନ ଶନିଙ୍କ ପୀଠରେ ସୁନାକଳସ ଦାନ କରିବା ନେଇ ଚର୍ଚ୍ଚା ଜୋର ଧରି ଥିବାବେଳେ ଏନେଇ ମୁହଁ ଖୋଲିଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ। ଶନି ଦେବଙ୍କୁ ସୁନାକଳସ ଦାନ କରିଥିବା ଭକ୍ତ ସେ ନିଜେ ବୋଲି ନବ…

ଓଡ଼ିଶୀ ଓ ସମ୍ବଲପୁରୀ ନୃତ୍ୟରେ ଝୁମିଲେ ଝାରସୁଗୁଡ଼ାବାସୀ

ଝାରସୁଗୁଡ଼ା : ସାଂସ୍କୃତିକ ସପ୍ତ ରଙ୍ଗରେ ରଙ୍ଗିଗଲା ଶିଳ୍ପ ନଗରି ଝାରସୁଗୁଡ଼ା । କରୋନା ମହାମାରୀ ପାଇଁ ଦୁଇବର୍ଷ ହେବ ବନ୍ଦ ରହିବା ପରେ ନବ କଳେବର ହୋଇ ଆରମ୍ଭ ହୋଇଛି ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି । ଲୋକ କଳା, ଲୋକ ସଂସୃତି ଓ ଲୋକ ପରମ୍ପରାକୁ ବଞ୍ଚେଇ ରଖିବା ପାଇଁ ୨୧ବର୍ଷ ଧରି…

ଭିସେରା ଚୋରି ପଛରେ ଅଛି କି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ସମ୍ପୃକ୍ତି ?

ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲା ମଙ୍ଗଳ ବଜାରରେ ଥିବା ଶବ ବ୍ୟବଚ୍ଛେଦ ଗୃହରୁ ଭିସେରା ଚୋରି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ବିବାଦ ଘେରକୁ ଟାଣି ଆଣିଛି । ଅଭିଯୋଗ ଅନୁସାରେ, ୨୦୨୨ ଡିସେମ୍ବର ମାସରୁ ଶବ ବ୍ୟବଚ୍ଛେଦ ଗୃହ ଝରକା ଭାଙ୍ଗି କିଏ ଭିସେରା ଚୋରି କରିଛି । ତଥାପି ଅଭିଯୋଗ ପରେ…

ଫୋକସରେ ୨୦୨୪, ଘନ ଘନ ଓଡ଼ିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ୨୦୨୪ ନିର୍ବାଚନକୁ ଆଖି ଆଗରେ ରଖି ବିଜେପି ଗୋଟି ଚାଳନା କରୁଛି । କେନ୍ଦ୍ରମନ୍ତ୍ରୀ ଘନ ଘନ ଓଡ଼ିଶା ଆସୁଛନ୍ତି । ୨୦୨୨ ବର୍ଷ ଶେଷରୁ ଆରମ୍ଭ ହୋଇଥିବା ଏହି ଧାରା ୨୦୨୩ ବର୍ଷର ପ୍ରଥମ ସପ୍ତାହରେ ଜୋର୍ ଧରିଛି । ଗୋଟିଏ ସପ୍ତାହରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଆଜି ଦେଶବ୍ୟାପୀ କରୋନା ମୁକାବିଲା ପ୍ରସ୍ତୁତିର ମକ୍ ଡ୍ରିଲ୍, ସମୀକ୍ଷା କରିବେ ମାଣ୍ଡଭିୟ

ନୂଆଦିଲ୍ଲୀ: କରୋନାର ଭୟବହତାକୁ ଦୃଷ୍ଟିରେ ରଖି ଆଜି ସାରା ଦେଶରେ କୋଭିଡ୍ ହେଲଥ୍ ସେଣ୍ଟର ଗୁଡିକରେ ମକ୍ ଡ୍ରିଲ ହେବ। ହସପିଟାଲରେ ଅକ୍ସିଜେନ ସପ୍ଲାଇ ଓ ଭେଣ୍ଟିଲେଟର ଆଦି ପ୍ରସ୍ତୁତିକୁ ଏହି ମକ୍ ଡ୍ରିଲ ଜରିଆରେ ସମୀକ୍ଷା କରାଯିବ। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ମନସୁଖ ମାଣ୍ଡଭିୟ ଇଣ୍ଡିଆନ…

ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଘରେ ଆଗରେ କିଡନୀ ରୋଗୀଙ୍କ ଧାରଣା ତୃତୀୟ ଦିନରେ

ଭୁବନେଶ୍ୱର: ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଘରେ ଆଗରେ କିଡନୀ ରୋଗୀଙ୍କ ଧାରଣା ଜାରି ରହିଛି । ଆଜି ତୃତୀୟ ଦିନରେ ଏକାଧିକ କିଡନୀ ରୋଗୀ ମନ୍ତ୍ରୀ ନବ ଦାସଙ୍କ ଘରେ ଆଗରେ ଧାରଣା ଦେବା ସହ ସେଇଠି ରୋଷେଇ କରି ଖାଉଛନ୍ତି । ସ୍ୱାସ୍ଥ୍ୟ ସଚିବଙ୍କ ସହ ଆଲୋଚନା ବିଫଳ ପରେ ମନ୍ତ୍ରୀଙ୍କ…

ଝାରସୁଗୁଡାରେ ବିଜେଡିର ଜନସମ୍ପର୍କ ପଦଯାତ୍ରା

ଝାରସୁଗୁଡା: ୨୦୨୪ ପାଇଁ ଅଙ୍କକଷା ଆରମ୍ଭ । ଝାରସୁଗୁଡାରେ ଆଜି ବିଜୁ ଜନତା ଦଳ ପକ୍ଷରୁ ଏକ ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଛି  ।  ଏହି ପଦଯାତ୍ରା ଝଣ୍ଡା ଛକରୁ ଆରମ୍ଭ ହୋଇ ଝାରସୁଗୁଡା ଟାଉନ ପରିକ୍ରମା କରିବା ସହ କାଳିମନ୍ଦିର ରୋଡସ୍ଥିତ ରାଉତରାୟ ବଗିଚାରେ ଏକ ସାଧାରଣ ସଭା ଅନୁଷ୍ଠିତ…

ମେଡିକାଲ କଲେଜ ଓ ଆୟୁର୍ବେଦ ଆରୋଗ୍ୟ କେନ୍ଦ୍ର ପାଇଁ ଜମି ଚିହ୍ନଟ

ଝାରସୁଗୁଡ଼ା: ଝାରସୁଗୁଡାରେ ନିର୍ମାଣ ହେବ ଏଲୋପାଥି ମେଡିକାଲ କଲେଜ ଏବଂ ଆୟୁର୍ବେଦ ଆରୋଗ୍ୟ କେନ୍ଦ୍ର । ଆର୍ଟ ଅଫ ଲିଭିଂ ଅନୁଷ୍ଠାନ ପକ୍ଷରୁ ଏହି ମେଡିକାଲ କଲେଜ ଓ ଆରୋଗ୍ୟ କେନ୍ଦ୍ର ନିର୍ମାଣ ପାଇଁ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦିଆ ଯାଇଥିଲା । ଆଜି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ,…

ଝାରସୁଗୁଡାବାସୀଙ୍କୁ ମାଗଣାରେ ମିଳିବ ସିଟି ସ୍କାନର ସୁବିଧା

ଝାରସୁଗୁଡା : ଆଜି ଝାରସୁଗୁଡା ଜିଲ୍ଲାମୁଖ୍ୟ ଚିକିତ୍ସାଳୟରେ ସିଟି ସ୍କାନ ମେସିନର ଶୁଭାରମ୍ଭ ହୋଇଛି  । ସ୍ଵାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଏହି ସିଟିସ୍କାନ ମେସିନର ଲୋକାର୍ପିତ କରିଛନ୍ତି  । ଆଜିଠାରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଲୋକେ ମାଗଣାରେ ସିଟି…

ଭାରତୀୟ ଗର୍ଭବତୀ ମହିଳାଙ୍କ ମୃତ୍ୟୁ ପରେ , ପର୍ତ୍ତୁଗାଲ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା

ଲିସବନ : ପର୍ତ୍ତୁଗାଲରେ ଜଣେ ଭାରତୀୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲରେ ବେଡ ନମିଳିବାରୁ ମୃତୁ ଘଟିଛି  ।  ଭାରତୀୟ ଗର୍ଭବତୀ ମହିଳାଙ୍କ ମୃତ୍ୟୁ ପରେ ପର୍ତ୍ତୁଗାଲ ସ୍ବାସ୍ଥ୍ୟମନ୍ତ୍ରୀ ମାର୍ଟା ଟେମିଡୋ ଇସ୍ତଫା ଦେଇଛନ୍ତି। ରିପୋର୍ଟ ଅନୁଯାୟୀ ରାଜଧାନୀ ଲିସ୍‌ବନରେ ଭାରତର ୩୪ ବର୍ଷୀୟ…