Latest Odisha News
Browsing Tag

Health Ministry

ଭାରତର ଚିନ୍ତା ବଢ଼ାଉଛି ୫ ରାଜ୍ୟ, ଟିକା ନେଲେଣି ସାଢ଼େ ୩ କୋଟି ଲୋକ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ମାମଲା ବୃଦ୍ଧି ପାଇବାରେ ଲାଗିଛି । ବିଶେଷକରି ୫ଟି ରାଜ୍ୟ ମହାରାଷ୍ଟ୍ର, ପଞ୍ଜାବ, କର୍ଣ୍ଣାଟକ, ଗୁଜରାଟ ଓ ତାମିଲନାଡ଼ୁରେ ସଂକ୍ରମଣ ମାମଲା ସର୍ବାଧିକ ରହିଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ୨୮ ହଜାର ୯୦୩ ସଂକ୍ରମଣ ମାମଲାରୁ ଏହି ୫ ରାଜ୍ୟରୁ ୭୧.୧୦ ପ୍ରତିଶତ…

ଏକାଥରେ ୩ କୋଟି ଲୋକଙ୍କୁ ଟୀକାକରଣ କରିବାକୁ ଭାରତ ପ୍ରସ୍ତୁତ: ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ 

ନୂଆଦିଲ୍ଲୀ: ଯଦି ଆଜି ଭାରତରେ କୋଭିଡ ଟିକା ଆସିଯାଏ ତେବେ ସରକାର ଅତି କମରେ ୩ କୋଟି ଲୋକଙ୍କୁ ଟୀକାକରଣ କରିବାକୁ ପ୍ରସ୍ତୁତ ରହିଥିବା ମଙ୍ଗଳବାର ଦିନ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି। ପ୍ରଥମ ପର୍ଯ୍ୟାୟରେ ଟୀକାକରଣ ପାଇଁ ପାଖାପାଖି ୩ କୋଟି ଲୋକ ଚିହ୍ନଟ…

କୋଭିଡ କିଟ୍ ଦୁର୍ନୀତି, ଇସ୍ତଫା ଦିଅନ୍ତୁ ସ୍ୱାସ୍ଥ୍ୟମନ୍ତ୍ରୀ: କଂଗ୍ରେସ

ଭୁବନେଶ୍ୱର: ରାଜ୍ୟରେ କୋଭିଡ ମୁକାବିଲା ଉପକରଣ କିଣାକୁ ନେଇ ରାଜନୀତି ଥମିବାର ନାଁ ନେଉନି । ଗତକାଲି ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ପୁରୁ ପ୍ରସଙ୍ଗରେ ସ୍ପଷ୍ଟୀକରଣ ରଖିବା ପରେ ଆଜି ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛି କଂଗ୍ରେସ । ଦଳ ପକ୍ଷରୁ ଆଜି ସାମ୍ବାଦିକ ସମ୍ମିଳନୀ…

୨୪ ଘଂଟାରେ ୬ ପ୍ରତିଶତ ହ୍ରାସ ପାଇଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ କାୟା ବିସ୍ତାର କରୁଛି ମହାମାରୀ କରୋନା । ନୀତି ନୂଆ ନୂଆ ମାମଲା ସାମ୍ନାକୁ ଆସୁଛି । ତେବେ ଗତ ୨୪ ଘଂଟାରେ ଦେଶରେ କରୋନା ସଂକ୍ରମଣ ୬ ପ୍ରତିଶତ ହ୍ରାସ ପାଇଛି । ଏନେଇ ଆଜି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି । ଦେଶରେ କରୋନା ସଂକ୍ରମିତ ସଂଖ୍ୟା…