ବିନା ଅନୁମତିରେ ମନ୍ତ୍ରୀଙ୍କ ଘରକୁ ଯାଇ ଟିକା ଦେଇ ସ୍ୱାସ୍ଥ୍ୟକର୍ମୀ ନିଲମ୍ୱିତ
ବେଙ୍ଗାଲୁରୁ: ମନ୍ତ୍ରୀଙ୍କ ଘରକୁ ଯାଇ ଟିକା ଦେଇ ଜଣେ ସ୍ବାସ୍ଥ୍ୟକର୍ମୀ ନିଲମ୍ବିତ ହୋଇଛନ୍ତି । ଏହି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି ।
କୋଭିଡ୍-୧୯ ଟିକାକରଣ ନିୟମର ଉଲଙ୍ଘନ କରିବା ସ୍ବାସ୍ଥ୍ୟକର୍ମୀଙ୍କୁ ମହଙ୍ଗା ପଡିଛି । କର୍ଣ୍ଣାଟକର ଏଥିପାଇଁ ସ୍ବାସ୍ଥ୍ୟକର୍ମୀଙ୍କୁ ଚାକିରୀରୁ…