ଶୀତଦିନେ ତ୍ୱଚା ଶୁଷ୍କ ହୋଇଯାଉଛି କି ! କିପରି ରକ୍ଷା ପାଇବେ ଜାଣନ୍ତୁ…
ମହିଳା ମାନଙ୍କ ପ୍ରଥମ ଚିନ୍ତା ନିଜ ସୌନ୍ଦର୍ଯ୍ୟର ସୁରକ୍ଷା । ବର୍ତ୍ତମାନ ଶୀତଦିନେ ଶୁଷ୍କ ତ୍ବଚା ଏକ ମୁଖ୍ୟ ସମସ୍ୟା। ଏଣୁ ତ୍ବଚାର ଯତ୍ନ ନେବା ପାଇଁ କେତେପ୍ରକାର ଘରୋଇ ପ୍ୟାକ୍ ଲଗାଇପାରିବେ ନଚେତ୍ ବିଭିନ୍ନ ପ୍ରକାର ପାନୀୟ ପିଇପାରିବେ ।
ତେବେ ପାନୀୟ ଗୁଡ଼ିକ ହେଲା : ସକାଳୁ ଚା’ରେ…