ସ୍ୱାସ୍ଥ୍ୟ ପାଇଁ ବରଦାନ ସଦୃଶ ଗୁଡ଼ ଓ ଚଣା…
ଶୀତୁଆ ପାଗ ହେଲେ ଚଣା ଖାଇବାକୁ ସମସ୍ତେ ପସନ୍ଦ କରନ୍ତି । ଏହା ସ୍ୱାସ୍ଥ୍ୟ ପାଇଁ ମଧ୍ୟ ବେଶ୍ ଲାଭଦାୟକ । ଚଣାରେ ରହିଛି କାବ୍ରୋହାଇଡ୍ରେଟ, ପ୍ରୋଟିନ, ଫାଇବର ଓ କ୍ୟାଲସିୟମ ଭଳି ଅନେକ ପୋଷକ ତତ୍ତ୍ୱ । ଯାହା ସ୍ୱାସ୍ଥ୍ୟ ପାଇଁ ଅନେକ ଉପକାର କରିଥାଏ।
-ଫାଇବରରେ ଭରପୁର ଚଣା । ଚଣାର ସେବନ…