Latest Odisha News

BREAKING NEWS

Browsing Tag

Heat condition over odisha

ତାତିରେ ଜଳୁଛି ଓଡ଼ିଶା, ୪୦ ଡିଗ୍ରୀ ଉପରେ ୧୫ ସହର

ଭୁବନେଶ୍ବର : ପ୍ରବଳ ତାତିରେ ଜଳୁଛି ସାରା ଓଡ଼ିଶା । ଗ୍ରୀଷ୍ମ ପ୍ରବାହରେ ଜନଜୀବନ ହେଲାଣି ଅସ୍ତବ୍ୟସ୍ତ । ଆଜି ରାଜ୍ୟର ୧୫ ସହର ୪୦ ଡିଗ୍ରୀ ଉପରେ ରହିଛି । ତେବେ ୪୩.୧ ଡିଗ୍ରୀ ତାପମାତ୍ରା ସହ ବୌଦ୍ଧ ସବୁଠୁ ଉତ୍ତପ୍ତ ସହର ପାଲଟିଛି । ଏନେଇ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ…

ଆଜି ବି ଅସହ୍ୟ ତାତି, ୪୦ ଡିଗ୍ରୀ ଉପରେ ୧୭ ସହର

ଭୁବନେଶ୍ବର : ପ୍ରବଳ ତାତିରେ ଆଉଟୁ ପାଉଟୁ ହେଲାଣି ସାରା ରାଜ୍ୟ । ଝାଞ୍ଜି ଖରାରେ ଜନଜୀବନ ହେଲାଣି ଅସ୍ତବ୍ୟସ୍ତ । ସୂର୍ଯ୍ୟଙ୍କ ପ୍ରବଳ ପ୍ରକୋପରେ ଆଜି ୪୦ ଡିଗ୍ରୀ ଉପରେ ରହିଛି ରାଜ୍ୟର ୧୭ ସହର । ତେବେ ୪୩ ଡିଗ୍ରୀ ସହ ବୌଦ୍ଧ ପାଲଟିଛି ରାଜ୍ୟର ସବୁଠୁ ଉତ୍ତପ୍ତ ସହର । ଏନେଇ ସୂଚନା ଦେଇଛି…

୪୦ ଡିଗ୍ରୀ ଉପରେ ରାଜ୍ୟର ୫ ସହର, ଟିଟିଲାଗଡ଼ରେ ସର୍ବାଧିକ ତାପମାତ୍ରା

ଭୁବନେଶ୍ବର : ରାଜ୍ୟର ବିଭିନ୍ନ ସ୍ଥାନରେ ହୋଇଛି କାଳବୈଶାଖୀ ବର୍ଷା । ହେଲେ ତାତିରୁ ମିଳିନି ତ୍ରାହି । ଆଜି ରାଜ୍ୟର ୫ଟି ସହର ରହିଛି ୪୦ ଡିଗ୍ରୀ ଉପରେ । ୪୧ ଡିଗ୍ରୀ ତାପମାତ୍ରା ସହ ଟିଟିଲାଗଡ଼ ସବୁଠୁ ଉତ୍ତପ୍ତ ସହର ପାଲଟିଛି । ଏନେଇ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ…

ଉପରମୁହାଁ ପାରଦ, ୪୦ ଡିଗ୍ରୀ ଉପରେ ରାଜ୍ୟର ୬ ସହର

ଭୁବନେଶ୍ବର : ରାଜ୍ୟରେ ଉପରମୁହାଁ ପାରଦ । ତାତିରେ ଆଉଟୁ ପାଉଟୁ ହେଲାଣି ସାରା ରାଜ୍ୟ । ପ୍ରବଳ ଗ୍ରୀଷ୍ମ ପ୍ରବାହ ସହ ଆଜି ୪୦ ଡିଗ୍ରୀ ଉପରେ ରହିଛି ରାଜ୍ୟର ୬ ସହର । ତେବେ ୪୨ ଡିଗ୍ରୀ ତାପମାତ୍ରା ସହ ବୌଦ୍ଧ ସବୁଠୁ ଉତ୍ତପ୍ତ ସହର ପାଲଟିଛି । ଏନେଇ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ…

୪୦ ଡିଗ୍ରୀ ଉପରେ ରାଜ୍ୟର ୧୨ ସହର

ଭୁବନେଶ୍ବର : ପ୍ରବଳ ତାତିରେ ଆଉଟୁପାଉଟୁ ହେଲାଣି ସାରା ରାଜ୍ୟ । ଗ୍ରୀଷ୍ମ ପ୍ରବାହ ସହ ଆଜି ୪୦ ଡିଗ୍ରୀ ଉପରେ ରହିଛି ରାଜ୍ୟର ୧୨ ସହର । ତେବେ ୪୨.୧ ଡିଗ୍ରୀ ତାପମାତ୍ରା ସହ ସୋନପୁର ସବୁଠୁ ଉତ୍ତପ୍ତ ସହର ପାଲଟିଛି । ଏନେଇ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।…

ରାଜ୍ୟକୁ ଫେରିଲା ତାତି, ୪୦ ଡିଗ୍ରୀ ଉପରେ ୯ ସହର

ଭୁବନେଶ୍ବର : ରାଜ୍ୟକୁ ଫେରିଲା ତାତି । ଗ୍ରୀଷ୍ମ ପ୍ରବାହ ସହ ଆଜି ୪୦ ଡିଗ୍ରୀ ଉପରେ ରହିଛି ରାଜ୍ୟର ୯ ସହର । ତେବେ ୪୧ ଡିଗ୍ରୀ ତାପମାତ୍ରା ସହ ମାଲକାନଗିରି ଓ ବୌଦ୍ଧ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି । ଏନେଇ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।…

ରାଜ୍ୟରେ ଉପରମୁହାଁ ପାରଦ, ୪୦ ଡିଗ୍ରୀ ଉପରେ ୫ ସହର

ଭୁବନେଶ୍ବର : ରାଜ୍ୟରେ ଉପରମୁହାଁ ପାରଦ । ତାତି ବଢ଼ିବା ସହ ୪୦ ଡିଗ୍ରୀ ଉପରେ ରହିଛି ରାଜ୍ୟର ୫ ସହର । ତେବେ ୪୨ ଡିଗ୍ରୀ ସହ ଟିଟିଲାଗଡ଼ ରାଜ୍ୟର ସୁବୁଠୁ ଉତ୍ତପ୍ତ ସହର ହୋଇଛି । ଏନେଇ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ବାଲେଶ୍ବରରେ ତାପମାତ୍ରା…

ଫେରିଲା ତାତି, ୪୦ ଡିଗ୍ରୀ ଉପରେ ୪ ସହର

ଭୁବନେଶ୍ବର : ରାଜ୍ୟକୁ ଫେରିଲା ତାତି । ଆଜି ପାରଦ ସାମାନ୍ୟ ବଢ଼ିଥିବା ବେଳେ, ୪୦ ଡିଗ୍ରୀ ଉପରେ ରହିଛି ରାଜ୍ୟର ୪ଟି ସହର । ୪୦.୬ ଡିଗ୍ରୀ ସହ ଟିଟିଲାଗଡ଼ ସବୁଠୁ ଉତ୍ତପ୍ତ ସହର ହୋଇଛି । ଏନେଇ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ବାଲେଶ୍ବରରେ…

ତାତିରୁ ସାମାନ୍ୟ ଆଶ୍ବସ୍ତି, ୪୦ ଡିଗ୍ରୀ ତଳେ ସାରା ରାଜ୍ୟର ତାପମାତ୍ରା

ଭୁବନେଶ୍ବର : କିଛି ଦିନର ବ୍ୟବଧାନ ପରେ ସାରା ରାଜ୍ୟକୁ ତାତିରୁ ମିଳିଛି ସାମାନ୍ୟ ଆଶ୍ବସ୍ତି । ଆଜି ସାରା ରାଜ୍ୟର ତାପମାତ୍ରା ୪୦ ଡିଗ୍ରୀ ତଳେ ରହିଛି । ଏନେଇ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ବାଲେଶ୍ବରରେ ତାପମାତ୍ରା ୩୮.୫ ଡିଗ୍ରୀ ଥିବା ବେଳେ,…

୩୯.୭ ଡିଗ୍ରୀ ସହ ଭୁବନେଶ୍ବର ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ବର : ଗତ କିଛି ଦିନ ଧରି ପାରଦ ୪୦ ଉପରେ ରହୁଥିବା ବେଳେ, ଏବେ ତାତିରୁ ମିଳିଛି ସମାନ୍ୟ ଆଶ୍ବସ୍ତି । ଆଜି ସାରା ରାଜ୍ୟରେ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିଛି । ୩୯.୭ ଡିଗ୍ରୀ ସହ ରାଜଧାନୀ ଭୁବନେଶ୍ବର ରାଜ୍ୟର ସବୁଠୁ ଉତ୍ତପ୍ତ ସହର ହୋଇଛି । ଏନେଇ ସୂଚନା ଦେଇଛି ଭୁବନେଶ୍ବର…