Latest Odisha News

BREAKING NEWS

Browsing Tag

Heat Wave Warning

ଆଜିଠୁ ତାତିରେ ସିଝିବ ଓଡ଼ିଶା: ୩ ଦିନ ହିଟଓ୍ୱେଭ୍ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର: ଆଜିଠୁ ତାତିରେ ସିଝିବ ଓଡ଼ିଶା । ୩ ଦିନ ତାପମାତ୍ରା ବଢ଼ିବ । ୪୦ ଡିଗ୍ରୀ ପାର କରିଯିବ ଦିନର ତାପମାତ୍ରା । ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ ଓ ଉତ୍ତପ୍ତ ବାୟୁ ରାଜ୍ୟ ଭିତରକୁ ପ୍ରବେଶ କରିବ । ଫଳରେ ଆଜିଠୁ ୧୮ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ହିଟେଓ୍ଵଭ୍‌…

କାଲିଠୁ ରାଜ୍ୟରେ ଗ୍ରୀଷ୍ମ ଲହରି

ଭୁବନେଶ୍ୱର: ଡେଉଁଛି ପାରଦ । ବଢୁଛି ତାତି । କାଲିଠୁ ଅସହ୍ୟ ହେବ । ୪୦ ଡିଗ୍ରୀ ଛୁଇଁପାରେ ଦିନର ତାପମାତ୍ରା । ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ଗ୍ରୀଷ୍ମ ଲହରୀ ଅସହ୍ୟ ହେବାର ସମ୍ଭାବନା ରହିଛି । ୧୬ ଓ ୧୭ ତାରିଖ ଦୁଇ ଦିନ ଧରି ବିଭିନ୍ନ ଜିଲ୍ଲାକୁ ହିଟଓ୍ୱେଭ୍ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି…

ଦୁଇ ଦିନରେ ତାତିବ ଓଡ଼ିଶା, ୪୦ ଡିଗ୍ରୀ ଛୁଇଁବ ପାରଦ

ଭୁବନେଶ୍ୱର: ରାଜ୍ୟରେ ବଢୁଛି ତାତି । ଆଗାମୀ ଦୁଇ ଦିନରେ ଆହୁରି ବଢ଼ିବ । ଦିନର ତାପମାତ୍ରା ୪୦ ଡିଗ୍ରୀ ଛୁଇଁଯିବ । ମାର୍ଚ୍ଚରୁ କଲବଲ କରିବ ଖରା । ଏବେ ଦିନର ତାପମାତ୍ରା ୩୭ ଡିଗ୍ରୀ ରହୁଥିବା ବେଳେ ୧୫ ତାରିଖରୁ ୪୦ ଡିଗ୍ରୀ ଛୁଇଁପାରେ । ଏଭଳି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ…