Latest Odisha News

BREAKING NEWS

Browsing Tag

Heat Wave

କମୁନି ତାତି, ୪୦ ଡିଗ୍ରୀ ଉପରେ ରାଜ୍ୟର ୧୨ ସହର

ଭୁବନେଶ୍ବର : ତାତି କରୁଛି କଲବଲ । ସାରା ରାଜ୍ୟରେ ଲଗାତର କିଛି ଦିନ ଧରି ଉପରମୁହାଁ ରହୁଛି ପାରଦ । ପ୍ରବଳହ ଗ୍ରୀଷ୍ମ ପ୍ରବାହରେ ଆଉଟୁ ପାଉଟୁ ହେଲେଣି ଲୋକେ । ଆଜି ରାଜ୍ୟର ୧୨ ସହର ୪୦ ଡିଗ୍ରୀ ଉପରେ ରହିଛି । ତେବେ ୪୩.୧ ଡିଗ୍ରୀ ତାପମାତ୍ରା ସହ ସୋନପୁର ସବୁଠୁ ଉତ୍ତପ୍ତ ସହର ପାଲଟିଛି ।…

ଜଳୁଛି ଓଡ଼ିଶା, ୪୦ ଡିଗ୍ରୀ ଉପରେ ୧୫ ସହର

ଭୁବନେଶ୍ବର : ପ୍ରବଳ ତାତିରେ ଜଳୁଛି ସାରା ଓଡ଼ିଶା । ଗ୍ରୀଷ୍ମ ପ୍ରବାହରେ ଜନଜୀବନ ହେଲାଣି ଅସ୍ତବ୍ୟସ୍ତ । ଆଜି ରାଜ୍ୟର ୧୫ ସହର ୪୦ ଡିଗ୍ରୀ ଉପରେ ରହିଛି । ତେବେ ୪୩.୨ ଡିଗ୍ରୀ ତାପମାତ୍ରା ସହ ବୌଦ୍ଧ ସବୁଠୁ ଉତ୍ତପ୍ତ ସହର ପାଲଟିଛି । ଏନେଇ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ…

୧୭ ସହରରେ ପାରଦ ଡେଇଁଲା ୪୦ ଡିଗ୍ରୀ, ୪୩.୨ ଡିଗ୍ରୀରେ ଜଳିଲା ଭୁବନେଶ୍ୱର

ଭୁବନେଶ୍ୱର: ରାଜ୍ୟରେ ପ୍ରବଳ ଗ୍ରୀଷ୍ଣ ପ୍ରବାହ ଜାରି ରହିଛି । ଗତକାଲି ଭଳି ମଧ୍ୟ ଆଜି ଭୁବନେଶ୍ୱର ରାଜ୍ୟର ଉତ୍ତପ୍ତ ସହର ପାଲଟିଛି । ଭୁବନେଶ୍ୱରରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୩.୨ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି । ଲଗାତାର ଦ୍ୱିତୀୟ ଦିନ ଲାଗି ତାତି ରାଜଧାନୀବାସୀଙ୍କୁ…

ତାତିରୁ ମିଳିଲା ସାମାନ୍ୟ ଆଶ୍ବସ୍ତି, ୪୦ ଡିଗ୍ରୀ ଉପରେ ୨ ଜିଲ୍ଲା

ଭୁବନେଶ୍ବର : କିଛି ଦିନର ଗ୍ରୀଷ୍ମ ପ୍ରବାହ ପରେ ତାତିରୁ ମିଳିଛି ସାମାନ୍ୟ ଆଶ୍ବସ୍ତି । କେବଳ ଝାରସୁଗୁଡ଼ା ଓ ବୌଦ୍ଧ ଜିଲ୍ଲାରେ ତାପମାତ୍ର ୪୦ ଡିଗ୍ରୀ ଥିବା ବେଳେ, ବାକି ସହରମାନଙ୍କ ତାପମାତ୍ରା ହ୍ରାସ ପାଇଛି । ଆଜି ବାଲେଶ୍ବରରେ ତାପମାତ୍ରା ୩୪.୬ ଡିଗ୍ରୀ ଥିବା ବେଳେ, ଚାନ୍ଦବାଲିରେ…

୪୦ ଡିଗ୍ରୀ ଉପରେ ରାଜ୍ୟର ୯ଟି ସହରର ତାପମାତ୍ରା

ଭୁବନେଶ୍ବର : ତାତିରେ ଆଉଟୁ ପାଉଟୁ ସାରା ରାଜ୍ୟ । ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ଅସ୍ତବ୍ୟସ୍ତ ହେଲାଣି ଜନଜୀବନ । ଆଜି ଉପକୂଳବର୍ତ୍ତି ଜିଲ୍ଲାରେ ପାରଦ ସାମାନ୍ୟା ହ୍ରାସ ପାଇଛି ସତ । ହେଲେ ସୂର୍ଯ୍ୟଙ୍କ ପ୍ରକୋପରେ ତାତିଛି ପଶ୍ଚିମ ଓଡ଼ିଶା । ଆଜି ୪୨ ଡିଗ୍ରୀ ସହ ଟିଟିଲାଗଡ଼ରେ ସର୍ବୋଚ୍ଚ…

୪୦ ଡିଗ୍ରୀ ଉପରେ ରାଜ୍ୟର ୯ ସହର, ଟିଟିଲାଗଡ଼ ସବୁଠୁ ତତଲା

ଭୁବନେଶ୍ୱର: ତାତିରୁ ମିଳିବ ଆଶ୍ୱସ୍ତି, ଆସୁଛି କାଳବୈଶାଖୀ ବର୍ଷା । ରାଜ୍ୟରେ ଗ୍ରୀଷ୍ଣ ପ୍ରବାହ ଲାଗି ରହିଥିବା ବେଳେ ଆସନ୍ତା ୮ ତାରିଖରୁ ୧୧ ଯାଏ ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି । ଆଜି ରାଜ୍ୟର ୯ଟି ସହରରେ ପାରଦ ୪୦ ଡିଗ୍ରୀ ଉପରେ ରହିଛି । ତତଲାଗଡ଼…

୪୦ ଡିଗ୍ରୀ ଉପରେ ୬ ସହରର ତାପମାତ୍ରା

ଭୁବନେଶ୍ବର : ଗ୍ରୀଷ୍ମ ପ୍ରବାହରେ ଆଉଟୁପାଉଟୁ ହେଲେଣି ରାଜ୍ୟବାସୀ । ପ୍ରବଳ ତାତି ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହେଲାଣି । ପାରଦ ବଢ଼ି ଚାଲିଥିବା ବେଳେ, ଆଜି ୬ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ୪୧ ଡିଗ୍ରୀ ସହ ସୁନ୍ଦରଗଡ଼ ସୁବୁଠୁ ଉତ୍ତପ୍ତ ସହର ପାଲଟିଛି । ଅନ୍ୟ…

ଗ୍ରୀଷ୍ଣ ପ୍ରବାହ ଲାଗି ରାଜ୍ୟରେ କୋଭିଡ୍ ଟିକାକରଣ ସମୟରେ ପରିବର୍ତ୍ତନ

ଭୁବନେଶ୍ୱର: ରାଜ୍ୟରେ ଲାଗି ରହିଥିବା ପ୍ରବଳ ଗ୍ରୀଷ୍ଣ ପ୍ରବାହକୁ ଦୃଷ୍ଟିରେ ରଖି କୋଭିଡ୍ ଟିକାକରଣ ସମୟରେ ପରିବର୍ତ୍ତନ କରାଯାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶନାମା ଜାରି କରିଛି । ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଓ ସମସ୍ତ ମହାନଗର ନିଗମ କମିଶନରଙ୍କୁ ଏନେଇ…

କାଳବୈଶାଖୀ ବର୍ଷା ନେଇ ପାଣିପାଗ ବିଭାଗ ଜାରି କଲା ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଗ୍ରୀଷ୍ମ ପ୍ରବାହ ମଧ୍ୟରେ ବର୍ଷା । ୬ ତାରିଖ ସକାଳ ୮ଟା ୩୦ ଯାଏ ୬ ଜିଲ୍ଲାରେ କାଳବୈଶାଖୀ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, କନ୍ଧମାଳ ଓ ମୟୂରଭଞ୍ଜ ଜିଲ୍ଲାକୁ କାଳବୈଶାଖୀ ବର୍ଷା ନେଇ ସତର୍କ ସୂଚନା ଜାରି…

୪୦ ଡିଗ୍ରି ଉପରେ ୧୫ଟି ସହରର ତାପମାତ୍ରା, ତାଳଚେର ଓ ଅନୁଗୁଳ ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ବର : ପ୍ରବଳ ତାତିରେ ଜଳୁଛି ଓଡ଼ିଶା । ଗ୍ରୀଷ୍ମ ପ୍ରବାହରେ ଆଉଟୁପାଉଟୁ ସାରା ରାଜ୍ୟ । ସୂର୍ଯ୍ୟଙ୍କ ପ୍ରକୋପରେ ରାଜ୍ୟରେ ତାତି ବଢ଼ିଥିବା ବେଳେ, ଆଜି ୪୦ ଡିଗ୍ରି ଉପରେ ରହିଛି ୧୫ ସହରର ତାପମାତ୍ରା । ତେବେ ତାଳଚେର ଓ ଅନୁଗୁଳ ଆଜି ପାଲିଟି ରାଜ୍ୟର ସବୁଠୁ ଉତ୍ତପ୍ତ ସହର । ଆଜି…