ଗ୍ରୀଷ୍ମ ପ୍ରବାହର ମୁକାବିଲା ନେଇ ଏସଆରସିଙ୍କ ବୈଠକ, ଟ୍ୟାଙ୍କର ମାଧ୍ୟମରେ ଜଳ ଯୋଗାଣ ନିର୍ଦ୍ଦେଶ
ଭୁବନେଶ୍ୱର: ଗ୍ରୀଷ୍ମ ପ୍ରବାହର ମୁକାବିଲା ନେଇ ସ୍ୱତନ୍ତ୍ର ରିଲିଫ୍ କମିଶନର ସମୀକ୍ଷା ବୈଠକ କରିଛନ୍ତି । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ଆଗାମୀ ୪ରୁ ୫ ଦିନ ଯାଏ ତାପମାତ୍ରା ବଢ଼ିବା ସହ ଗ୍ରୀଷ୍ମ ପ୍ରଭାହ ଅନୁଭୂତ ହେବ ।
ପୂର୍ବାନୁମାନ ଅନୁସାରେ, ଅନୁଗୁଳ, ବୌଦ୍ଧ, ବଲାଙ୍ଗିର,…