ଆଜିବି ଜଳୁଛି ଓଡ଼ିଶା, ୬ ଜିଲ୍ଲାକୁ ହିଟ୍ ଓ୍ୱେଭ୍ ଓ୍ୱାର୍ଣ୍ଣିଂ
ଭୁବନେଶ୍ୱର: ଆଜିବି ଭାଜି ହେଉଛି ସାରା ଓଡ଼ିଶା । ଉପକୂଳରୁ ଉପାନ୍ତ ସବୁଠି ଅସହ୍ୟ ଗ୍ରୀଷ୍ମ ଲହରୀ । ତାତିରୁ ମିଳୁନି ତ୍ରାହି । ଆଜି ବି ଗ୍ରୀଷ୍ମକୋପ ଜାରି ରହିଥିବା ବେଳେ ପାରଦ ଛୁଇଁପାରେ ୪୫ ଡିଗ୍ରୀ । ଆଜି ପାଇଁ ୬ ଜିଲ୍ଲାକୁ ହିଟ୍ ଓ୍ୱେଭ୍ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।…