Latest Odisha News

BREAKING NEWS

Browsing Tag

Heat Wave

୨୦ ତାରିଖ ଯାଏ ଘଡ଼ଘଡ଼ି ବର୍ଷା, ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଘଡ଼ଘଡ଼ି ବର୍ଷା ପ୍ରଭାବରେ କମିବ ତାତି । ଆଗାମୀ ୫ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ବର୍ଷା ହେବ । ପ୍ରଭାବରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇବା ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।…

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ! ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜନଜୀବନ ଅସ୍ତବ୍ୟସ୍ତ

ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି ଅସହ୍ୟ ଗରମ ଓ ଗ୍ରୀଷ୍ମ ପ୍ରବାହ। । ଅନେକ ସହରର ତାପମାତ୍ରା ୩୫ ଡିଗ୍ରୀରୁ ଅଧିକ ରହିଛି । ଏଣେ ଆଜି ଦିନ ସାଢେ ୧୧ଟା ସୁଦ୍ଧା ରେକର୍ଡ କରାଯାଇଥିବା ତାପମାତ୍ରା ଅନୁସାରେ ଝାରସୁଗୁଡ଼ା ରାଜ୍ୟର ଉତ୍ତପ୍ତ ସହର ହୋଇଛି। ଦିନ ୧୧ଟା ସୁଦ୍ଧା ଏଠାରେ ତାପମାତ୍ରା…

୧୭ରୁ ସକାଳୁଆ ସ୍କୁଲ୍, ଦିନ ୧୧ଟା ଯାଏ ହେବ ପ୍ରଥମରୁ ଦ୍ୱାଦଶ ପାଠପଢ଼ା

ଭୁବନେଶ୍ୱର: ପ୍ରବଳ ଖରା ପାଇଁ ରାଜ୍ୟରେ ବିଦ୍ୟାଳୟ ଗୁଡ଼ିକୁ ୧୬ ତାରିଖ ଯାଏ ଛୁଟି ଘୋଷଣା କରିଥିଲେ ସରକାର । ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ସରକାର ୧୭ ତାରିଖରୁ ବିଦ୍ୟାଳୟ ସକାଳୁଆ ଖୋଲିବା ଲାଗି ନିଷ୍ପତ୍ତି ନେଇଛନ୍ତି । ୧୭ ତାରିଖରୁ ରାଜ୍ୟର ସମସ୍ତ ସରକାରୀ ଏବଂ ବେସରକାରୀ…

ସାମାନ୍ୟ କମିଲା ତାତି, ୪୨.୫ ଡିଗ୍ରୀ ସହ ବୌଦ୍ଧ ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର: ଆଜି ରାଜ୍ୟରେ ତାତି ସାମାନ୍ୟ କମିଛି । ୨୨ ସହରରେ ପାରଦ ୪୦ ଡିଗ୍ରୀ ଉପରେ ରହିଥିବା ବେଳେ ବୌଦ୍ଧରେ ରାଜ୍ୟର ସର୍ବାଧିକ ଦିନ ତାପମାତ୍ରା ୪୨.୫ ଡିଗ୍ରୀ ରେକର୍ଡ କରାଯାଇଛି । ଗତକାଲି ତୁଳନାରେ ରାଜ୍ୟର ଅନେକ ସ୍ଥାନରେ ଆଜି ତାପମାତ୍ରା ହ୍ରାସ ପାଇଛି । ୧୯ ତାରିଖ ଯାଏ ଘଡ଼ଘଡ଼ି…

୪୦ ଉପରେ ୨୫ ସହର, ୪୪ ଡିଗ୍ରୀ ତାପମାତ୍ରାରେ ଭାଜି ହେଲା ବାରିପଦା

ଭୁବନେଶ୍ୱର: ଆଜି ବି ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି । ଗତକାଲି ଭଳି ଆଜି ବି ରାଜ୍ୟର ଉତ୍ତପ୍ତ ସହର ହେଉଛି ବାରିପଦା । ବାରିପଦାରେ ରାଜ୍ୟର ସର୍ବୋଚ୍ଚ ଦିନ ତାପମାତ୍ରା ୪୪ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ୨୫ ସହରରେ ଦିନ ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ କରାଯାଇଛି ।…

୪୩.୫ ଡିଗ୍ରୀ ସହ ବାରିପଦା ସବୁଠୁ ଉତ୍ତପ୍ତ ସହର, ଆଉ ୨ ଦିନ ବଢ଼ିବ ତାତି

ଭୁବନେଶ୍ୱର: ଅସହ୍ୟ ଖରାରେ ସିଝୁଛି ଓଡ଼ିଶା । ଆଜି ରାଜ୍ୟର ୨୫ଟି ସ୍ଥାନରେ ପାରଦ ୪୦ ଡିଗ୍ରୀ ଉପରେ ରହିଛି । ୪୩.୫ ଡିଗ୍ରୀ ସହ ରାଜ୍ୟର ଉତ୍ତପ୍ତ ସହର ପାଲଟିଛି ବାରିପଦା । ବାରିପଦାକୁ ବାଦ ଦେଲେ ୮ଟି ସ୍ଥାନରେ ପାରଦ ଆଜି ୪୨ ଡିଗ୍ରୀ ଉପରେ ରହିଛି । ଦିନ ୧୦ଟା ପରେ ପଦାକୁ ବାହାରିବା ସମ୍ଭବ…

ଗ୍ରୀଷ୍ମପ୍ରବାହ ଯୋଗୁଁ କଲବଲ ଓଡ଼ିଶା ! ମୁକାବିଲା ପାଇଁ ପଞ୍ଚାୟତିରାଜ ବିଭାଗ ପ୍ରସ୍ତୁତ ଥିବା କହିଲେ ପ୍ରଦୀପ

ଭୁବନେଶ୍ବର : ରାଜ୍ୟରେ ପ୍ରଚଣ୍ଡ ଖରା ଓ ତାପମାତ୍ରା ବୃଦ୍ଧି ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବାବେଳେ ଗ୍ରୀଷ୍ମପ୍ରବାହ ଚିନ୍ତା ବଢାଇଛି। ଏହି ପରିପ୍ରେକ୍ଷୀରେ ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଥିବା କହିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ପ୍ରଦୀପ ଅମାତ । ଗ୍ରୀଷ୍ମପ୍ରବାହର…

କାଳବୈଶାଖୀ ନେଇ ୧୭ ଜିଲ୍ଲାକୁ ୟେଲୋ ଆଲର୍ଟ, ୧୧ରୁ ବଢ଼ିବ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆଉ ୨ ଦିନ କାଳବୈଶାଖୀ ବର୍ଷା ହେବ । ୧୧ ତାରିଖରୁ ପାଗ ଶୁଖିଲା ରହିବା ସହ ଖରା ବଢ଼ିବ । ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ବର୍ଷା ନେଇ ୧୭ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ…

ଏପ୍ରିଲ୍ ୧୧ରୁ ରାଜ୍ୟରେ ସକାଳୁଆ ସ୍କୁଲ୍

ଭୁବନେଶ୍ୱର: ଗ୍ରୀଷ୍ମ ଋତୁ ଓ ଖରାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସକାଳୁଆ ସ୍କୁଲ୍ ପାଇଁ ନିଷ୍ପତ୍ତି ନେଇଛନ୍ତି । ଆସନ୍ତା ୧୧ ତାରିଖରୁ ରାଜ୍ୟରେ ସକାଳୁଆ ସ୍କୁଲ୍ ଆରମ୍ଭ ହେବ । ସକାଳ ୭ଟାରୁ ପାଠପଢ଼ା ଆରମ୍ଭ ହୋଇ ବିଦ୍ୟାଳୟ ଦିନ ୧୧ଟା ୩୦ରେ ସରିବ । ଗ୍ରୀଷ୍ମ ପ୍ରବାହକୁ ଦେଖି ସ୍ଥାନୀୟ…

ଏଥର ଏପ୍ରିଲରୁ ଜୁନ୍ ଅସହ୍ୟ ହେବ ଗରମ

ଭୁବନେଶ୍ୱର: ଚଳିତ ବର୍ଷ ଏପ୍ରିଲରୁ ଜୁନ୍ ମାସ ଯାଏ ଗ୍ରୀଷ୍ଣ ପ୍ରବାହ ଅସହ୍ୟ ହେବ । ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁସାରେ, ସାଉଥ ପେଇଁସୁଲାର ଇଣ୍ଡିଆ (South Peninsular India) ଓ ଉତ୍ତରପଶ୍ଚିମ ଭାରତକୁ ବାଦ ଦେଲେ ଦେଶର ଅନ୍ୟ ସ୍ଥାନରେ ତାପମାତ୍ରା ସ୍ୱାଭାବିକ ଠାରୁ ଅଧିକ ରହିବ ।…