Latest Odisha News
Browsing Tag

Heat Wave

୨୩ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା

ଭୁବନେଶ୍ୱର: ଆଉ ୪ ଦିନ ଭିଜିବ ଓଡ଼ିଶା । ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ କାଳବୈଶାଖୀ ବର୍ଷା ଲାଗି ରହିଥିବା ବେଳେ ଗ୍ରୀଷ୍ମ ପ୍ରବାହରୁ ଆଶ୍ୱସ୍ତି ମିଳିଛି । ଏବେ ପୂର୍ବ ରାଜସ୍ଥାନ ଏବଂ ସଂଲଗ୍ନ ପଶ୍ଚିମ ମଧ୍ୟପ୍ରଦେଶରୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଦେଇ ଉତ୍ତର ଛତିଶଗଡ଼, ଝାଡ଼ଖଣ୍ଡ ଓ…

ଆଜି ରାଜ୍ୟର ୯ ସ୍ଥାନରେ ୩୭ ଟପିଲା ପାରଦ

ଭୁବନେଶ୍ୱର: ରାଜ୍ୟରେ ଶୁଖିଲା ପାଗ ଅନୁଭୂତ ହେଉଥିବା ବେଳେ ତାତି ବଢ଼ିଛି । ଆଜି ରାଜ୍ୟର ୯ ସହରର ତାପମାତ୍ରା ୩୭ ଡିଗ୍ରୀ ଉପରେ ରହିଛି । ସୋନପୁରରେ ରାଜ୍ୟର ସର୍ବାଧିକ ଦିନ ତାପମାତ୍ରା ୩୭.୯ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ଅନୁଗୁଳରେ ୩୭.୭ ଡିଗ୍ରୀ, ଭୁବନେଶ୍ୱରରେ ୩୭.୬ ଡିଗ୍ରୀ ରେକର୍ଡ…

ଜଳକ୍ଲିଷ୍ଟ ଅଞ୍ଚଳରେ ଟ୍ୟାଙ୍କର ମାଧ୍ୟମରେ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାକୁ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ଖରା ଦିନିଆ ଜଳ ସମସ୍ୟା ସମାଧାନ ନିମନ୍ତେ ସରକାରଙ୍କ ପକ୍ଷରୁ ତ୍ୱରିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଏ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇ ଥିଲା । ଉଭୟ ଗ୍ରାମ୍ୟ ଓ ସହରାଞ୍ଚଳରେ ପାନୀୟ ଜଳ ଯୋଗାଣକୁ ସୁଗମ କରିବାକୁ…

ହୋଲିରେ କେଉଁ ଜିଲ୍ଲାକୁ ରହିଛି ବର୍ଷା ସମ୍ଭାବନା ?

ଭୁବନେଶ୍ୱର: ବର୍ଷାରେ ଭିଜିବ ରଙ୍ଗର ପର୍ବ ହୋଲି । ଆସନ୍ତାକାଲି ଠାରୁ ରାଜ୍ୟରେ ବର୍ଷା ଲାଗି ରହିବ । ବିଭିନ୍ନ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ୧୧ ତାରିଖ ଯାଏ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ରାଜ୍ୟରେ ୭ ରୁ ୧୦ ତାରିଖ ଯାଏ ପଶ୍ଚିମା ଝଡ଼ ପ୍ରଭାବ…

୩୮ ଡିଗ୍ରୀ ଉପରେ ରାଜ୍ୟର ୫ ସହର, ଆଉ ୨ରୁ ୩ ଡିଗ୍ରୀ ବଢ଼ିବ ପାରଦ

ଭୁବନେଶ୍ୱର: ରାଜ୍ୟରେ ବଢ଼ୁଛି ତାପମାତ୍ରା । ଆଜି ରାଜ୍ୟର ୫ ସହରରେ ପାରଦ ୩୮ ଡିଗ୍ରୀ ଉପରେ ରହିଛି । ୩୮.୮ ଡିଗ୍ରୀ ତାପମାତ୍ରା ସହ ତାଳଚେର ରାଜ୍ୟର ଉତ୍ପତ୍ତ ସହର ପାଲଟିଥିବା ବେଳେ ଭୁବନେଶ୍ୱରରେ ତାପମାତ୍ରା ୩୮.୪ ଡିଗ୍ରୀ ରେକର୍ଡ କରାଯାଇଛି । ସେହିଭଳି ଅନୁଗୁଳରେ ତାପମାତ୍ରା ୩୮.୧…

ପାଣି ପାଇଁ ଲୋକେ ଡହଳ ବିକଳ, ଏପଟେ ଅଯଥା ନଷ୍ଟ ହେଉଛି ଜଳ

ବାଲିଗୁଡ଼ା: ଦୀର୍ଘ ଦିନରୁ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦର ଅନେକ ୱାର୍ଡରେ ଜଳ ସଂକଟ ଲାଗି ରହିଛି । ହେଲେ ଏନ୍ଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ କିମ୍ବା ଜଳ ଯୋଗାଣ ଅଧିକାରୀ ଏଥିପ୍ରତି ଦୃଷ୍ଟି ଦେଉନଥିବା ଅଭିଯୋଗ ହେଉଛି । ଅନେକ ୱାର୍ଡରେ ପାଇପ୍ ଲାଇନ୍ ସଂଯୋଗ…

ମାର୍ଚ୍ଚରୁ ମେ ଅସହ୍ୟ ତାତି

ଭୁବନେଶ୍ୱର: ଅସହ୍ୟ ହେବ ଗ୍ରୀଷ୍ମ ପ୍ରବାହ । ସ୍ୱାଭାବିକ ଠାରୁ ମାର୍ଚ୍ଚ ମାସରେ ଅଧିକ ରହିବ ତାପମାତ୍ରା । ଏଭଳି କିଛି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ମାର୍ଚ୍ଚରୁ ମେ ମାସ ଯାଏ ତାପମାତ୍ରା ସ୍ୱାଭାବିକ ଠାରୁ ବେଶ୍ ଅଧିକ ରହିବ । ଉତ୍ତରପୂର୍ବ, ପୂର୍ବ ଏବଂ କେନ୍ଦ୍ରୀୟ…

ଆଉ ୫ ଦିନ ପରେ ଅସହ୍ୟ ହେବ ତାତି

ଭୁବନେଶ୍ୱର: ବଢୁଛି ତାତି । ଆଗକୁ ତାତି ଆହୁରି ବଢିବ । ଏ ନେଇ ପାଣିପାଗ ବିଭାଗ କରିଛି ପୂର୍ବାନୁମାନ । ଆସନ୍ତା ୫ ଦିନ ପରେ ରାଜ୍ୟର ତାତି ଆହୁରି ବଢିବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ଚେତାବନୀ ଦେଇଛି । ଏବେଠାରୁ ଅସହ୍ୟ ହେଲାଣି ଖରା । କିଛି ସ୍ଥାନରେ ତାପମାତ୍ରା ୩୮…

୩ ଦିନ ଘନ କୁହୁଡ଼ି, ବଢ଼ିବ ଦିନ ତାପମାତ୍ରା

ଭୁବନେଶ୍ୱର: ଆଜି ରାଜ୍ୟର ୯ ସହରର ତାପମାତ୍ରା ୩୭ ଡିଗ୍ରୀ ଉପରେ ରହିଛି । ବୌଦ୍ଧ, ନୟାଗଡ଼ ଏବଂ ତାଳଚେରରେ ସର୍ବାଧିକ ତାପମାତ୍ରା ୩୮ ଡିଗ୍ରୀ ରହିଛି । ଆଗାମୀ ୩ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘନ କୁହୁଡ଼ି ଦେଖାଯିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୨୪…

ଦେଶର ୫ ଉତ୍ତପ୍ତ ସହର ମଧ୍ୟରେ ଭୁବନେଶ୍ୱର, ଫେବ୍ରୁଆରୀରେ ୩୮ ଛୁଇଁଲା ପାରଦ

ଭୁବନେଶ୍ୱର: ପଶ୍ଚିମାଝଡ଼ର କମ୍ ପ୍ରଭାବ ଯୋଗୁ ଚଳିତ ବର୍ଷ ଫେବ୍ରୁଆରୀରେ ସୂର୍ଯ୍ୟଙ୍କ ପ୍ରକୋପ ଦେଖିବାକୁ ମିଳିଛି । ଆଜି ରାଜଧାନୀ ଭୁବନେଶ୍ୱରର ପାରଦ ୩୮ ଡିଗ୍ରୀ ସେଲସିୟସ୍ ରେକର୍ଡ ହୋଇଛି । ଏଥିସହ ଭୁବନେଶ୍ୱର ଦେଶର ୫ ଉତ୍ତପ୍ତ ସହର ମଧ୍ୟରେ ରହିଛି ।…