Latest Odisha News
Browsing Tag

Heat Wave

ଆଉ ୨ ଦିନ ଘନ କୁହୁଡ଼ି, ୟେଲୋ ଆଲର୍ଟ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଉଥିବା ବେଳେ ଭୋର୍ ସମୟରେ ଘନ କୁହୁଡ଼ି ଦେଖା ଯାଉଛି । ଆସନ୍ତା ୨ ଦିନ ବିଭିନ୍ନ ଜିଲ୍ଲାରେ ସକାଳ ସମୟରେ କୁହୁଡ଼ି ଦୃଶ୍ୟମାନ ହେବ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ୨ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି…

ଜାନୁଆରୀ ତାତିରେ ରେକର୍ଡ ଭାଙ୍ଗୁଛି ରାଜଧାନୀ

ଭୁବନେଶ୍ୱର: ରେକର୍ଡ ଭାଙ୍ଗୁଛି ରାଜଧାନୀ, ଜାନୁଆରୀରେ ବଢ଼ୁଛି ତାତି । ଭୁବନେଶ୍ୱରରେ ପାରଦ ଡେଇଁଲା ୩୪ ଡିଗ୍ରୀ । ରାଜଧାନୀ ଭୁବନେଶ୍ୱରରେ ତାତି ୧୬ ବର୍ଷର ରେକର୍ଡ ଭାଙ୍ଗିଛି । ଆଜି ଭୁବନେଶ୍ୱରର ସର୍ବୋଚ୍ଚ ଦିନ ତାପମାତ୍ରା ୩୪.୨ ଡିଗ୍ରୀ ରେକର୍ଡ ହୋଇଥିବା ସୂଚନା ଦେଇଛନ୍ତି ପାଣିପାଗ…

ଆଜି ବି ତାତି, ୪ ସହରରେ ପାରଦ ୩୩ ଉପରେ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ପାରଦ ଉପର ମୁହାଁ ରହିଛି । ଶୀତ ନଥିବା ବେଳେ ଦିନ ବେଳା ଟାଣ ଖରା ହେଉଛି । ଆଜି ରାଜ୍ୟର ୪ଟି ସ୍ଥାନରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୩ ଡିଗ୍ରୀ ଉପରେ ରହିଥିବା ବେଳେ ୧୨ଟି ସ୍ଥାନରେ ପାରଦ ୩୨ ଡିଗ୍ରୀ ଡେଇଁଛି ।…

ମାଘରେ ନାହିଁ ଶୀତ, ରାଜ୍ୟର ୭ଟି ସ୍ଥାନରେ ୩୨ ଟପିଲା ତାପମାତ୍ରା

ଭୁବନେଶ୍ୱର: ମାଘ ମାସରେ ବି ଶୀତ ନାହିଁ । ରାଜ୍ୟରେ ଏବେ ଭୋରରେ କୁହୁଡ଼ି ଲାଗି ରହୁଥିବା ବେଳେ ଦିନ ବେଳା ଗରମ ଅନୁଭୂତ ହେଉଛି । ଯେମିତି ଲାଗୁଛି ମାର୍ଚ୍ଚ ଅଧା ହେଲାଣି । ଶୀତ ସରି ନଥିବା ବେଳେ ରାଜ୍ୟରେ ଦିନ ତାପମାତ୍ରାରେ ଅସ୍ୱାଭାବିକ ପରିବର୍ତ୍ତନ ଦେଖା ଦେଇଛି ।…

ଜୁନ ୧୬ ଯାଏଁ ତାତିରୁ ନାହିଁ ନିସ୍ତାର: ଆଇଏମଡି

ନୂଆଦିଲ୍ଲୀ: କେରଳରେ ମୌସୁମୀ ଛୁଇଁସାରିବା ପରେ ସାରା ଦେଶରେ ଲୁଚକାଳି ଖେଳୁଛି । ପୂର୍ବ ରେକର୍ଡ ଅନୁଯାୟୀ କେରଳରେ ମୌସୁମୀ ଛୁଇଁବା ପରେ ସାରା ଦେଶରେ ଆଉ ପନ୍ଦର ଦିନ ମଧ୍ୟରେ ମୌସୁମୀ ଛୁଇଁବା କଥା । ହେଲେ ସାରା ଦେଶରେ ଏବେ ବି ଅସହ୍ୟ ଗରମ ଜାରି ରହିଛି। ଏହାରି ଭିତରେ ରଜ ପରେ ଅର୍ଥାତ ଜୁନ୍…

ଜଳୁଛି ପଶ୍ଚିମ ଓଡ଼ିଶା, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଉପକୂଳ

ଭୁବନେଶ୍ୱର: ଅସହ୍ୟ ତାତିରେ ଛଟପଟ ହେଉଛି ଜନଜୀବନ । ପଶ୍ଚିମ ଓଡ଼ିଶାରେ ଆକାଶରୁ ନିଆଁ ବର୍ଷୁଥିବା ବେଳେ ଉପକୂଳରେ ଆକତମାକତା କଲାଣି ଗୁଳୁଗୁଳି । ଆଜି ପଶ୍ଚିମ ଓଡ଼ିଶାର ସମ୍ବଲପୁର, ସୋନପୁର, ବରଗଡ଼, ବଲାଙ୍ଗିର, ନୂଆପଡା, ବୌଦ୍ଧ, ଝାରସୁଗୁଡା ଏବଂ କଳାହାଣ୍ଡି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ…

ଗୁଳୁଗୁଳିରେ ସନ୍ତୁଳି ହେବ ଉପକୂଳ, ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ୱର: ତାତିରୁ ନାହିଁ ଆଶ୍ୱସ୍ତି । ଉତ୍ତପ୍ତ ଶୁଷ୍କ ବାୟୁ ପ୍ରଭାବରେ ପଶ୍ଚିମ ଓଡ଼ିଶା ତାତିରେ ସିଝିବ । ଅନ୍ୟପଟେ ଉଚ୍ଚ ଆଦ୍ରତା ପ୍ରଭାବରେ ଉପକୂଳରେ ପ୍ରବଳ ଗୁଳୁଗୁଳିଆ ଅନୁଭୂତ ହେବ । ଗ୍ରୀଷ୍ମ ପ୍ରବାହ, ଗୁଳୁଗୁଳି ସହ କିଛି ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବା ନେଇ ଆକଳନ କରିଛି…

ଜଳୁଛି ଓଡ଼ିଶା, ଗରମ ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ

ଭୁବନେଶ୍ୱର : ଅସହ୍ୟ ଗରମରେ କଲବଲ ହେଉଛି ଓଡ଼ିଶା । ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଏଭଳି ସ୍ଥିତିରୁ ମୁକ୍ତି ମିଳିବନି ବୋଲି ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷକରି ଆଭ୍ୟନ୍ତର ଓଡ଼ିଶାରେ ସ୍ବାଭାବିକଠାରୁ ୩ରୁ ୫ ଡିଗ୍ରୀ, ଉପକୂଳରେ ୨ରୁ ୩…

ପାଣିପାଗ ବିଭାଗର ସତର୍କ ସୂଚନା:ଆସନ୍ତା ୨୫ରୁ ୨୭ ବର୍ଷିବ ନିଆଁ

ଭୁବନେଶ୍ୱର: ବଢ଼ିବ ତାତି । ଜଳିବ ଓଡ଼ିଶା । ରାଜ୍ୟରେ ଆସନ୍ତା ୨୫ରୁ ୨୭ ତାରିଖ ପର୍ଯ୍ୟନ୍ତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ରହିଛି । ୩ ଦିନ ଧରି ପ୍ରବଳ ଗ୍ରୀଷ୍ମ ପ୍ରବାହ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୨୫ରେ ସୋନପୁର, ବୌଦ୍ଧ ଓ ବଲାଙ୍ଗିରରେ ପ୍ରଚଣ୍ଡ…

ରାଜ୍ୟର ୧୬ ସ୍ଥାନରେ ୪୦ ଡିଗ୍ରୀ ଉପରେ ତାପମାତ୍ରା

ଭୁବନେଶ୍ୱର : ରାଜ୍ୟରେ ବୃଦ୍ଧି ପାଉଛି ତାପମାତ୍ରା । ଗତକିଛି ଦିନ ଧରି ବିଭିନ୍ନ ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । କିଛି କିଛି ସ୍ଥାନରେ ୪୪ ଡିଗ୍ରୀ ମଧ୍ୟ ଟପିଗଲାଣି । ଖରାର ପ୍ରକୋପକୁ ନେଇ ଚିନ୍ତାରେ ସ୍ଥାନୀୟ ବାସିନ୍ଦା । ନା ବାହାରକୁ ବାହାରି ପାରୁଛନ୍ତି, ନା…