Latest Odisha News

BREAKING NEWS

Browsing Tag

Heavy Rain Alert

୨୫ ଯାଏଁ ପ୍ରବଳ ବର୍ଷା, ୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ଆହୁରି ୨ ଦିନ ବର୍ଷିବ । ଆଜି ରାଜ୍ୟର କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜିଠାରୁ ୨୩ ତାରିଖ ସକାଳ ପର‌୍ୟ୍ୟନ୍ତ ଝାରସୁଗୁଡା ଓ ସୁନ୍ଦରଗଡରେ କେତୋଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ଏହି…

ବିପଦ ସଂକେତ ଉପରେ ଜଳକା ନଦୀ

ବାଲେଶ୍ୱର: ବିପଦ ସଂକେତ ଟପିଲା ଜଳକା । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବାଲେଶ୍ୱର ଜିଲ୍ଲାରେ ଜଳକା ନଦୀର ଜଳସ୍ତର ବଢ଼ିଛି । ବସ୍ତା ବ୍ଲକ ମଥାନୀରେ ଜଳକା ବିପଦ ସଂକେତ ୫. ୫୦ ମିଟର ଥିବା ବେଳେ ସେଠାରେ ଜଳସ୍ତର ୫.୮୦ ମିଟର ରହିଛି । ଗତକାଲି ନଦୀର ଉପରମୁଣ୍ଡରେ ଥିବା ରାସଗୋବିନ୍ଦପୁର,…

ଆସନ୍ତାକାଲିଠୁ ପ୍ରବଳ ଛେଚିବ, ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ବଙ୍ଗୋପସାଗର ଉତ୍ତରପୂର୍ବ ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତାକାଲି ଠାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ୧୦ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଜଗତସିଂହପୁର,…

ଆସୁଛି ଆଉ ଏକ ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବର୍ଷାରୁ ଆଉ ନିସ୍ତାର ନାହିଁ । ଆସୁଛି ଆଉ ଏକ ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ରପ୍ରଦେଶ ଉପକୂଳବର୍ତ୍ତୀ ଅଞ୍ଚଳରେ ଆସନ୍ତା ସେପ୍ଟେମ୍ବର ୧୩ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ…

୮ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବହୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ସୂଚନା ଦେଇଛି । ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି ଯେ ଆସନ୍ତା ୨୪ ଘଣ୍ଟା…

୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ବର୍ଷାରୁ ନିସ୍ତାର ନାହିଁ । ମୌସୁମୀ ବାୟୁ ସକ୍ରିୟ ରହିଥିବାରୁ ବର୍ଷା ସମ୍ଭାବନା ରହିଛି । ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୩ରୁ ୫ ତାରିଖ ଯାଏଁ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୧୮ଘଣ୍ଟା ମଧ୍ୟରେ ୧୧ଜିଲ୍ଳାକୁ ପ୍ରବଳ ବର୍ଷା ନେଇ…

ଆଜିଠୁ ପୁଣି ୫ ତାରିଖ ଯାଏଁ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଓଡିଶାକୁ ବର୍ଷାରୁ ନିସ୍ତାର ନାହିଁ । କାରଣ ଆଜିଠୁ ଆସନ୍ତା ୫ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପୁଣି ବର୍ଷିବ । ପାଣି ପାଗ ବିଭାଗର ଆକଳନ ଅନୁସାରେ ଆଜି ଉପକୂଳ ଓଡିଶା ସମେତ ରାଜ୍ୟର ୭ଟି ଜିଲ୍ଲାରେ ବର୍ଷା ହୋଇପାରେ । ଏଥିପାଇଁ ୟଲୋ ୱାଣ୍ଣିଂ ଜାରି କରାଯାଇଛି ।…

ଆହୁରି ବର୍ଷିବ, ୯ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବର୍ତ୍ତମାନ ୱେଲମାର୍କ ଲୋ ପ୍ରେସରରେ ପରିଣତ ହୋଇଛି । ଏହାସହ ଅଧିକ ଘନିଭୂତ ହେବାରେ ଲାଗିଛି । ଏହାର ପ୍ରଭାବରେ ରାଜ୍ୟରେ କେତେକ ଜିଲ୍ଲାରେ ବର୍ଷା ମଧ୍ୟ ଜାରି ରହିଛି । କିନ୍ତୁ ୨୬ ଓ ୨୭ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା…

୫ ଜିଲ୍ଲାକୁ ପ୍ରବଳ ବର୍ଷାର ରେଡ୍ ଆଲର୍ଟ

ଭୁବନେଶ୍ୱର: ରାଜ୍ୟର ୫ ଜିଲ୍ଲା କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ସୁନ୍ଦରଗଡ ଓ ଦେବଗଡରେ ଆସନ୍ତା ୨୪ ଘଂଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି । ଏହି ସମୟରେ ୪୫ରୁ ୫୫ କିଲୋମିଟର ବେଗରେ ପବନ ବହିବା ନେଇ ମଧ୍ୟ ସମ୍ଭାବନା ରହିଛି । ତେଣୁ ଏହି ୫ଟି ଜିଲ୍ଲା…

ବର୍ଷା: ସବୁ ଜିଲ୍ଲାପାଳମାନଙ୍କୁ ଆଲର୍ଟ କଲେ ଏସ୍‌ଆର୍‌ସି

ଭୁବନେଶ୍ୱର: ଆସନ୍ତା ୨୪ ଘଂଟା ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇପାରେ । ଏହାର ପ୍ରଭାବରେ ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ରେଡ୍ ୱାଣ୍ଣିଂ ଜାରି କରାଯାଇଛି । ଏନେଇ ପଦକ୍ଷେପ ନେବାକୁ ସବୁ ଜିଲ୍ଲାପାଳମାନଙ୍କୁ ସ୍ୱତନ୍ତ୍ର…