Latest Odisha News

BREAKING NEWS

Browsing Tag

Heavy Rain Alert

ଲଗାଣ ବର୍ଷାରେ ବେହାଲ ମାଲକାନଗିରି

ମାଲକାନଗିରି: ସାରାରାଜ୍ୟରେ ଲାଗି ରହିଛି ଲଘୁଚାପ ଜନିତ ବର୍ଷା। ଲଗାଣ ବର୍ଷା ଯୋଗୁଁ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ବନ୍ୟା ଭଳି ପରିସ୍ଥିତି ସୃଷ୍ଟି ହୋଇଛି। ବିଶେଷ କରି ମାଲକାନଗିରି ଜିଲ୍ଲାରେ ଗତ ପାଞ୍ଚ ଦିନ ଧରି ଜାରି ରହିଛି ବର୍ଷ। ଚାରିଦିଗ ଜଳମୟ । ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି…

ପ୍ରବଳ ବର୍ଷା ସମ୍ଭାବନା, ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ବଙ୍ଗୋପସାଗରର ଓଡ଼ିଶା ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ, ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ…

କାଲିଠୁ ପ୍ରବଳ ବର୍ଷା, ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଉତ୍ତରପଶ୍ଚିମ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଲଘୁଚାପ ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଓଡିଶାରେ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ରୁ ଊର୍ଧ୍ୱ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା…

ବର୍ଷା ଆଲର୍ଟ, ଜିଲ୍ଲାପାଳଙ୍କୁ ଏସ୍‌ଆର୍‌ସିଙ୍କ ଚିଠି

ଭୁବନେଶ୍ୱର: ଉତ୍ତର ବଙ୍ଗପୋସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇଛି । ଏହାର ପ୍ରଭାବରେ ଆଗାମୀ ୫ରୁ ୬ ଦିନ ୧୮ଟି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ତେବେ ରାଜ୍ୟରେ ବର୍ଷା ନେଇ ସବୁ ଜିଲ୍ଲାପାଳଙ୍କୁ ଏସଆରସି ପ୍ରଦୀପ ଜେନା ଚିଠି ଲେଖିଛନ୍ତି । ସବୁ ଜିଲ୍ଲାପାଳଙ୍କୁ…