Latest Odisha News

BREAKING NEWS

Browsing Tag

heavy rain

କାଳବୈଶାଖୀ ଓ ପ୍ରବଳ ବର୍ଷା ନେଇ ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ମେ ୫ ବେଳକୁ ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା ଥିବା ବେଳେ ରାଜ୍ୟରେ କାଳବୈଶାଖୀ ଆଉ ୪ରୁ ୫ ଦିନ ଲାଗି ରହିବ । ଆଗାମୀ ୪ରୁ ୫ ଦିନ ମଧ୍ୟରେ ସର୍ବାଧିକ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ୪ ତାରିଖ ସକାଳ ଯାଏ ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି…

ଆଉ ୫ ଦିନ ଘଡ଼ଘଡ଼ି ବର୍ଷା, ୩୦ରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ

ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀ ପ୍ରଭାବ ଆଉ ୫ ଦିନ ଲାଗି ରହିବ । ୨ ତାରିଖ ଯାଏ ଘଡ଼ଘଡ଼ି ବର୍ଷା ହେବାକୁ ଥିବା ବେଳେ ୩୦ ତାରିଖରେ ପ୍ରବଳ ବର୍ଷା ନେଇ କିଛି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ୪ରୁ ୫ ଦିନ ମଧ୍ୟରେ ସର୍ବାଧିକ ଦିନ ତାପମାତ୍ରାରେ ବିଶେଷ…

କାଳବୈଶାଖୀ ନେଇ ଏହି ସବୁ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଲାଗି ରହିଛି । ଆଗାମୀ ୨୪ ଘଣ୍ଟାରେ କାଳବୈଶାଖୀ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ କଳାହାଣ୍ଡି, ରାୟଗଡ଼ା, କୋରାପୁଟ, କନ୍ଧମାଳ, ଗଞ୍ଜାମ, କଟକ, ଯାଜପୁର, ଭଦ୍ରକ, ଢେଙ୍କାନାଳ, ଅନୁଗୁଳ ଓ ବୌଦ୍ଧ ଜିଲ୍ଲାକୁ ଅରେଞ୍ଜ…

ଆଉ ୪ ଦିନ କାଳବୈଶାଖୀ ବର୍ଷା, ୩୧ରେ ସାରା ରାଜ୍ୟକୁ ୱାର୍ଣ୍ଣିଂ

ଭୁବନେଶ୍ୱର: ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ଆଉ ୪ ଦିନ କାଳବୈଶାଖୀ ବର୍ଷା ଲାଗି ରହିବ । ଏପ୍ରିଲ୍ ୨ ବେଳକୁ ଭାରତର ଉତ୍ତର-ପଶ୍ଚିମ ଭାଗକୁ ଏକ ନୂଆ ପଶ୍ଚିମା-ଝଡ଼ ପ୍ରଭାବିତ କରିବାର ସମ୍ଭାବନା ରହିଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।…

ବାତ୍ୟା ସିତ୍ରଙ୍ଗ ପ୍ରଭାବରେ ୨୩ରୁ ବର୍ଷା, ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆଣ୍ଡାମାନ ସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି । ଏହା କ୍ରମଶଃ ପୂର୍ବକେନ୍ଦ୍ରୀୟ ଓ ସଂଲଗ୍ନ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଘନୀଭୂତ ହୋଇ ୨୨ ତାରିଖ ବେଳକୁ ଅବପାତ ଓ ୨୩ ତାରିଖରେ ଗଭୀର ଅବପାତରେ ପରିଣତ ହେବ । ଏହାପରେ ଗଭୀର ଅବପାତ ଉତ୍ତର ଦିଗକୁ ରିକର୍ଭ…

ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସକ୍ରିୟ ରହିଛି । ଏବେ ଲଘୁଚାପଟି ଦକ୍ଷିଣପଶ୍ଚିମ ଦିଗରେ ଗତି କରୁଛି । ପ୍ରଭାବରେ ରାଜ୍ୟରେ ଲାଗି ରହିଛି ତୁହାକୁ ତୁହା ବର୍ଷା । ଆଜି ପାଇଁ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଗଜପତି, ଗଞ୍ଜାମ, ପୁରୀ, ରାୟଗଡ଼ା, ମାଲକାନଗିରି,…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ବର୍ଷା ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ । ଆଗାମୀ  ୪୮ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ…

[ଦେଖନ୍ତୁ ଭିଡିଓ] ଆଗାମୀ ୨୪ ଘଣ୍ଟାରେ ଲଘୁଚାପ, ପ୍ରବଳ ବର୍ଷା ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ଓ ତତସଂଲଗ୍ନ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । https://twitter.com/mcbbsr/status/1567398275514519553…

ଆଜି ଠାରୁ ରାଜ୍ୟରେ ବଢ଼ିବ ବର୍ଷା

ଭୁବନେଶ୍ୱର: ଆଜି ଠାରୁ ରାଜ୍ୟରେ ରାଜ୍ୟରେ ବଢିବ ବର୍ଷାର ବିସ୍ତୃତି। ଆଗାମୀ ୨୪ ଘଣ୍ଟା ମଧ୍ୟରେ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା ଅଛି ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟରୁ ଜଣାପଡ଼ିଛି । ଏବେ ସପ୍ତାହ ବ୍ୟାପୀ ହେଉଥିବା ଗୁଳୁଗୁଳିରୁ ଟିକିଏ ଆଶ୍ୱସ୍ତି…

ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ଉପକୂଳ ଓଡ଼ିଶାରେ ଝିପିଝିପି ବର୍ଷା

ଭୁବନେଶ୍ୱର: ଉତ୍ତର-ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ପ୍ରଭାବରେ ରାଜ୍ୟରେ ବର୍ଷା ହେଉଛି । ଆଭ୍ୟନ୍ତରୀଣ ଓଡ଼ିଶା ସମେତ ପଶ୍ଚିମ ଓଡ଼ିଶାରେ ପାଗ କୋହଲା ରହିଛି । ପଶ୍ଚିମ ଓଡ଼ିଶାର ୪ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ…