Latest Odisha News
Browsing Tag

heavy rain

ବର୍ଷାରେ ସ୍ଥିତି ବେହାଲ, ସ୍କୁଲ ଛୁଟି ଘୋଷଣା କଲେ ଜିଲ୍ଲାପାଳ

ଗଜପତି: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଳଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି । ଯାହାଫଳରେ ଜୀବନଯାତ୍ରା ଏକପ୍ରକାର ବାଧାପ୍ରାପ୍ତ ହୋଇଛି । ଗଞ୍ଜାମ ଓ ଗଜପତି, ଢେଙ୍କାନାଳ, କଟକ, କେନ୍ଦ୍ରପଡା ଓ ଭଦ୍ରକ ଜିଲ୍ଲାରେ ପ୍ରବଳ ବର୍ଷା ଜାରି ରହିଥିବା…

ଆଗାମୀ ୧୨ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ସାଇକ୍ଲୋନିକ୍ ସର୍କୁଲେସନ୍ ପ୍ରଭାବରେ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଓଡିଶାର ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲାଗୁଡିକରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ମଙ୍ଗଳବାର ଦିନ ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ପକ୍ଷରୁ ପୂର୍ବାନୁମାନ କରାଯାଇଛି । ବିଭାଗ ପକ୍ଷରୁ ଜାରି ବୁଲେଟିନ୍…

ପ୍ରବଳ ବର୍ଷାରେ ସ୍ଥିତି ବେହାଲ, ଗଞ୍ଜାମ ଓ କନ୍ଧମାଳରେ ସବୁ ସ୍କୁଲ ବନ୍ଦ

ଗଞ୍ଜାମ: ଗଞ୍ଜାମରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ ଶୁକ୍ରବାର ଦିନ ଜିଲ୍ଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି ସ୍ଥାନୀୟ ପ୍ରଶାସନ । ଏପରିକି ସବୁ ଅଙ୍ଗନବାଡି କେନ୍ଦ୍ର ଗୁଡିକ ମଧ୍ୟ ବନ୍ଦ ରହିବ ବୋଲି ସୂଚନା ମିଳିଛି । ମିଳିଥିବା ସୂଚନାନୁଯାୟୀ ବିଦ୍ୟାଳୟଗୁଡିକ ବନ୍ଦ…

ଲଗାଣ ବର୍ଷା ଯୋଗୁଁ ସୋନପୁରରେ ଯୋଗାଯୋଗ ବିଚ୍ଛିନ୍ନ

ସୋନପୁର: ସୋନପୁର ଜିଲ୍ଲାରେ ଗତ ୨ ଦିନ ଧରି ଜାରି ରହିଥିବା ଲଗାଣ ବର୍ଷା ଯୋଗୁଁ ଜିଲ୍ଲାର ବିଭିନ୍ନ ସ୍ଥାନରେ ଯୋଗାଯୋଗ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇପଡିଛି । ମିଳିଥିବା ସୂଚନାନୁଯାୟୀ ସୋନପୁର ବ୍ଲକ୍ ସ୍ଥିତ ପାଇକବାହଲ ଗ୍ରାମ ନିକଟରେ ଥିବା ରାକ୍ଷସ ନାଳ ଉପରେ ପ୍ରାୟ ୩ ଫୁଟ ଉଚ୍ଚର ବନ୍ୟା…

ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୩ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୩ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ସୋମବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ସୁନ୍ଦରଗଡ, କେନ୍ଦୁଝର ଓ ଝାରସୁଗୁଡ ଆଦି ଜିଲ୍ଲାର…

ଲଗାଣ ବର୍ଷା ଯୋଗୁଁ ମାଲକାନଗିରିରେ ଯୋଗାଯୋଗ ବିଚ୍ଛିନ୍ନ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ବୁଧବାର ବିଳମ୍ବିତ ରାତିରେ ହୋଇଥିବା ଲଗାଣ ବର୍ଷା ଯୋଗୁଁ ଜିଲ୍ଲାର ବିଭିନ୍ନ ସ୍ଥାନରେ ଯୋଗାଯୋଗ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇପଡିଛି। ଗତକାଲି ବିଳମ୍ବିତ ରାତିରେ ଜିଲ୍ଲାରେ ପ୍ରାୟ ୧୪.୮ମିମି. ବର୍ଷା ହୋଇଥିବା ନେଇ ଜଣାପଡିଛି । ମିଳିଥିବା…

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ-ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ-ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବୁଧବାର ଦିନ ଆକଳନ କରାଯାଇଛି । ଗଣମାଧ୍ୟମକୁ ସୂଚନା ଦେଇ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର୍ ଅଜୟ କୁମାର ନାୟକ କହିଛନ୍ତି, ପୂର୍ବ…

ଲଗାଣ ବର୍ଷା ଯୋଗୁଁ ମାଲକାନଗିରିରେ ଯୋଗାଯୋଗ ବିଚ୍ଛିନ୍ନ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଁ କୋରକୋଣ୍ଡା ଓ ଏମଭି-୩୬ ପୋଲ ବୁଡିଯିବା ଫଳରେ ମାଲକାନଗିରି-ବାଲିମେଳା ମଧ୍ୟରେ ଯୋଗାଯୋଗ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇପଡିଛି । ମିଳିଥିବା ସୂଚନାନୁଯାୟୀ ଏହି ପୋଲ ଉପରେ ପ୍ରାୟ ୩ ଫୁଟ ଉଚ୍ଚର ବର୍ଷା ପାଣି ଚାଲୁଥିବାବେଳେ…

ପ୍ରବଳ ବର୍ଷା ଯୋଗୁଁ ପାଣିରେ ବୁଡିଲା ରେଳଟ୍ରାକ୍, ଟ୍ରେନ୍ ଭିତରେ ଫସିରହିଛନ୍ତି ୨୦୦୦ରୁ ଅଧିକ ଯାତ୍ରୀ

ମୁମ୍ବାଇ: ମୁମ୍ବାଇରେ ଲାଗି ରହିଥିବା ପ୍ରବଳ ବର୍ଷା ଯୋଗୁଁ ଯାତାୟତ ବାଧାପ୍ରାପ୍ତ ହେଉଥିବା ବେଳେ ଅନେକ ବିମାନ ଯାତ୍ରା ବାତିଲ ହେବାସହ ଟ୍ରେନ୍ ସେବା ମଧ୍ୟ ବାଧାପ୍ରାପ୍ତ ହୋଇଛି । ତେବେ ଏହି ଲଗାଣ ବର୍ଷା ଯୋଗୁଁ ବଦଲାପୁର ଓ ବଙ୍ଗାନୀ ଷ୍ଟେସନ ମଧ୍ୟରେ ଥିବା ରେଳ ଲାଇନରେ ପାଣି ଜମି…

ଆଗାମୀ ୩ ଦିନ ଯାଏଁ ସାରା ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଧିରେଧିରେ ଲୋ-ପ୍ରେସରରେ ପରିଣତ ହୋଇଛି । ଏହାର ପ୍ରଭାବରେ ଆସନ୍ତା ୭୨ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ରବିବାର ଦିନ…