ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ବର୍ଷା ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ । ଆଗାମୀ ୪୮ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ…