Latest Odisha News

BREAKING NEWS

Browsing Tag

heavy rain

ଘୂର୍ଣ୍ଣିବଳୟ ସକ୍ରିୟ, କାଲିଠୁ ଲଘୁଚାପ; ୧୦ ତାରିଖ ଯାଏ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବର୍ଷିଲା, ଭସେଇଲା, ବୁଡ଼େଇଲା । ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହୋଇ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବାର…

କାଲିଠୁ ବର୍ଷାରେ ଭିଜିବ ଓଡ଼ିଶା, ୭ରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର: ପୁଣି ବର୍ଷାରେ ଭିଜିବ ଓଡ଼ିଶା । ଫେରୁଛି ମୌସୁମୀ । ଦକ୍ଷିଣ ମୁହାଁ ମୌସୁମୀ ନିମ୍ନ ଚାପ ରେଖା ସ୍ୱାଭାବିକ ଅବସ୍ଥାନକୁ ଫେରୁଛି । ପ୍ରଭାବରେ ଆସନ୍ତାକାଲି ଠାରୁ ରାଜ୍ୟରେ ବର୍ଷା ବଢ଼ିବ । ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ରାୟଗଡ଼ା,…

୫ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା, ପ୍ରବଳ ବର୍ଷା ନେଇ ୧୦ ଜିଲ୍ଲାକୁ ଚେତାବନୀ

ଭୁବନେଶ୍ୱର: ରାଜ୍ୟରେ ବଢ଼ିବ ବର୍ଷା ପରିମାଣ । ମୌସୁମୀ ନିମ୍ନ ଚାପ ରେଖା ଦକ୍ଷିଣ ମୁହାଁ ହୋଇଛି । ହିମାଳୟ ପାଦ ଦେଶରୁ ସ୍ୱାଭାବିକ ଅବସ୍ଥାନକୁ ଫେରୁଛି ମୌସୁମୀ ନିମ୍ନ ଚାପ ରେଖା । ପ୍ରଭାବରେ ଆସନ୍ତା ୫ ତାରିଖରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ । ୫ ତାରିଖରେ ରାଜ୍ୟର ୧୦ ଗୋଟି ଜିଲ୍ଲାରେ…

ଲଗାଣ ବର୍ଷା ପ୍ରଭାବରେ ଫୁଲୁଛି ବଂଶଧାରା। ଭାସିଗଲେ ହାତୀପଲ

ରାୟଗଡ଼ା: ଲଗାଣ ବର୍ଷା ପ୍ରଭାବରେ ଫୁଲିଛି ବଂଶଧାରା। ଜଳସ୍ତର ଆଜି ସତର୍କ ସଙ୍କେତ ଟିପିଛି। ଅପରାହଣରେ ବର୍ଷା କମିବା ପରେ ସଂଧ୍ୟାରେ ବଂଶଧାରା ଜଳସ୍ତର ସ୍ଥିର ରହିଛି। ସାନ ନଦୀ (ମହେନ୍ଦ୍ରତନୟା) ସମେତ ଶାଖା ନଦୀ, ନାଳ ଗୁଡ଼ିକରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଥିବାରୁ ରାତିରେ ବଂଶଧାରା…

ଘୂର୍ଣ୍ଣିବଳୟ ପ୍ରଭାବରେ ଶକ୍ତ ହେଉଛି ଦକ୍ଷିଣ ପଶ୍ଚିମ ବାୟୁ: ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର: ଘୂର୍ଣ୍ଣିବଳୟ ପ୍ରଭାବରେ ଶକ୍ତ ହେଉଛି ଦକ୍ଷିଣ ପଶ୍ଚିମ ବାୟୁ । ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି । ଉତ୍ତର ଏବଂ ଉପକୂଳ ଓଡ଼ିଶାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ନେଇ ୧୨…

୨୪ରେ ଘୂର୍ଣ୍ଣିବଳୟ, ୨୬ ତାରିଖ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା

ଭୁବନେଶ୍ୱର : ଆସନ୍ତା ୨୪ ତାରିଖରେ ଉତ୍ତର ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହା ପ୍ରଭାବରେ ରାଜ୍ୟରେ ୨୩ରୁ ବର୍ଷା ବଢ଼ିବ। ଉତ୍ତର ଓଡ଼ିଶାରେ ୨୬ ତାରିଖ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ସେପଟେ ବୁଧବାର ରାଜ୍ୟର ୧୩ ଜିଲ୍ଲାରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇଥିବା…

ଆଜିଠୁ ବର୍ଷା: ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

 ଭୁବନେଶ୍ୱର : ତାତିରୁ ମିଳିବ ଆଶ୍ୱସ୍ତି । ଆଜିଠୁ ୩ ଦିନ ଯାଏଁ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ଆଜି ବର୍ଷା ହୋଇପାରେ । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୧୩ ଜିଲ୍ଲାକୁ ୟେଲୋ ଓ଼୍ବାର୍ଣ୍ଣିଂ ଜାରି କରାଯାଇଛି । ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର,…

ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଓ କୁଆପଥର ମାଡ଼

ଭୁୁବନେଶ୍ୱର: ଆସନ୍ତା ୧୬ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା । ଭାରତୀୟ ପାଣିପାଗ ବିଭାଗ ଏନେଇ ବୁଧବାର ସୂଚନା ଦେଇଛି ଯେ, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଏବଂ ମୟୁରଭଞ୍ଜର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ…

ସକାଳୁ ଭୁବନେଶ୍ୱର ଓ କଟକରେ ପ୍ରବଳ ବର୍ଷା, ଶୁନଶାନ ରାସ୍ତାଘାଟ

ଭୁବନେଶ୍ୱର: ଭୁବନେଶ୍ୱର ଓ କଟକରେ ଆଜି ସକାଳୁ ପ୍ରବଳ ବର୍ଷା । ପୁରୀଠାରୁ ୨୭୦ କିଲୋମିଟର ଦୂରରେ ରହିଛି ଜୱାଦ । ଆଜି ପ୍ରବଳ ବର୍ଷା ହେବା ଫଳରେ ଯାତାୟତରେ ବାଧାପ୍ରାପ୍ତ ହୋଇଛି । ଶୁନଶାନ ହୋଇପଡ଼ିଛି ରାସ୍ତାଘାଟ । ଏପରିକି ଭୁବନେଶ୍ୱର ଓ କଟକରେ ଖୁବ୍ କମ୍ ସଂଖ୍ୟକ ବସ ଚଳାଚଳ କରୁଥିବା…

ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ୨୪ଘଣ୍ଟା ମଧ୍ୟରେ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଡ଼ିସେମ୍ବର ୨ରେ ଗଜପତି, ଗଞ୍ଜାମ, ପୁରୀ ଏବଂ ଜଗତସିଂହପୁରରେ ଗୋଟିଏ କି ଦୁଇଟି ସ୍ଥାନରେ ବର୍ଷା ହୋଇପାରେ ବୋଲି ସୂଚନା ମିଳିଛି । ଭାରତୀୟ ପାଣିପାଗ କେନ୍ଦ୍ରର…