Latest Odisha News
Browsing Tag

heavy rain

ଝଡ଼ବର୍ଷା ସମ୍ଭାବନା; ଜାଣନ୍ତୁ, କେଉଁ ସବୁ ଜିଲ୍ଲାକୁ ରହିଛି ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସତର୍କ ସୂଚନାନୁଯାୟୀ ଶନିବାର ସନ୍ଧ୍ୟା ୬ଟା ୪୫ ସୁଦ୍ଧା ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ଓ ପବନ ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି । ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ରର ସଦ୍ୟତମ ସତର୍କ ସୂଚନାନୁଯାୟୀ ରାଜ୍ୟର…

ବଜ୍ରପାତ ସହିତ ଝଡ଼ବର୍ଷା ସମ୍ଭାବନା: ଜାଣନ୍ତୁ, କେଉଁ ଜିଲ୍ଲା ଲାଗି ରହିଛି ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପାଣିପାଗ ସମ୍ପର୍କିତ ସଦ୍ୟତମ ସୂଚନାନୁଯାୟୀ ବୁଧବାର ସନ୍ଧ୍ୟା ସୁଦ୍ଧା ରାଜ୍ୟର କେତୋଟି ଜିଲ୍ଲାରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହିତ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି । ଯେଉଁସବୁ ଜିଲ୍ଲାଗୁଡ଼ିକରେ…

୧୬ ଜିଲ୍ଲାରେ ବର୍ଷା ଓ ବଜ୍ରପାତ ସମ୍ଭାବନା, ସତର୍କ ସୂଚନା ଜାରି

ଭୁବନେଶ୍ୱର: ୧୬ ଜିଲ୍ଲାରେ ପ୍ରବଳ ବର୍ଷିବ । ବର୍ଷା ସହ ବଜ୍ରପାତ ହେବା ସମ୍ଭାବନା ରହିଛି । ଏନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଝାଡଖଣ୍ଡ ଓ ଏହାର ଆଖପାଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ମୟୂରଭଂଜ, କେନ୍ଦୁଝର ଓ…

ଆଜି ରାତିରେ ଏହି ୬ଟି ଜିଲ୍ଲାରେ ରହିଛି ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଜି ରାତିରେ ଓଡ଼ିଶାର ୬ଟି ଜିଲ୍ଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ପ୍ରଦାନ କରାଯାଇଛି । ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ, ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର ଏବଂ ଦେଓଗଡ଼…

ଆଜି ରାତିରେ କେଉଁସବୁ ଜିଲ୍ଲାରେ ହେବ ବର୍ଷା, ଜାଣନ୍ତୁ

ଭୁବନେଶ୍ୱର: ଶନିବାର ରାତିରେ ରାଜ୍ୟର କିଛି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବାର ସୂଚନା ଦେଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହିସବୁ ଜିଲ୍ଲାଗୁଡ଼ିକରେ ବଜ୍ରପାତ ସହିତ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ଶନିବାର ରାତି ୧୧ଟା ୩୦ରେ ଏହି ସବୁ…

କରୋନାରେ ଓଡ଼ିଶାକୁ ବାତ୍ୟା ଭୟ; ମେ’ ୪-୫ରେ ଲ୍ୟାଣ୍ଡ୍‌ଫଲ୍ ସମ୍ଭାବନା !

ଭୁବନେଶ୍ୱର: ଉପକୂଳ ଓଡ଼ିଶା ଏବେ ମରଣାନ୍ତକ କରୋନା ଭୂତାଣୁ ସଂକ୍ରମଣରେ ଆକ୍ରାନ୍ତ ରହିଥିବା ବେଳେ ଆଗକୁ ଆସୁଛି ବାତ୍ୟା ଆଶଙ୍କା । ଏବେ ଉପକୂଳବର୍ତ୍ତୀ ଓଡ଼ିଶାରେ ମଧ୍ୟମ ଧରଣର ବୃଷ୍ଟିପାତ ଅନୁଭୂତ ହେଉଥିବା ବେଳେ ଆସନ୍ତା ମେ ୧ ତାରିଖରେ ଲଘୁଚାପର ସମ୍ଭାବନା ରହିଛି । ପୁଣେସ୍ଥିତ…

ଏପ୍ରିଲ୍ ୨୯ରେ ଲଘୁଚାପ ସମ୍ଭାବନା…

ଭୁବନେଶ୍ୱର: ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ମଧ୍ୟମ ଧରଣର ବୃଷ୍ଟିପାତ ହୋଇଥିବା ବେଳେ ଏବେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ରହିଛି । ସ୍ଥାନୀୟ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆସନ୍ତା ୨୯ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପର ସମ୍ଭାବନା ରହିଥିବାର ପୂର୍ବାନୁମାନ କରାଯାଇଛି । ଏହି…

ଆଜି ରାତିରେ କେଉଁ ୧୪ଟି ଜିଲ୍ଲାକୁ ରହିଛି ବର୍ଷା ସମ୍ଭାବନା, ଜାଣନ୍ତୁ

ଭୁବନେଶ୍ୱର: ଆଗାମୀ କିଛି ଘଣ୍ଟା ମଧ୍ୟରେ ରାଜ୍ୟର ୧୪ଟି ଜିଲ୍ଲାରେ ରହିଛି ବର୍ଷା ସମ୍ଭାବନା । ବଜ୍ରପାତ ସହିତ ବୃଷ୍ଟିପାତ ହେବାର ଯଥେଷ୍ଟ ସମ୍ଭାବନା ରହିଥିବାର ସତର୍କ ସୂଚନା ପ୍ରଦାନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ରାତି ୮ଟା ସୁଦ୍ଧା ଯେଉଁ ୧୪ଟି ଜିଲ୍ଲାରେ…

ବାତ୍ୟା ବୁଲବୁଲ୍: ଓଡିଶାର ବିଭିନ୍ନ ସ୍ଥାନରେ ବର୍ଷା ଜାରି

ଭୁବନେଶ୍ୱର: ବାତ୍ୟା ‘ବୁଲବୁଲ୍’ ସିଭିୟର୍ ସାଇକ୍ଲୋନିକ ଷ୍ଟର୍ମର ରୂପ ଧାରଣ କରିବା ସହ ଓଡିଶାର ନିକଟତର ହେଉଛି । ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ସକାଳୁ ପବନ ସହ ବର୍ଷା ଲାଗି ରହିଛି । ବାତ୍ୟା ବୁଲବୁଲ୍ ବର୍ତ୍ତମାନ ସମୟରେ ପାରାଦୀପ ଠାରୁ ପ୍ରାୟ ୧୧୦ କିମି. ଦୂରରେ…

ଲଗାଣ ବର୍ଷାରେ ଭୁଶୁଡିଲା କାନ୍ଥ, ୨ମୃତ ଓ ୩ ଗୁରୁତର

କେନ୍ଦ୍ରାପଡା/ବାଲେଶ୍ୱର: କେନ୍ଦ୍ରାପଡା ଓ ବାଲେଶ୍ୱର ଜିଲ୍ଲାରେ ଜାରି ରହିଥିବା ଲଗାଣ ବର୍ଷା ଯୋଗୁଁ ଗତକାଲି ବିଳମ୍ବିତ ରାତିରେ କାନ୍ଥ ଭୁଶୁଡି ଯିବା ଫଳରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଗୁରୁତର ଆହତ ହୋଇଛନ୍ତି । କେନ୍ଦ୍ରାପଡା ଜିଲ୍ଲା ଆଳି ବ୍ଲକ୍ ଅନ୍ତର୍ଗତ ଗଣେଶ୍ୱପୁର…