Latest Odisha News

BREAKING NEWS

Browsing Tag

Heavy Rainfall

ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି, ଆସନ୍ତାକାଲିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟାରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା। ଆସନ୍ତାକାଲିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା। ଉତ୍ତର- ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଘୂର୍ଣ୍ଣିବଳୟ। ପରେ ଏହା ଲଘୁଚାପର ରୂପ ନେଇପାରେ। ଆସନ୍ତା ୨୨ ତାରିଖ ଯାଏଁ ରାଜ୍ୟରେ ବିସ୍ତୃତ ବର୍ଷା ହେବ।…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ କେନ୍ଦ୍ରୀଭୂତ, ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳକୁ ଲାଗି କେନ୍ଦ୍ରୀଭୂତ ହୋଇଛି ଏକ ଘୂର୍ଣ୍ଣିବଳୟ। ଫଳରେ ରାଜ୍ୟର ୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାର ପ୍ରଭାବରେ ଆଜି ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ…

ପ୍ରବଳ ବର୍ଷିବ!

ଭୁବନେଶ୍ୱର: ମୌସୁମୀ ପ୍ରଭାବରେ ରାଜ୍ୟର ଆଜି ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ସହିତ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ସମ୍ବଲପୁର, ଅନୁଗୁଳ, ବୈଦ୍ଧ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ, ଢ଼େଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା ଜଗତସିଂହପୁର ଜିଲ୍ଲାଗୁଡ଼ିକ…

ଅସାନି ପ୍ରଭାବରେ ଓଡ଼ିଶାରେ ବର୍ଷା, ଆଜି ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆନ୍ଧ୍ର ଉପକୂଳ ମୁହାଁ ହେଉଛି ବାତ୍ୟା ଅସାନି । ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଛି । ଆଜି ଉପକୂଳ ଓଡ଼ିଶା କିଛି ଜିଲ୍ଲାରେ ବର୍ଷା ହେଉଛି । ଆଜି ପାଇଁ ୮ ଜିଲ୍ଲାକୁ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲା ହେଲା କୋରାପୁଟ, ରାୟଗଡ଼ା,…

ରାଜ୍ୟର ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା; ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ ବୁଧବାର ଦିନ ଲଘୁଚାପ ପ୍ରଭାବ ଯୋଗୁ ରାଜ୍ୟରେ ପ୍ରବଳରୁ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ଗୁରୁବାର ସକାଳ ୮.୩୦ ପର୍ଯ୍ୟନ୍ତ କେନ୍ଦୁଝର ଏବଂ ମୟୂରଭଞ୍ଜର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା ହେବାର…

ରାଜଧାନୀରେ ୧୨ ବର୍ଷ ମଧ୍ୟରେ ସର୍ବାଧିକ ବର୍ଷା ରେକର୍ଡ

ନୂଆଦିଲ୍ଲୀ: ବୁଧବାର କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଦିଲ୍ଲୀର କିଛି ଅଂଶରେ ପ୍ରବଳ ବର୍ଷା ଜାରି ରହିଛି। ସେପ୍ଟେମ୍ବରରେ ଅତି କମରେ ୧୨ ବର୍ଷ ମଧ୍ୟରେ ସହରରେ ସର୍ବାଧିକ ଦିନିକିଆ ବୃଷ୍ଟିପାତ ହୋଇଥିବାବେଳେ ୨୪ ଘଣ୍ଟା ମଧ୍ୟରେ ୧୧୨.୧ ମିଲିମିଟର ବର୍ଷା ରେକର୍ଡ ହୋଇଥିବା ସୂଚନା ମିଳିଛି।…

ରାଜଧାନୀରେ ପ୍ରବଳ ବର୍ଷା; ଟ୍ରାଫିକ୍‌ ଜାମ୍‌

ନୂଆଦିଲ୍ଲୀ: ରାଜଧାନୀରେ ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଶୁକ୍ରବାର ରାତିରୁ ରାଜଧାନୀ ଦିଲ୍ଲୀ ଏବଂ ଏନସିଆରରେ ପ୍ରବଳ ବର୍ଷା ହେତୁ ବିଭିନ୍ନ ଅଞ୍ଚଳରେ ଜଳସ୍ତର ବଢିବାରେ ଲାଗିଛି। ଯାହା ଫଳରେ ଟ୍ରାଫିକ୍‌ ସମସ୍ୟା ଦେଖାଦେଇଛି। ଗାଡିଗୁଡ଼ିକର ଲମ୍ବା ଲାଇନ ଲାଗିଛି।…

ଜଳାର୍ଣ୍ଣବ ଦିଲ୍ଲୀ: ଘରୁ ଗୋଡ଼ କାଢ଼ିବା ମୁସ୍କିଲ

ନୂଆଦିଲ୍ଲୀ: ଲଗାଣ ବର୍ଷାରେ ଦିଲ୍ଲୀ ହାଲ୍ ବେହାଲ୍ । ଚାରିଆଡ଼େ ଖାଲି ପାଣି ଆଉ ପାଣି । ରାସ୍ତାରେ ଲହଡ଼ି ଭାଙ୍ଗୁଛି ବର୍ଷା ପାଣି । କେଉଁଟି ପାଦେ, ତ ଆଉ କେଉଁଠି ଆଣ୍ଠୁଏ । ସ୍ଥାନେ ସ୍ଥାନେ ଅଣ୍ଟାଏ ଲେଖାଏ ପାଣି ବି ଜମିଛି । ଚାରି ଚକିଆ ଗାଡ଼ି ଗୋଟିଏ ଗୋଟିଏ ସ୍ଥାନରେ ଯାଆସ କରିବା…

ବଙ୍ଗୋପସାଗରରେ ଲଘୁଚାପ: ଆଜିଠୁ ଦୁଇ ଦିନ ଓଡ଼ିଶାରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଲଘୁଚାରପ ରୂପ ନେଇଛି । ଏହି ଲଘୁଚାପ କ୍ଷେତ୍ର ଉତ୍ତର-ପଶ୍ଚିମ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତଥା ଦକ୍ଷିଣ ଓଡିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସକ୍ରିୟ ରହିଛି । ଆଗାମୀ ୨ ଦିନ ଯାଏ ଉତ୍ତର-ପଶ୍ଚିମ ଦିଗରେ ଗତି କରିବା…

ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ, ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ବର : ଉତ୍ତର ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହେଲା ଲଘୁଚାପ । ଏହାର ପ୍ରଭାବରେ ଆସନ୍ତା ୫ଦିନ ପର୍ଯ୍ୟନ୍ତ ସାରା ରାଜ୍ୟରେ ଲାଗି ରହିବ ବର୍ଷା । ଏହାସହ ଆଗାମୀ ୨୪ ଘଣ୍ଟା ପାଇଁ ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହାସହ…