Latest Odisha News
Browsing Tag

Heavy Rainfall

ପ୍ରବଳ ବର୍ଷା ସମ୍ଭାବନା: ଆଗାମୀ ୫ ଦିନ ଲାଗି ଏହି ସବୁ ଜିଲ୍ଲାକୁ ରହିଛି ୟେଲ୍ଲୋ ୱାର୍ଣ୍ଣିଂ !

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି)ର ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟରେ ଆଗାମୀ ୫ ଦିନ ଲାଗି ସତର୍କ ସୂଚନା ପ୍ରଦାନ କରାଯାଇଛି । ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ, ଆଜି ଉତ୍ତର ଓଡ଼ିଶାର କେତେକ ସ୍ଥାନ ଏବଂ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ପ୍ରବଳ ବର୍ଷା…

ଶନିବାର ପ୍ରବଳ ବର୍ଷା ସମ୍ଭାବନା; ଏହି ୫ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଭାଗ ରାଜ୍ୟର ୫ଟି ଜିଲ୍ଲା ଲାଗି ଜାରି କରିଛନ୍ତି ୟେଲ୍ଲୋ ୱାର୍ଣ୍ଣିଂ । ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସନ୍ଧ୍ୟା ଜାରି ହୋଇଥିବା ବୁଲେଟିନ ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ…

ସକ୍ରିୟ ହେଉଛି ମୌସୁମୀ: ୮ଟି ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଦକ୍ଷିଣ ପଶ୍ଚିମ ମୌସୂୁମୀ ବାୟୁ ରାଜ୍ୟରେ ସକ୍ରିୟ ହେବାରେ ଲାଗିଛି । ଆସନ୍ତା ୨୪ ଘଂଟା ମଧ୍ୟରେ ଏହା ରାଜ୍ୟର ବଳକା ଜିଲ୍ଲା ଗୁଡିକୁ ଛୁଇଁବା ସମ୍ଭାବନା ରହିଛି । ପାଣିପାଗ ବିଭାଗ ଆକଳନ କରିଛି ଯେ, ଉତ୍ତର ଆଭ୍ୟନ୍ତରୀଣ ଓଡିଶାର ଅଧିକାଂଶ ଜିଲ୍ଲା ସମେତ ରାଜ୍ୟର ଅନ୍ୟ ଜିଲ୍ଲାରେ…

ବାତ୍ୟା ପୂର୍ବରୁ ଉପକୂଳ ଓଡ଼ିଶାରେ ପ୍ରଭାବ: ମେ’ ୧୯, ୨୦ରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବାତ୍ୟା ଅମ୍ଫାନର ଗତିପଥ ଓ ଦିଗ ସମ୍ପର୍କରେ ଭାରତୀୟ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିବେ, ମାତ୍ର ଏହା ପୂର୍ବରୁ ପାଣିପାଗ ବିଶେଷଜ୍ଞମାନଙ୍କ ପୂର୍ବାନୁମାନ ଅନୁଯାୟୀ ଏହି ବାତ୍ୟା ବାଂଲାଦେଶର ସ୍ଥଳପଥ ଛୁଇଁବାର ସମ୍ଭାବନା ରହିଛି । ଅନ୍ୟ କେତେକ ପାଣିପାଗ ବିଶେଷଜ୍ଞଙ୍କ…

ଆଜି ରାତିରେ କେଉଁସବୁ ଜିଲ୍ଲାରେ ହେବ ବର୍ଷା, ଜାଣନ୍ତୁ

ଭୁବନେଶ୍ୱର: ଶନିବାର ରାତିରେ ରାଜ୍ୟର କିଛି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବାର ସୂଚନା ଦେଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହିସବୁ ଜିଲ୍ଲାଗୁଡ଼ିକରେ ବଜ୍ରପାତ ସହିତ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ଶନିବାର ରାତି ୧୧ଟା ୩୦ରେ ଏହି ସବୁ…

ପ୍ରବଳ ବର୍ଷାରେ ବାତିଲ୍ ହେଲା ବହୁ ଟ୍ରେନ, ଜାଣନ୍ତୁ…

ଭୁବନେଶ୍ୱର: ସାରା ରାଜ୍ୟରେ ଲଗାଣ ବର୍ଷା ଜାରି ରହିଥିବାବେଳେ ଜନଜୀବନ ଏକପ୍ରକାର ବାଧାପ୍ରାପ୍ତ ହୋଇଛି । ଯାହାର ପ୍ରଭାବରେ ବିଭିନ୍ନ ରେଲୱେ ଟ୍ରାକ୍ ଉପରେ ବର୍ଷା ଜଳ ପ୍ରବାହିତ ହେବା ଫଳରେ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଏଭଳି ପରିସ୍ଥିତିରେ ରେଳସେବା ବାଧାପ୍ରାପ୍ତ ହୋବା…

ଆଜିଠୁ ୧୪ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ସାରା ରାଜ୍ୟରେ ଆଗାମୀ ୧୪ ତାରିଖ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ କେନ୍ଦ୍ର (ଆଇଏମଡି) ପକ୍ଷରୁ ବୁଧବାର ଦିନ ପୂର୍ବାନୁମାନ କରାଯାଇଛି । ଗଣମାଧ୍ୟମକୁ ସୂଚନା ଦେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗର ଡ୍ୟୁଟି ଅଫିସର ଲକ୍ଷ୍ମୀକାନ୍ତ…

ଗଞ୍ଜାମରେ ସ୍ଥିତି ବେହାଲ, ସବୁ ସ୍କୁଲ ଛୁଟି ଘୋଷଣା କଲେ ଜିଲ୍ଲାପାଳ

ଗଞ୍ଜାମ: ଗଞ୍ଜାମରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ ବୁଧବାର ଦିନ ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି ସ୍ଥାନୀୟ ପ୍ରଶାସନ । ଏପରିକି ସବୁ ଅଙ୍ଗନବାଡି କେନ୍ଦ୍ର ଗୁଡିକ ମଧ୍ୟ ବନ୍ଦ ରହିବ ବୋଲି ସୂଚନା ମିଳିଛି । ମିଳିଥିବା ସୂଚନାନୁଯାୟୀ…

ରାଜ୍ୟରେ ଆଗାମୀ ୨୪ ଘଣ୍ଟା ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ଭିତରେ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ କେନ୍ଦ୍ର ଶନିବାର ପୂର୍ବାନୁମାନ କରିଛି । ଭାରତୀୟ ପାଣିପାଗ କେନ୍ଦ୍ରର ରିପୋର୍ଟ ଅନୁଯାୟୀ ଉତ୍ତର-ପାଶ୍ଚିମ ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ ଉପକୂଳରେ ଘୂର୍ଣ୍ଣିବଳୟ…

ଆଗାମୀ ୪୮ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ ଘଡଘଡି ସହ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସଦ୍ୟତମ ରିପୋର୍ଟ ଅନୁଯାୟୀ ଓଡିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସାଙ୍ଗକୁ ଝଡତୋଫାନର ଆଶଙ୍କା ରହିଛି ।…