Latest Odisha News
Browsing Tag

Hemant Soren

ନିଯୁକ୍ତି ଦୌଡରେ ଆଶାୟୀଙ୍କ ମୃତ୍ୟୁ ପାଇଁ କୋଭିଡ ଟିକା ଦାୟୀ: ହେମନ୍ତ ସୋରେନ

ରାଞ୍ଚି: ରାଜ୍ୟରେ ଅବକାରୀ କନଷ୍ଟେବଳ ନିଯୁକ୍ତି ଦୌଡରେ ଶାରୀରିକ ପରୀକ୍ଷା ଦେବା ବେଳେ ୧୨ଜଣ ପ୍ରାର୍ଥୀଙ୍କ ମୃତ୍ୟୁ ହୋଇଥିଲା। ସେମାନଙ୍କର ମୃତ୍ୟୁ ପାଇଁ ବିଜେପି ନେତୃତ୍ୱାଧୀନ କେନ୍ଦ୍ର ସରକାରଙ୍କ ପରିଚାଳିତ 'ତ୍ରୁଟିପୂର୍ଣ୍ଣ କୋଭିଡ-୧୯' ଟିକା ଦାୟୀ ବୋଲି କହିଛନ୍ତି ଝାଡଖଣ୍ଡର…

ଆସ୍ଥା ଭୋଟରେ ବିଜୟୀ ହେଲେ ହେମନ୍ତ ସୋରେନ

ରାଞ୍ଚି: ବିଧାନସଭାରେ ବହୁମତର ପ୍ରମାଣ ଦେଲ‌େ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ସୋମବାର ଦିନ ଝାଡ଼ଖଣ୍ଡ ବିଧାନସଭାରେ ହୋଇଥିବା ଆସ୍ଥା ଭୋଟରେ ବିଜୟୀ ହୋଇଛନ୍ତି ହେମନ୍ତ ସୋରେନ। ସୂଚନା ଅନୁଯାୟୀ, ୮୧ ଆସନ ବିଶିଷ୍ଟ ଝାଡ଼ଖଣ୍ଡ ବିଧାନସଭାରେ ହେମନ୍ତ ସୋରେନ ୪୫ ଜଣ ସଦସ୍ୟଙ୍କ ସମର୍ଥନ ସହ…

ଝାଡ଼ଖଣ୍ଡରେ ପୁଣି ହେମନ୍ତ ସରକାର, ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ

ରାଞ୍ଚି: ଅର୍ଥ ହେରଫେର ମାମଲାରେ ଜେଲରୁ ବାହାରିବାର କିଛି ଦିନ ପରେ ଜେଏମଏମର କାର୍ଯ୍ୟନିର୍ବାହୀ ମୁଖ୍ୟ ହେମନ୍ତ ସୋରେନ ଗୁରୁବାର ଦିନ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଭାବ‌େ ଶପଥ ଗ୍ରହଣ କରିଛନ୍ତି। ଝାଡଖଣ୍ଡର ରାଜ୍ୟପାଳ ସିପି ରାଧାକ୍ରିଷ୍ଣନ୍ ରାଜ ଭବନରେ ହେମନ୍ତ ସୋରେନଙ୍କୁ ମୁଖ୍ୟମନ୍ତ୍ରୀ…

ସୁପ୍ରିମକୋର୍ଟରୁ ନ୍ୟାୟ ଆଶା କଲେ ହେମନ୍ତ ସୋରେନ

ରାଞ୍ଚି: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦ୍ଵାରା ଗିରଫ ହେବା ପରେ ସର୍ବୋଚ୍ଚ ନ୍ୟାୟାଳୟ ମୁଁହା ହୋଇଛନ୍ତି ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ତାଙ୍କ ଆବେଦନ ପରେ ସୁପ୍ରିମକୋର୍ଟ ମଧ୍ୟ ଏହି ମାମଲାର ବିଚାର କରିବା ପାଇଁ ରାଜି ହୋଇଛନ୍ତି। ଶୁକ୍ରବାର ଏହାର ବିଚାର କରିବେ ପ୍ରଧାନ…

ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଗିରଫ, ଦୀର୍ଘ ସମୟ ଜେରା ପରେ ଇଡ଼ିର କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଗିରଫ। ଦୀର୍ଘ ସମୟ ଜେରା ପରେ ଗିରଫ କରିଛି ପ୍ରବର୍ତ୍ତନ ନିର୍ଦେଶାଳୟ ବା ଇଡ଼ି। ମିଳିଥିବା ସୂଚନା ଅନୁଯାୟୀ କଥିତ ଜମି ଦୁର୍ନିତୀରେ ହେମନ୍ତ ସୋରେନଙ୍କୁ ଗିରଫ କରିଛି ଇଡ଼ି। ପାଖାପାଖି ୭ ଘଣ୍ଟା ଜେରା ପରେ ହେମନ୍ତଙ୍କୁ ଗିରଫ କରିଛି…

ଝାଡଖଣ୍ଡରେ ଚାଲିବ ଓଡ଼ିଆଙ୍କ ଶାସନ!

ରାଞ୍ଚି: ହେମନ୍ତଙ୍କ ପରେ କିଏ? କିଏ ହେବ ଝାଡ଼ଖଣ୍ଡର ଆଗାମୀ ଶାସନକର୍ତ୍ତା? ଏହି ରେସରେ ସବୁଠୁ ଆଗରେ ଚର୍ଚ୍ଚା ଓଡ଼ିଆ ଝିଅ କଳ୍ପନା ସୋରେନଙ୍କ ନାଁ। କଳ୍ପନା ହେଉଛନ୍ତି ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ। ରାଜ୍ୟରେ ଚାଲିଥିବା ରାଜନୈତିକ ଅସ୍ଥିରତା ମଧ୍ୟରେ ଖୋଜା ଚାଳିଛି ସମ୍ଭାବ୍ୟ…

ଜିତିବେ ମୋଦି, ହେଲେ ଜିତିବନି ବିଜେପି ଓ ଏନଡିଏ: ସଞ୍ଜୟ ରାଉତ

ମୁମ୍ବାଇ: ମୋଦିଙ୍କୁ ଟାର୍ଗେଟ କଲେ ଶିବସେନା ରାଜ୍ୟସଭା ସାଂସଦ ସଞ୍ଜୟ ରାଉତ। କହିଲେ ମୋଦି ଗୋଟିଏ ନୁହେଁ ଦୁଇଟି ଆସନରୁ ଛିଡ଼ା ହେବେ, ଜିତିବେ ମଧ୍ଯ। କିନ୍ତୁ ଦଳ ଜିତିବ ନାହିଁ। ବିଜେପିକୁ ଟାର୍ଗେଟ କରି ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଟି ଆସନରୁ ପ୍ରତିଦ୍ୱନ୍ଦ୍ୱିତା…

୪୦ ଘଣ୍ଟା ପରେ ରାଞ୍ଚି ଫେରିଲେ ହେମନ୍ତ ସୋରେନ, କହିଲେ ବଜେଟ ପାଇଁ ବ୍ୟସ୍ତ ଅଛି

ରାଞ୍ଚି: ଦୀର୍ଘ ୪୦ ଘଣ୍ଟା ପରେ ରାଜଧାନୀକୁ ଫେରିଲେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍। ତାଙ୍କୁ ଖୋଜିବାରେ ବ୍ୟସ୍ତ ଥିବା କେନ୍ଦ୍ରୀୟ ସଂସ୍ଥା ଇଡିକୁ ଚକମା ଦେଇ ସେ ଫେରାର ହୋଇଯାଇଥିବା କୁହାଯାଉଥିବା ବେଳେ ଏବେ ରାଞ୍ଚି ଫେରିଛନ୍ତି ହେମନ୍ତ। ହଠାତ୍ ସେ ଦିଲ୍ଲୀରୁ ଗାୟବ ହୋଇଯାଇଥିଲେ…

ଓଡିଶା ଓ ଝାଡଖଣ୍ଡ ଉପରେ ନୀତିଶଙ୍କ ଆଖି !

ଭୁବନେଶ୍ୱର: ଦେଶରେ ବିରୋଧୀ ଦଳଗୁଡିକୁ ଏକାଠି କରିବାରେ ଲାଗି ପଡିଥିବା ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ନେଇ ଚର୍ଚ୍ଚା ଆହୁରି ବଢ଼ିବାରେ ଲାଗିଛି। ବିଜେପି ବିରୋଧୀ ଲଢ଼େଇକୁ ନିର୍ଣ୍ଣାୟକ ରୂପ ଦେବା ପାଇଁ ନିଜର ସମସ୍ତ ଶକ୍ତି ଖଟାଇ ଦେଇଛନ୍ତି ନୀତିଶ। ଏହି କ୍ରମରେ ନୀତିଶ…

କିସ୍‌ ବୁଲି ଦେଖିଲି, ଅନେକ କିଛି ଶିଖିଲି: ହେମନ୍ତ ସୋରେନ୍‌

ଭୁବନେଶ୍ୱର: କିସ୍‌ ବୁଲି ଦେଖିଲି ଓ ଅନେକ କିଛି ଶିଖିଲି ବୋଲି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ କହିଛନ୍ତି । ଶୁକ୍ରବାର କିସ୍‌ ପରିଦର୍ଶନରେ ଆସି କିସ୍‌ର ଛାତ୍ରଛାତ୍ରୀଙ୍କୁ ଉଦ୍‌ବୋଧନ ଦେଇ ଶ୍ରୀ ସୋରେନ୍‌ କହିଲେ, କିସ୍‌ ଏକ ସାଧାରଣ ପ୍ରୟାସ ନୁହେଁ । ଏଥିପାଇଁ ପ୍ରତିଷ୍ଠାତା…