ସୁସ୍ଥ ହେଲେ ଆଉ ୨୨୯ ସଂକ୍ରମିତ
ଭୁବନେଶ୍ୱର: ରାଜ୍ୟରେ ବଢ଼ୁଥିବା ସଂକ୍ରମିଣ ମଧ୍ୟରେ ଆସିଛି ଭଲ ଖବର । ଆଜି ପୁଣି ଆଉ ୨୨୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା କରୋନାରୁ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୫୯୪୩ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…