କଟକ କ୍ୟାନ୍ସର ହସ୍ପିଟାଲରେ ଆଉ ୬ କରୋନା ପଜିଟିଭ
କଟକ: କ୍ୟାନ୍ସର ହସ୍ପିଟାଲରୁ ପୁଣି ବାହାରିଲେ ପଜିଟିଭ । କଟକ ଆଚାର୍ଯ୍ୟ ହରିହର କ୍ୟାନ୍ସର ହସ୍ପିଟାଲରୁ ଆଉ ୬ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସିଡିଏମ୍ଓ ସୂଚନା ଦେଇଛନ୍ତି ।
୬ ଆକ୍ରାନ୍ତଙ୍କ ମଧ୍ୟରେ ୪ କ୍ୟାନ୍ସର ରୋଗୀ, ଜଣେ ଆଟେଣ୍ଡାଣ୍ଟ ଅଛନ୍ତି। ଅନ୍ୟ ଜଣେ ଆକ୍ରାନ୍ତ ଆହାର…