ସୁସ୍ଥ ହେଲେ ଆଉ ୯୭ ସଂକ୍ରମିତ
ଭୁବନେଶ୍ୱର: ରାଜ୍ୟରେ ଆଉ ୯୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଆରୋଗ୍ୟ ଲାଭ କରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩୧୪୪ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି ।
1 each from Dhenkanal & Sundargarh
The…