Latest Odisha News
Browsing Tag

H&FD department

ରାଜ୍ୟରେ ସୁସ୍ଥ ହେଲେ ଆଉ ୭୨ କରୋନା ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୭୨ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ମୋଟ୍ ସୁସ୍ଥ ସଂଖ୍ୟା ୨୩୫୪ ପହଂଚିଛି । 3 each from Khurda, Kandhamal & Sambalpur and 1 from Jharsuguda. The total recovered cases of #Odisha now stand at 2354.…

ସୁସ୍ଥ ହେଲେ ଆଉ ୧୪୦ କରୋନା ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ବଢ଼ୁଛି କରୋନା ସଂକ୍ରମିତଙ୍କ ସୁସ୍ଥ ହାର । ଆଜି ସକାଳୁ ଓଡ଼ିଶାରେ ୧୪୬ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ମଧ୍ୟାହ୍ଣରେ ରାଜ୍ୟରେ ଆଉ ୧୪୦ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ମୋଟ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨୧୩୩ରେ ପହଁଚିଛି । 3 each…

ଭୁବନେଶ୍ୱରର ଡମଣାରୁ ଜଣେ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଆଜି ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୩ ପଜିଟିଭଙ୍କ ମଧ୍ୟରୁ ଭୁବନେଶ୍ୱରର ଜଣେ ଅଛନ୍ତି। ଆକ୍ରାନ୍ତ ଜଣକ ଡମଣା ଅଞ୍ଚଳର ଜଣେ ୨୫ ବର୍ଷୀୟ ଯୁବକ । ଏ ନେଇବିଏମ୍‌ସି ଟ୍ୱିଟ କରି ସୂଚନା ଦେଇଛି ।ସେ ମୁମ୍ବାଇରୁ ଫେରିଥିଲେ। ମୁମ୍ବାଇରୁ ଫେରିବା ପରେ ହୋମ୍ କ୍ୱାରେଣ୍ଟିନରେ…

ଭଲ ଖବର: ସୁସ୍ଥ ହେଲେ ୯୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ସେହି ହାରରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । ଆଜି ରାଜ୍ୟରେ ୯୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୧୯୯୩ରେ ପହଂଚିଛି । 1 each from Koraput,…

ବିଲ୍ ଦେଇ ନପରିବାରୁ‌ ହସ୍ପିଟାଲ ବେଡ୍‌ରେ ବୃଦ୍ଧଙ୍କୁ ବାନ୍ଧି ଦେଲେ

ଭୋପାଲ: ହସ୍ପିଟାଲ ବେଡ୍‌ରେ ବନ୍ଧା ହୋଇଛନ୍ତି ବୃଦ୍ଧ । ବିଲ ଦେଇନପାରିବାରୁ ତାଙ୍କୁ ମିଳିଛି ଏପରି ଦଣ୍ଡ । ହସ୍ପିଟାଲ ଖଟରେ ତାଙ୍କୁ ବାନ୍ଧି ଦେଇଛନ୍ତି ସ୍ୱାସ୍ଥକର୍ମୀ । ମଧ୍ୟପ୍ରଦେଶର ଏକ ହସ୍ପିଟାଲରେ ଦେଖିବାକୁ ମିଳିଛି ଏଭଳି ଅମାନବିକତାର ଦୃଶ୍ୟ । ଏହି ପୁରା ଘଟଣାର ଏକ ଫଟୋ ସମ୍ନାକୁ…

ଗୋଟିଏ ଦିନରେ ସର୍ବାଧିକ ୧୭୮ କରୋନା ସଂକ୍ରମିତ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ସୁସ୍ଥ ହାର ମଧ୍ୟ ବଢ଼ୁଛି । ଆଜି ଗୋଟିଏ ଦିନରେ ସର୍ବାଧିକ ୧୭୮ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଟେଷ୍ଟ ପରେ ସେମାନଙ୍କ ରିପୋର୍ଟ ନେଗେଟିଭ ଆସିଛି । ଏହାପରେ ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି । ଏନେଇ…

ବିଦେଶ ଫେରନ୍ତା ଫୋନ୍ ନ ଉଠାଇଲେ ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି । ତେବେ ଏହା ସତ୍ତ୍ୱେ ମଧ୍ୟ ରାଜ୍ୟରେ କରୋନା ସଂଖ୍ୟା କମିବା ଅପେକ୍ଷା ବଢ଼ି ଚାଲିଛି । ଏହାରି ମଧ୍ୟରେ ଆଉ ଏକ ନୂଆ ଗାଇଡାଲାଇନ୍ ଜାରି କରିଛନ୍ତି ରାଜ୍ୟ ସରକାର । All foreign returnees should…

ସତ-ମିଛ ପରଖନ୍ତୁ, ଗୁଜବ ଠାରୁ ଦୂରେଇ ରୁହନ୍ତୁ: ବାଗଚୀ

ଭୁବନେଶ୍ୱର: କରୋନାର ଅସଲ ଯୁଦ୍ଧ ଏବେ ବାକି ଅଛି । ସମସ୍ତ ପ୍ରକାର ଗୁଜବ ଠାରୁ ଦୂରରେ ରହିବାକୁ ପରାମର୍ଶ ଦେଇଛନ୍ତି । ଭିନ୍ନ ପର‌୍ୟ୍ୟାୟକୁ ଆଖିରେ ରଖି ପ୍ରଶାସନିକ ଅଦଳବଦଳ କରାଯାଇଛି । ଏ ସଂପର୍କରେ ଚାଲିଥିବା ଖବରକୁ ସହଜରେ ବିଶ୍ୱାସ କରନ୍ତୁ ନାହିଁ । ସତ-ମିଛ ପରଖନ୍ତୁ ବୋଲି ରାଜ୍ୟ…

ଓଡ଼ିଶା ପାଇଁ ଜୁନ୍ ମାସ ନିର୍ଣ୍ଣାୟକ: ବାଗଚୀ

ଭୁବନେଶ୍ୱର: ଓଡ଼ିଶା ପାଇଁ ଜୁନ୍ ମାସ ବେଶ ଗୁରୁତ୍ୱପୂର୍ଣ୍ଣ । ଏହି ମାସ ନିର୍ଣ୍ଣାୟକ ମାସ ହେବ । ପ୍ରବାସୀଙ୍କ ପ୍ରଭାବ ଓଡ଼ିଶା ଉପରେ ପଡ଼ିଛି କି ନାହିଁ ୧୫ ଦିନରେ ଜଣାପଡ଼ିବ । ଆଗକୁ ମୌସୁମୀ ମଧ୍ୟ ଆସୁଛି ।  ଦୀର୍ଘ ଦିନର ବିରତି ପରେ କରୋନା ସମ୍ପର୍କିତ ଏଭଳି ଅପ୍‌ଡେଟ୍ ଦେଇଛନ୍ତି ରାଜ୍ୟ…

ସକାଳେ ୧୭୩ ପଜିଟିଭ, ମଧ୍ୟାହ୍ଣରେ ୧୧୨ ସୁସ୍ଥ

ଭୁବନେଶ୍ୱର: ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିଲେ ମଧ୍ୟ ବହୁ ସଂଖ୍ୟାରେ ଆକ୍ରାନ୍ତ ସୁସ୍ଥ ହେଉଛନ୍ତି । ଶନିବାର ରାଜ୍ୟରେ ଆଉ ୧୧୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । 2 from Nayagarh and 1 from Mayurbhanj The total recovered cases of…