Latest Odisha News

BREAKING NEWS

Browsing Tag

H&FD department

ଭଲ ଖବର: ସୁସ୍ଥ ହେଲେ ଆଉ ୬୫ କରୋନା ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ବଢ଼ୁଛି କରୋନା ଜନିତ ସୁସ୍ଥ ହାର । ଆଜି ପୁଣି ଆଉ ୬୫ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ସେମାନଙ୍କ ରିପୋର୍ଟ ନେଗେଟିଭ ଆସିବା ପରେ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି । The total…

୨୪ ଘଣ୍ଟାରେ ଭୁବନେଶ୍ୱରରେ ୪ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରେ ୨୪ ଘଂଟାରେ ୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସମ୍ପୃକ୍ତ ୪ ଜଣଙ୍କ ମଧ୍ୟରେ ଏମ୍‌ସ ହସ୍ପିଟାଲର ଜଣେ କର୍ମଚାରୀ ଥିବା ଜଣାପଡିଛି । There are 3 local contact cases. 1 case belong to Aiginia, Patrapada area. 1 case is an…

ଡିସଚାର୍ଜ ହେଲେ ଆଉ ୯୧ ସଂକ୍ରମିତ, ରାଜ୍ୟରେ ୧୪ଶହ ଡେଇଁଲା ସୁସ୍ଥ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ସଂକ୍ରମିତଙ୍କ ତୁଳନାରେ ବଢ଼ୁଛି କରୋନା ଜନିତ ସୁସ୍ଥ ହାର । ଆଜି ସକାଳେ ୧୪୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ମଧ୍ୟାହ୍ଣରେ ଆଉ ୯୧ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେମାନଙ୍କ ରିପୋର୍ଟ ନେଗେଟିଭ ଆସିବା ପରେ ସେମାନଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି ।…

ସୁସ୍ଥ ହେଲେ ଆଉ ୮୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ସୁସ୍ଥ ହେଲେ ଆଉ ୮୦ କରୋନା ଆକ୍ରାନ୍ତ । ଆଜି ସକାଳେ ସର୍ବାଧିକ ୧୪୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଏବେ ୮୦ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି । 1 each from Bolangir,…

କରୋନା ଅପଡେଟ୍‌: ସୁସ୍ଥ ହେଲେ ଆଉ ୭୬ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ଆଜି ସକାଳେ ସର୍ବାଧିକ ୧୨୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହା ସମସ୍ତଙ୍କ ଚିନ୍ତା ବଢ଼ାଇ ଦେଇଛି । ତେବେ ଏହାରି ଭିତରେ ମଧ୍ୟାହ୍ନରେ ଆସିଛି ଏକ ଆଶ୍ୱସ୍ତିକର ଖବର । ରାଜ୍ୟରେ ଆଉ ୭୬ କରୋନା ଆକ୍ରାନ୍ତ ସୁସ୍ତ ହୋଇଛନ୍ତି । ଏହି ୭୬ ଜଣଙ୍କ ଟେଷ୍ଟ ରିପୋର୍ଟ…

ଭଲ ଖବର, ସୁସ୍ଥ ହେଲେ ୭୩ କରୋନା ସଂକ୍ରମିତ

ଭୁବନେଶ୍ୱର:ରାଜ୍ୟରେ ସଂକ୍ରମିତଙ୍କ ତୁଳନାରେ ବଢ଼ି ଚାଲିଛି ସୁସ୍ଥ ସଂଖ୍ୟା । ଆଜି ଆଉ ୭୩ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ଆରୋଗ୍ୟ ଲାଭ କରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୦ରେ ପହଞ୍ଚିଛି । ରାଜ୍ୟ ସ୍ୱାସ୍ଥ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ସୂଚନା ଦେଇଛି ।…

କରୋନା ଅପଡେଟ: ସକାଳେ ୬୭ ପଜିଟିଭ, ଅପରାହ୍ଣରେ ୭୫ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ତୁଳନାରେ ବଢ଼ୁଛି ସୁସ୍ଥ ହାର । ଆଜି ଗୋଟିଏ ଦିନରେ ସକାଳେ ୬୭ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅପରାହ୍ଣରେ ୭୫ ଜଣ ସୁସ୍ଥ ହୋଇଛନ୍ତି । ଏହି ୭୫ କରୋନା ଆକ୍ରାନ୍ତ ରିପୋର୍ଟ ନେଗେଟିଭ ଆସିବା ପରେ ସେମାନଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି ।…

ଆଶ୍ୱସ୍ତି, ସୁସ୍ଥ ହେଲେ ଆଉ ୧୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବଢ଼ିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଏହାରି ଭିତରେ ଆସିଛି ଏକ ଖୁସି ଖବର । ରାଜ୍ୟରେ ସୁସ୍ଥ ହେଲେ ଆଉ ୧୫ କରୋନା ଆକ୍ରାନ୍ତ । ସୁସ୍ଥ ହୋଇଥିବା ସମସ୍ତ ଆକ୍ରାନ୍ତ ଯାଜପୁର ଜିଲ୍ଲାର । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।…

କରୋନାକୁ ହରାଇଲେ ଯାଜପୁରର ୮୫ ବର୍ଷର ବୃଦ୍ଧା

ଭୁବନେଶ୍ୱର : ରାଜ୍ୟର ସବୁଠୁ ବୟସ୍କ କୋଭିଡ୍ ଆକ୍ରାନ୍ତ ସୁସ୍ଥ ହେଲେ । ସମ୍ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଯାଜପୁରର ୮୫ ବର୍ଷୀୟ ବୃଦ୍ଧା ସୁସ୍ଥ ହେବା ପରେ ଡିସ୍‌ଚାର୍ଜ ହୋଇଛନ୍ତି । ବୃଦ୍ଧାଙ୍କର ଓଜନ ଥିଲା ମାତ୍ର ୨୨ କିଲୋଗ୍ରାମ । ତାଙ୍କୁ ନେଇ ଡାକ୍ତରଙ୍କର ଅନେକ ଆଶଙ୍କା…

ମିଶନ ଶକ୍ତିର ପ୍ରତ୍ୟେକ ମାଆ କରୋନା ଯୋଦ୍ଧା: ସୁଜାତା କାର୍ତ୍ତିକେୟନ

ଭୁବନେଶ୍ୱର: ମିଶନ ଶକ୍ତିର ପ୍ରତ୍ୟେକ ମାଆ ଜଣେ ଜଣେ କରୋନା ଯୋଦ୍ଧା । ରାଜ୍ୟର ଗ୍ରାମାଂଚଳରେ ନିଜ ଜୀବନକୁ ସେମାନେ ବାଜି ଲଗାଇ କରୋନା ସହ ଲଢ଼ୁଛନ୍ତି । ସେମାନଙ୍କ ସାହସ ଓ ଶୃଙ୍ଖଳା ଯୋଗୁଁ ହିଁ ସାମାଜିକ ସଂକ୍ରମଣ ହୋଇନାହିଁ । ମା’ ଓ ଭଉଣୀମାନେ ଏଇ ସାହସ, ତ୍ୟାଗ ଓ ନିର୍ଭିକତାର ସହ ଆଉ…