Latest Odisha News

BREAKING NEWS

Browsing Tag

H&FD department

ରାଜ୍ୟରେ ୨ ହଜାର ତଳକୁ ଖସିଲା କରୋନା ଗ୍ରାଫ

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା । ଧୀରେ ଧୀରେ ତଳମୁହାଁ ହେଉଛି ମାରାତ୍ମକ ଭାଇରସ । ଆଜି ଦୀର୍ଘ ଦିନ ପରେ ରାଜ୍ୟରେ ୨ ହଜାର ତଳକୁ ଖସିଛି କରୋନା ସଂକ୍ରମଣ । ଗତ ୨୪ ଘଂଟାରେ ଓଡ଼ିଶାରେ ୧୯୮୨ ନୂଆ କରୋନା ମାମଲା ସାମ୍ନାକୁ ଆସିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୫୬ଜଣ…

ରାଜ୍ୟରେ ଆଉ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ଆଜି ରାଜ୍ୟରେ ଗତ ୨୪ ଘଂଟାରେ ଆଖିବୁଜିଲେ ଆଉ ୧୪ କରୋନା ରୋଗୀ । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୧୩୫ରେ ପହଂଚିଛି । ୧୪ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, କଟକ ଜିଲ୍ଲାରୁ ୨ ଜଣ, ଜଗତସିଂହପୁର ଜିଲ୍ଲାରୁ ୨, ମୟୂରଭଞ୍ଜ, ପୁରୀ,…

କମୁଛି କରୋନା ଟ୍ରେଣ୍ଡ, ଆଜି ୨୦୧୯ ପଜିଟିଭ

ଭୁବନେଶ୍ୱର: ଧୀରେ ଧୀରେ କମୁଛି କରୋନା ଟ୍ରେଣ୍ଡ । ରାଜ୍ୟରେ ଖସୁଛି କରୋନା ଗ୍ରାଫ । ଗତ ୨୪ ଘଂଟାରେ ଓଡ଼ିଶାରେ ୨୦୧୯ କରୋନା ପଜିଟିଭ ଚିହ୍ନଟ ହୋଇଛି । ଚିହ୍ନଟ ନୂଆ ୨,୦୧୯ ଆକ୍ରାନ୍ତଙ୍କ ମଧ୍ୟରୁ ୧,୧୬୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ । ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୮୫୧ ରହିଛି।…

ଆଖି ବୁଜିଲେ ଆଉ ୧୭ କରୋନା ରୋଗୀ

ଭୁବନେଶ୍ୱର: କରୋନା ନେଉଛି ଜୀବନ । ରାଜ୍ୟରେ ଦିନକୁ ଦିନ ଗଡୁଛି ମୁଣ୍ଡ । ଗତ ୨୪ ଘଂଟାରେ ରାଜ୍ୟରେ ଆଉ ୧୭ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୮୯କୁ ବୃଦ୍ଧି ପାଇଛି । ୧୭ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, କଟକ,…

ପୁଣି ଦ୍ୱିତୀୟ ସ୍ଥାନକୁ ଫେରିଲା କଟକ, ରାଜ୍ୟରେ ୨୪୭୦ ନୂଆ ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନାର କୋପ । ତଳମୁହାଁ ହେଉଛି କରୋନା ଗ୍ରାଫ । ଗତ ୨୪ ଘଂଟାରେ ରାଜ୍ୟରେ ୨୪୭୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୪୬୨ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୦୦୮ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା…

କରୋନା ନେଲା ଆଉ ୧୫ ଜୀବନ, କଟକରୁ ସର୍ବାଧିକ ୩ ମୃତ

ଭୁବନେଶ୍ୱର: ରାଜ୍ୟରେ ବୁଧବାର କରୋନା ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୦୭୨କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି। ଆଜି କରୋନାରେ ୧୫ ଜଣ ମୃତକଙ୍କ ମଧ୍ୟରୁ କଟର ଜିଲାରୁ ସର୍ବାଧିକ ୩…

ଖସୁଛି କରୋନା ଗ୍ରାଫ, ୨୪ ଘଣ୍ଟାରେ ୨,୬୦୪ ନୂଆ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ତଳମୁହାଁ କରୋନା ମିଟର । ଗତ ୨୪ ଘଂଟାରେ ରାଜ୍ୟରେ ୨୬୦୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୧୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୦୯୩ ହେଉଛି ଲୋକାଲ୍ କେସ୍‌। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ଟ୍ୱିଟ୍ କରି ଜଣାଇଛି ।…

ରାଜ୍ୟରେ କମୁଛି କରୋନା ଗ୍ରାଫ, ଆଜି ୨୨୭୫ ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ଖୁସୁଛି କରୋନା ମିଟର । ତଳମୁହାଁ ହୋଇଛି କରୋନା ଗ୍ରାଫ । ଲଗାତର ୪ ଦିନ ଧରି ରାଜ୍ୟରେ ୩ ହଜାରରୁ ତଳେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଂଟାରେ ରାଜ୍ୟରେ ୨୨୭୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୧୮ ଜଣ…

ଥମୁନି କରୋନା ମୃତ୍ୟୁ: ରାଜ୍ୟରେ ଆଖି ବୁଜିଲେ ଆଉ ୧୮

ଭୁବନେଶ୍ୱର: ରାଜ୍ୟରେ ଥମୁନି କରୋନା ଜନିତ ମୃତ୍ୟୁ । ଜଣଙ୍କ ପରେ ଜଣଙ୍କ ମୁଣ୍ଡ ନେଉଛି ମାରାତ୍ମକ ଭାଇରସ । ଗତ ୨୪ ଘଂଟାରେ କରୋନାରେ ରାଜ୍ୟରେ ପୁଣି ଆଉ ୧୮ ଜଣଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୦୪୦ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ…

କଟକ ପରେ ଅନୁଗୁଳରେ ବଢ଼ୁଛି ସଂକ୍ରମଣ, ଆଜି ରାଜ୍ୟରେ ୨୪୨୩ ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କମୁଛି କରୋନା ଟ୍ରେଣ୍ଡ । ଲଗାତର ତିନି ଦିନ ହେଲା ୩ ହଜାର ତଳେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୨୪୨୩ ନୂଆ କରୋନା ମାମଲା ସାମ୍ନାକୁ ଆସିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୧୭ଜଣ କ୍ବାରେଣ୍ଟାଇନ୍‌ରେ…