Latest Odisha News

BREAKING NEWS

Browsing Tag

H&FD department

କମୁଛି କରୋନା ସଂକ୍ରମଣ, ତୃତୀୟ ଦିନ ପାଇଁ ୪ ହଜାର ତଳେ ପଜିଟିଭ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କମୁଛି କରୋନା ସଂକ୍ରମଣ ସଂଖ୍ୟା । କରୋନାକୁ ଲାଗିଛି ବ୍ରେକ୍ । ଆଜି ତୃତୀୟ ଦିନ ପାଇଁ ଓଡ଼ିଶାରେ ୪ ହଜାର ତଳେ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହା ରାଜ୍ୟ ପାଇଁ ଆଣିଛି ସାମାନ୍ୟ ଆଶ୍ୱସ୍ତିକର ଖବର । ଗତ ୨୪ ଘଂଟାରେ ୩୦ ଜିଲ୍ଲାରୁ ୩୦୬୭ ନୂଆ କରୋନା ଆକ୍ରାନ୍ତ…

ଖୋର୍ଦ୍ଧାରେ କମୁନି କରୋନା ମୃତ୍ୟୁ, ପ୍ରାଣ ହରାଇଲେ ଆଉ ୩, ଆଜି ରାଜ୍ୟରେ ଗଲା ୧୪ ଜୀବନ

ଭୁବନେଶ୍ୱର: ରାଜ୍ୟରେ କମୁନି କରୋନାର ତାଣ୍ଡବ । ଦିନକୁ ଦିନ ବିଗିଡିବାରେ ଲାଗିଛି ସ୍ଥିତି । ପ୍ରତିଦିନ ୧୦ରୁ ଅଧିକ ବ୍ୟକ୍ତିଙ୍କ ମୁଣ୍ଡ ନେଉଛି କିଲର ଭାଇରସ କରୋନା । ଆଜି ପୁଣି ରାଜ୍ୟରୁ ଗତ ୨୪ ଘଂଟା ମଧ୍ୟରେ ୧୪ ଜଣଙ୍କ ଜୀବନ ଯାଇଛି । ଖୋର୍ଦ୍ଧାରୁ କରୋନାକୁ ବ୍ରେକ୍ ଲାଗୁନି । ଏଠି…

ଆଜି ୪ ହଜାର ତଳକୁ ଖସିଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ୱର: ଲଗାତର ୧୦ ରୁ ୧୨ ଦିନ ଧରି ୪ ହଜାର ଉପରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରହିବା ବେଳେ ଆଜି ମିଳିଛି ସାମାନ୍ୟ ଆଶ୍ୱସ୍ତି। ରାଜ୍ୟର ୩୦ ଜିଲ୍ଳାରୁ ଆଜି ୩୯୨୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରୁ ୨୩୦୯ ସଙ୍ଗରୋଧ କେନ୍ଦ୍ରରୁ ଓ ୧୬୧୩ ସ୍ଥାନୀୟ ଅଞ୍ଚଳରୁ…

ଆଜି କରୋନା ନେଲା ଆଉ ୧୬ ଜୀବନ

ପୁରୀ: ରାଜ୍ୟରେ ବିଗୁଡୁଛି କରୋନା ସ୍ଥିତି । ପ୍ରତିଦିନ ଗଡୁଛି ମୁଣ୍ଡ । ଆଜି ପୁଣି ରାଜ୍ୟରେ ସର୍ବାଧିକ ୧୬ ଜଣଙ୍କ ଜୀବନ ନେଇଛି କିଲର ଭାଇରସ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୮୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…

ଆଜି ସର୍ବାଧିକ ସଂକ୍ରମିତ, ସର୍ବାଧିକ ମୃତ୍ୟୁ

ଭୁବନେଶ୍ୱର: ଆଜି ରାଜ୍ୟରେ ସର୍ବାଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିସହ ଗତ ୬ ମାସ ମଧ୍ୟରେ ଆଜି ରାଜ୍ୟରେ ସର୍ବାଧିକ ୧୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଲଗାତାର ୯ମ ଦିନରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪ ହଜାର ଟପିଛି । ଗତ ୨୪ ଘଂଟାରେ ରାଜ୍ୟରେ ୪,୩୪୦ ନୂଆ ମାମଲା…

୨୪ ଘଣ୍ଟାରେ ରାଜ୍ୟରେ କରୋନା ନେଲା ସର୍ବାଧିକ ୧୫ ଜଣଙ୍କ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୫ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୩୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…

୩୦ ଜିଲ୍ଲାରୁ ଆଜି ପୁଣି ୪୨୩୭ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରେ ବଢ଼ି ଚାଲିଛି କରୋନା ମହାମାରୀ । ଗତ ୨୪ ଘଂଟା ମଧ୍ୟରେ ଆଜି ପୁଣି ରେକର୍ଡ ସଂଖ୍ୟକ ନୂଆ ୪୨୩୭ଟି କରୋନା ମାମଲା ଚିହ୍ନଟ ହୋଇଛି । ଏଥିରେ ୧୭୫୨ଟି ସ୍ଥାନୀୟ ସଂକ୍ରମଣ ଥିବାବେଳେ ୨୪୮୫ଟି କ୍ୱାରାଣ୍ଟାଇନ କେନ୍ଦ୍ରରୁ ଚିହ୍ନଟ ହୋଇଛି । ଚିହ୍ନଟ ହୋଇଥିବା ମାମଲା ମଧ୍ୟରୁ…

ଦେଶରେ ୫୬ ଲକ୍ଷ ଡେଇଁଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ କରୋନାକୁ ଲାଗୁନି ଲଗାମ । ପୁଣି ଗତ ୨୪ ଘଂଟା ଭିତରେ ୮୩,୩୪୭ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୬ ଲକ୍ଷ ୪୬ ହଜାର ୦୧୦ରେ ପହଂଚିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି । ଏହା ସହ…

ମୃତକଙ୍କ ହେବନି କରୋନା ପରୀକ୍ଷା

ଭୁବନେଶ୍ୱର: ମୃତ ବ୍ୟକ୍ତିଙ୍କ ହେବନି କୋଭିଡ ଟେଷ୍ଟ । ମୃତକଙ୍କ କରୋନା ପରୀକ୍ଷା ନକରିବା ଲାଗି ସବୁ ହସ୍ପିଟାଲକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର । ଏହାଦ୍ୱାରା ଅଯଥାରେ ମୃତଦେହ ହସ୍ତାନ୍ତରରେ ବିଳମ୍ବ ହେବା ସହ ମୃତକଙ୍କ ପରିବାରବର୍ଗ ଶୋଷଣରୁ ମୁକ୍ତ ହୋଇପାରିବେ । ଏଥିସହ ଯେଉଁ ସରକାରୀ…

ରାଜ୍ୟରେ ପୁଣି ୨୪ ଘଂଟାରେ ୪,୧୮୯ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା ମିଟର ଉପରମୁହାଁ । ଦିନକୁ ଦିନ ଦ୍ରୁତ ଗତିରେ ବୃଦ୍ଧି ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଂଟା ଭିତରେ ରାଜ୍ୟରେ ୪ ହଜାର ୧୮୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୨ ହଜାର ୪୫୩ ଜଣ ସଂଗରୋଧରୁ ଚିହ୍ନଟ ହୋଇଥିବା ବେଳେ ୧୭ ଶହ…