Latest Odisha News

BREAKING NEWS

Browsing Tag

H&FD department

ରେକର୍ଡ, ଦିନକରେ ସୁସ୍ଥ ହେଲେ ୧୨୫୫ କରୋନା ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ କରୋନା ସୁସ୍ଥ ହାର ଧୀରେ ଧୀରେ ବଢ଼ିବାରେ ଲାଗିଛି । ଓଡ଼ିଶାରେ ଦିନକରେ ରେକର୍ଡ ସଂଖ୍ୟାକ କରୋନା ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆଜି ସାରା ରାଜ୍ୟରୁ ୧୨୫୫ ରୋଗୀ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି । ଏହାକୁ ମିଶାଇ ମୋଟ କରୋନାରୁ ଆରୋଗ୍ୟ ସଂଖ୍ୟା…

୪ଟି ଜିଲ୍ଲା ଓ ରାଉରକେଲା ମ୍ୟୁନିସପାଲଟିରେ ସାପ୍ତାହିକ ସଟ୍‌ଡାଉନ୍

ଭୁବନେଶ୍ୱର: ରାଜ୍ୟର ୪ଟି ଜିଲ୍ଲା ଓ ଗୋଟିଏ ମ୍ୟୁନିସପାଲଟିରେ ଜାରି ହୋଇଛି ସାପ୍ତାହିକ ସଟଡାଉନ୍ । ଖୋର୍ଦ୍ଧା, ଗଂଜାମ, ଗଜପତି, କଟକ ଓ ରାଉରକେଲା ମ୍ୟୁନିସପାଲଟିରେ ମାସର ପ୍ରତି ଶନିବାର ଓ ରବିବାର ସଟଡାଉନ୍ ରହିବ । ଏନେଇ ଆଜି ସରକାର ଗାଇଡାଲଇନ୍ ଜାରି କରିଛନ୍ତି। ଏହି ୪ଟି ଜିଲ୍ଲାରେ…

ଭୁବନେଶ୍ୱରରେ ବାହାରିଲେ ଆଉ ୧୦୫ ପଜିଟିଭ, ସୁସ୍ଥ ହେଲେ ୧୨୩

ଭୁବନେଶ୍ୱର: ଦିନକୁ ଦିନ ସଂକ୍ରମିତ ହୋଇ ଚାଲିଛି ରାଜଧାନୀ ଭୁବନେଶ୍ୱର । ଆଜି ପୁଣି ଭୁବନେଶ୍ୱରରୁ ଆଉ ୧୦୫ ପଜିଟିଭ ବାହାରିଛନ୍ତି । କ୍ୱାରେଂଟାଇନ୍‌ରୁ ୫୯ ଏବଂ ୪୬ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିସହ ୧୨୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ବିଏମ୍‌ସି ଟ୍ୱିଟ୍ କରି…

ଭୁବନେଶ୍ୱରରୁ ୧୩୭ ନୂଆ ଆକ୍ରାନ୍ତ ଚିହ୍ନଟ, ମୋଟ ସଂଖ୍ୟା ଛୁଇଁଲା ୨୫୦୨

ଭୁବନେଶ୍ୱର: ଦିନକୁ ଦିନ ରାଜଧାନୀ ଭୁବନେଶ୍ୱରରେ ବିପଦ ବଢ଼ିବାରେ ଲାଗିଛି । ପ୍ରତିଦି ଶହେରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଆଜି ପୁଣି ଭୁବନେଶ୍ୱରରୁ ୧୩୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୯୮ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୩୯ଜଣ…

ଖୁସି ଖବର, ୨୨ ଜିଲ୍ଳାରୁ ସୁସ୍ଥ ହେଲେ ଆଉ ୬୮୭ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ତୁଳନାରେ ଢ଼େର ଅଧିକା ରହିଛି ସୁସ୍ଥ ହାର । ଆଜି ରାଜ୍ୟରେ ପୁଣି ଆଉ ୬୮୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି । ଆଜି ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ…

ଭୁବନେଶ୍ୱରରୁ ପୁଣି ୧୫୯ ସଂକ୍ରମିତ ଚିହ୍ନଟ, ୧୦୨ ସୁସ୍ଥ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଦିନକୁ ଦିନ କରୋନା ତାର କାୟା ବିସ୍ତାର କରିବାରେ ଲାଗିଛି । ଆଜି ପୁଣି ୧୫୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଂଟାଇନ୍ ସେଂଟରରୁ ୧୧୮ ଜଣ ଥିବା ବେଳେ ୪୧ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି । ଏନେଇ ବିଏମ୍‌ସି ଟ୍ୱିଟ୍ କରି ସୂଚନା ଦେଇଛି ।…

ଭୁୁବନେଶ୍ୱରରେ ୨୪ ଘଂଟାରେ ସେଞ୍ଚୁରି ପାର୍ କଲା କରୋନା କେସ୍

ଭୁବନେଶ୍ୱର: ଆଜି ଗୋଟିଏ ଦିନରେ ଭୁବନେଶ୍ୱରରେ ସେଂଚୁରି ପାର୍ କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଂଟାରେ ସର୍ବାଧିକ ୧୨୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କ୍ୱାରେଂଟାଇନ୍ ସେଂଟରୁ ୯୩ ଜଣ ଥିବାବେଳେ ୩୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଆଉ ୮୧ ଆକ୍ରାନ୍ତ ସୁସ୍ଥ…

ସୁସ୍ଥ ହେଲେ ଆଉ ୪୪୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆକ୍ରାନ୍ତ ତୁଳନାରେ ବଢ଼ୁଛି ସୁସ୍ଥ ହାର । ଆଜି ପୁଣି ରାଜ୍ୟରୁ ଆଉ ୪୪୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୧୩,୭୪୯କୁ ବୃଦ୍ଧି ପାଇଛି । ତେବେ ଆଜି ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ…

ଆଜି ରାଜଧାନୀରେ ୯୧ ନୂଆ ଆକ୍ରାନ୍ତ, ୯୯ ସୁସ୍ଥ

ଭୁବନେଶ୍ୱର: ଆଜି ରାଜ୍ୟରେ ସର୍ବାଧିକ ୧୦୭୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୋମନଙ୍କ ମଧ୍ୟରୁ କେବଳ ଭୁବନେଶ୍ୱରର ୯୧ ଜଣ ଥିବା ଜଣାପଡିଛି । ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୭୨ ଓ ସ୍ଥାନୀୟ ଅଞ୍ଚଳରୁ ୧୯ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଭୁବନେଶ୍ୱରରେ ୯୯ଜଣ କରୋନା…

ସୁସ୍ଥ ହେଲେ ଆଉ ୪୦୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ତୁଳନାରେ ବଢ଼ୁଛି ସୁସ୍ଥ ହାର । ଆଜି ପୁଣି ଆଉ ୪୦୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାକୁ ମିଶାଇ ମୋଟ ଆରୋଗ୍ୟଲାଭ କରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୦୯ରେ ପହଁଚିଛି । 5 from Jagatsinghpur 5 from Sonepur 4 each…