ହାଇଟେକ୍ ହସ୍ପିଟାଲରେ ଅଗ୍ନିକାଣ୍ଡ
ଭୁବନେଶ୍ୱର: ମଙ୍ଗଳବାର ସଂଧ୍ୟା ସମୟରେ ହାଇଟେକ୍ ହସ୍ପିଟାଲ ଓ ମେଡିକାଲ କଲେଜରେ ଅଗ୍ନିକାଣ୍ଡ ଘଟିଛି । ଅଗ୍ନି କାଣ୍ଡର ପ୍ରକୃତ କାରଣ ଜଣାପଡ଼ିନଥିବା ବେଳେ ସଟ ସର୍କିଟରୁ ନିଆଁ ଲାଗିଥିବା ପ୍ରାଥମିକ ତଦନ୍ତରୁ ସନ୍ଦେହ କରାଯାଉଛି ।
ନିଆଁ ଲାଗିବାର କିଛି କ୍ଷଣ ମଧ୍ୟରେ ଅବଶ୍ୟ ଆୟତ୍ତ…