Latest Odisha News

BREAKING NEWS

Browsing Tag

High Court

ହାଇକୋର୍ଟଙ୍କ ଗୁରୁତ୍ୱପୁର୍ଣ ରାୟ: ଚାର୍ଟାଡ ଆକାଉଣ୍ଟ ଡିଗ୍ରୀ ବାଣିଜ୍ୟ ସ୍ନାତକୋତ୍ତର ସହ ସମାନ

କଟକ: ହାଇକୋର୍ଟ ଏକ ଗୁରୁତ୍ୱପୁର୍ଣ ରାୟ ଶୁଣାଇ କହିଛନ୍ତି, ଚାର୍ଟାଡ ଆକାଉଣ୍ଟ (ସିଏ) ଡିଗ୍ରୀ ବାଣିଜ୍ୟ ସ୍ନାତ୍ତୋକୋତ୍ତର ଡିଗ୍ରୀ ସହ ସମାନ ବୋଲି ଗ୍ରହଣ କରାଯିବ । ପର୍ବରୁ ୟୁଜିସି ଏହାକୁ ଗ୍ରହଣ କରୁ ନ ଥିଲା । ୨୦୨୧ ଏପ୍ରିଲ ୧୫ରେ ୟୁଜିସି ବିଜ୍ଞପ୍ତି ଅନୁସାର ସିଏ/ସିଏସ/ଆଇସିିିଡବ୍ଲୁ…

ହାଇକୋର୍ଟଙ୍କ ଛାଟ ପରେ ଯୁବ ବିଧାୟକ ବିଜୟଙ୍କ ବିରୋଧରେ ମାମଲା ରୁଜୁ

ଜଗତସିଂହପୁର: ଯୁବ ବିଜେଡି ବିଧାୟକଙ୍କ ବିରୋଧରେ ରୁଜୁ ହେଲା ମାମଲା । ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କରଙ୍କ ବିରୋଧରେ ପୋଲିସ ମାମଲା ରୁଜୁ କରିଛି । ବିଜୟଙ୍କ ପ୍ରେମିକା ସୋମାଲିକା ଦାଶଙ୍କ ସାନି ଏତଲା କ୍ରମେ ପୋଲିସ ମାମଲା ରୁଜୁ କରି ଆରମ୍ଭ କରିଛି ତଦନ୍ତ । ପୂର୍ବରୁ ସୋମାଲିକା…

ସମ୍ ହସ୍ପିଟାଲ୍ ଦ୍ୱିତୀୟ କ୍ୟାମ୍ପସ୍ ନିର୍ମାଣ ଘଟଣା; ଏନ୍‌ଜିଟିଙ୍କ ରହିତାଦେଶ ଉପରେ ହାଇକୋର୍ଟଙ୍କ ରୋକ

ଭୁବନେଶ୍ୱର: ଭୁବନେଶ୍ୱର ଉପକଣ୍ଠ ଫୁଲନଖରାଠାରେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର କ୍ୟାମ୍ପସ-୨ ନିର୍ମାଣ ପ୍ରସଙ୍ଗରେ ଜାତୀୟ ଗ୍ରୀନ୍ ଟ୍ରିବ୍ୟୁନାଲ୍ (ଏନ୍‌ଜିଟି) ଡିସେମ୍ବର ୧୨, ୨୦୨୨ରେ ପ୍ରଦାନ କରିଥିବା ନିର୍ଦ୍ଦେଶ ଉପରେ ପରବର୍ତୀ ଶୁଣାଣି ପର୍ଯ୍ୟନ୍ତ…

ମଡେଲ୍ ସୌମ୍ୟ ରଞ୍ଜନ ମୃତ୍ୟୁ ମାମଲା, କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ମଡେଲ୍ ସୌମ୍ୟ ରଞ୍ଜନ ପାଣିଗ୍ରାହୀ ସନ୍ଦେହଜନକ ମୃତ୍ୟୁର ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ସୌମ୍ୟଙ୍କ ମୃତ୍ୟରୁ କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହ ୩ ମାସ ମଧ୍ୟରେ ତଦନ୍ତ ରିପୋର୍ଟ ଦେବାକୁ କହିଛନ୍ତି ହାଇକୋର୍ଟ । ୨୦୨୦ ଜାନୁଆରୀ ୩୦ ତାରିଖରେ ନନ୍ଦନ…

ଆରମ୍ଭ ହେଲା ହାଇକୋର୍ଟଙ୍କ ଶୀତ ଅବକାଶ, ଜାନୁଆରୀ ୨ରେ ଖୋଲିବ

କଟକ :ଆଜିଠୁ ଆରମ୍ଭ ହେଲା ହାଇକୋର୍ଟଙ୍କ ଶୀତ ଅବକାଶ ।ଆସନ୍ତା ବର୍ଷ ଅର୍ଥାତ  ୨୦୨୩, ଜାନୁଆରି ୨ରେ ହାଇକୋର୍ଟ ଖୋଲିବ। ତେବେ ଶୀତ ଅବକାଶ ସମୟରେ ଡିସେମ୍ବର ୨୬, ୨୭, ୨୮, ୨୯, ୩୦ ଓ ୩୧ରେ ହାଇକୋର୍ଟ କାର୍ଯ୍ୟାଳୟ ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ଖୋଲା ରହିବ ବୋଲି ସୂଚନା ଦିଆଯାଇଛି। ଏହି…

ଗିରଫଦାରୀ ପରେ ନରମିଲେ, ସ୍ଥଗିତ ହେଲା ଓକିଲ ଆନ୍ଦୋଳନ

ଭୁବନେଶ୍ୱର: ସ୍ଥଗିତ ହେଲା ଓକିଲ ଆନ୍ଦୋଳନ । ପଶ୍ଚିମ ଓଡ଼ିଶାର ସମ୍ବଲପୁରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଓକିଲ କରୁଥିବା ଆନ୍ଦୋଳନ ସ୍ଥଗିତ ହୋଇଛି । ଆଜି ଏନେଇ ପଶ୍ଚିମ ଓଡ଼ିଶାର ସମସ୍ତ ବାର ଆସୋସିଏସନର କେନ୍ଦ୍ରୀୟ କମିଟି ନିଷ୍ପତ୍ତି ନେଇଛି । ଗତକାଲି ସୁପ୍ରିମକୋର୍ଟ…

ଅଭିଯୋଗ ଫର୍ଦ୍ଦରୁ IIC ହଟାଇଥିଲେ ବୀରେନ୍ଦ୍ର ଲାକ୍ରାଙ୍କ ନାଁ, ଟ୍ରେନିଂରେ ଯିବାକୁ ହାଇକୋର୍ଟ ଦେଲେ ନିର୍ଦ୍ଦେଶ

କଟକ: ଭୁବନେଶ୍ୱର ଆୟୁଷ ରେଡିୟମ୍ ଫ୍ଲାଟରେ ଆନନ୍ଦ ଟପ୍ପୋ ମୃତ୍ୟୁ ଘଟଣାରେ ହାଇକୋର୍ଟ ଇନଫୋସିଟି ଥାନା ଅଧିକାରୀଙ୍କୁ ଭର୍ତ୍ସନା କରିଛନ୍ତି । ତଦନ୍ତରେ ଅନିୟମିତତା ପାଇଁ ଇନଫୋସିଟି ଥାନା ଅଧିକାରୀ ସମିତା ମିଶ୍ରଙ୍କୁ ଭର୍ତ୍ସନା କରିଛନ୍ତି ହାଇକୋର୍ଟ । ଆଇଆଇସି ସମିତା ମିଶ୍ରଙ୍କୁ ବର୍ଷକ…

ନବୋଦୟ ଛାତ୍ର ମୃତ୍ୟୁ ଘଟଣା, ୧୧ ବର୍ଷ ପରେ ୧୦ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ୨୦୧୧ ନଭେମ୍ବର ୩ ତାରିଖ । ପୁରୀ ନବୋଦୟ ବିଦ୍ୟାଳୟ କ୍ୟାମ୍ପସ ଭିତରେ କ୍ରିକେଟ୍ ଖେଳିବା ବେଳେ ଆହତ ହୋଇଥିଲେ ଦ୍ୱାଦଶ ଶ୍ରେଣୀ ଛାତ୍ର ଜୟରାମ ଜେନା । ଜଣେ ଖେଳାଳିଙ୍କ ହାତରୁ ବ୍ୟାଟ୍ ଖସିଯାଇ ଜୟରାମଙ୍କ ମୁହଁରେ ବାଜିଥିଲା । ଫଳରେ ପ୍ରଚୁର ରକ୍ତସ୍ରାବ ହୋଇଥିଲା । ତୁରନ୍ତ ତାଙ୍କୁ…

ହାଇକୋର୍ଟରେ ହନିଟ୍ରାପ୍ ମାମଲା, ଖୋଲିବ କି ଅର୍ଚ୍ଚନାଙ୍କ ‘ନାଗ ଫାସ’ର ପୂରା ଗୁମର

ଭୁବନେଶ୍ୱର: ରହସ୍ୟମୟୀ ବ୍ଲାକେମଲର ଅର୍ଚ୍ଚନାଙ୍କୁ ନେଇ ଚର୍ଚ୍ଚା ଥମୁନି । ଗିରଫ ପରେ ଝାରପଡ଼ା ଜେଲରେ ଅର୍ଚ୍ଚନା ଥିବାବେଳେ ଗୋଟିଏ ପରେ ଗୋଟିଏ ନୂଆ ଓ ରୋଚକ ତଥ୍ୟ ଆସୁଛି । ଜେଲର ଅନ୍ଧାର କୋଠରିରେ ଅର୍ଚ୍ଚନା ଅଣନିଶ୍ୱାସୀ ହୋଇ ପଡ଼ିଥିବା ବେଳେ ଭୁବନେଶ୍ୱର ଏସଡିଜେଏମ୍ କୋର୍ଟରେ କରିଛନ୍ତି…