Latest Odisha News

BREAKING NEWS

Browsing Tag

High Court

ବ୍ରାହ୍ମଣୀ ନଦୀ ଜଳ ବ୍ୟବହାର ଯୋଗ୍ୟ କି ନୁହେଁ? ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲେ ହାଇକୋର୍ଟ

ଭୁବନେଶ୍ୱର: ବ୍ରାହ୍ମଣୀ ନଦୀର ଜଳ ବ୍ୟବହାର ଯୋଗ୍ୟ ହେଲାଣି କି ନାହିଁ ବୋଲି ରାଜ୍ୟ ସରକାରଙ୍କୁ ପ୍ରଶ୍ନ କରିଛନ୍ତି ଓଡ଼ିଶା ହାଇକୋର୍ଟ। ବ୍ରାହ୍ମଣୀ ନଦୀ ଜଳ ପ୍ରଦୂଷଣ ରୋକିବା ପାଇଁ ରାଜ୍ୟ ସରକାରଙ୍କ ଦ୍ୱାରା କି ପଦକ୍ଷେପ ନିଆଯାଉଛି । ସେ ସମ୍ବନ୍ଧରେ ଏକ ରିପୋର୍ଟ ଦାଖଲ କରିବାକୁ…

ହାଇକୋର୍ଟରେ ହାତୀ ଶିକାର ମାମଲାରେ ଅସ୍ପଷ୍ଟ ସତ୍ୟପାଠ: ପୁଣି ଦାଖଲ ପାଇଁ ପିସିସିଏଫଙ୍କୁ ନିର୍ଦ୍ଦେଶ

କଟକ: ରାଜ୍ୟରେ ଲଗାତାର ଭାବେ ହେଉଥିବା ହାତୀ ଶିକାର ମାମଲାକୁ ପିସିସିଏଫ ଅଫିସରୁ ହାଇକୋର୍ଟରେ ଅସ୍ପଷ୍ଟ ତଥ୍ୟ ଦାଖଲ ହୋଇଛି । ପ୍ରଧାନ ମୁଖ୍ୟ ବନ ସଂରକ୍ଷକ(ପିସିସିଏଫ)ଙ୍କ ଅଫିସର ଜଣେ ପ୍ରମୁଖ ସଂରକ୍ଷକ ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଥିଲେ । ୫ ଜୁଲାଇ ୨୦୨୨ରେ ହାଇକୋର୍ଟରେ ଏଡି…

ନ୍ୟାୟିକ ବିଳମ୍ବ; ଓଡିଶାର ବିଭିନ୍ନ ଅଦାଲତରେ ବିଚାରଧୀନ ପଡି ରହିଛି ୨.୬୭ଲକ୍ଷଟି ମାମଲା

ଭୁବନେଶ୍ୱର : ଦେଶରେ ନ୍ୟାୟିକ ବିଳମ୍ବ ଅତି ଗୁରୁତର ସମସ୍ୟା। ଏହାକୁ ନେଇ ଲୋକସଭରେ କେନ୍ଦ୍ର ଆଇନ ମନ୍ତ୍ରୀ ଅତି ସାଂଘାତିକ ତଥ୍ଯ ଦେଇଛନ୍ତି। ଓଡିଶା ଉଚ୍ଚ ନ୍ୟାୟାଳୟ ସମେତ ଅନ୍ୟ ଅଦାଲତ ଗୁଡିକରେ ଦୀର୍ଘ ଦଶ ବର୍ଷ ଭିତରେ ୨.୬୭ ଲକ୍ଷରୁ ଅଧିକ ମାମଲା ପଡି ରହିଛି । କେନ୍ଦ୍ର ଆଇନ୍‍ ଏବଂ ନ୍ୟାୟ…

ଆରଟିଆଇ ପରିସରଭୁକ୍ତ ହେବ ଭିଜିଲାନ୍ସ, ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ରାଜ୍ୟ ଭିଜିଲାନ୍ସକୁ ସୂଚନା ଅଧିକାର ଆଇନ (ଆରଟିଆଇ) ପରିସରଭୁକ୍ତ କରିବାକୁ ଓଡ଼ିଶା ହାଇକୋର୍ଟ ସୋମବାର ନିର୍ଦ୍ଦେଶ ଦେଇଛନ୍ତି। ଏହି ବିଭାଗ ଦ୍ୱାରା କରାଯାଇଥିବା ସମ୍ବେଦନଶୀଳ ଏବଂ ଗୋପନୀୟ କାର୍ଯ୍ୟକଳାପ ବ୍ୟତୀତ ଅନ୍ୟ ସମସ୍ତ ପ୍ରସଙ୍ଗରେ ରାଜ୍ୟ ଭିଜିଲାନ୍ସକୁ ଆରଟିଆଇ ପରିସରଭୁକ୍ତ…

ବେଆଇନ ଖଣି ଖନନ କାହିଁକି ଚାଲିଛି : ସୁପ୍ରିମକୋର୍ଟ

ନୂଆଦିଲ୍ଲୀ:  ଓଡ଼ିଶାରେ  ବେଆଇନ ଖଣି କାରବାରକୁ ନେଇ ସୁପ୍ରିମକୋର୍ଟ ଫଟକାର ଲଗାଇଛନ୍ତି । ପରିବେଶ ମଞ୍ଜୁରୀ ନ ଥାଇ ଖଣି ଖନନ କାହିଁକି  କରୁଛନ୍ତି ଖଣି ଲିଜଧାରୀ ସେ ପ୍ରଶ୍ନ ବି ଉଠାଇଛନ୍ତି । ସ୍ଥିତିବସ୍ଥା ଆଳ ଦେଖାଇ କେତକ କମ୍ପାନୀ କାହିଁକି  ବେଆଇନ ଖଣି ଖନନ କରୁଛନ୍ତି ? ଏଭଳି ପ୍ରଶ୍ନ…

ଖରା ଛୁଟିରେ ହାଇକୋର୍ଟ ଶୁଣାଣି ପାଇଁ ଆସିଲା ତାରିଖ

ଭୁବନେଶ୍ୱର: ଚଳିତ ଖରା ଛୁଟିରେ ସବୁ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ । ଜରୁରୀକାଳନୀ ମାମଲା ପରିଚାଳନା ପାଇଁ ହାଇକୋର୍ଟ ଧାର୍ଯ୍ୟ କରିଛନ୍ତି ତାରିଖ । ଗ୍ରୀଷ୍ଟ ଛୁଟି ଖଣ୍ଡପୀଠ ଏହି କାର୍ଯ୍ୟ ଦିବସ ଗୁଡ଼ିକରେ ଶୁଣାଣି କରିବେ । ମେ ମାସରେ ୨୪, ୨୭, ୩୧ ଏବଂ ଜୁନ୍ ମାସରେ ୨, ୭, ୧୦, ୧୩ ଏବଂ…

୨୦୧୬ ଜୁଡିସିଆଲ ପରୀକ୍ଷାର ଦୁଇଟି ଉତ୍ତର ପୁଣି ମୂଲ୍ୟାୟନ ହେବ: ହାଇକୋର୍ଟଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଓଡ଼ିଶା ହାଇକୋର୍ଟଙ୍କ ଦ୍ୱାରା ୨୦୧୬ ମସିହାରେ ଅତିରିକ୍ତ ଜିଲ୍ଲା ଜଜ୍ ପାଇଁ ହୋଇଥିବା ପରୀକ୍ଷାରେ ଜଣେ ପରୀକ୍ଷାର୍ଥୀଙ୍କ ଦୁଇଟି ଉତ୍ତର ପୁଣି ମୂଲ୍ୟାୟନ ହେବ । ପରୀକ୍ଷା ଦେବାର ସାତ ବର୍ଷ ପରେ ହାଇକୋର୍ଟ ଏହି ରାୟ ଦେଇଛନ୍ତି । ମୁଖ୍ୟ ବିଚାରପତି ଜଷ୍ଟିସ୍ ଏସ. ମୂରଲୀଧର ଏବଂ…

ରାଜ୍ୟରେ ପ୍ରତିଷ୍ଠା ହେବ ୩୪ ନୂଆ ଅଦାଲତ

ଭୁବନେଶ୍ୱର : ଓଡିଶାରେ ପ୍ରତିଷ୍ଠା ହେବାକୁ ଯାଉଛି ୩୪ଟି ନୂଆ ଅଦାଲତ। ଏଥିପାଇଁ ହାଇକୋର୍ଟ ଅନୁମତି ଦେବା ପରେ ରାଜ୍ୟ ସରକାର ବିଧିବଦ୍ଧ ପ୍ରକ୍ରିୟା ଆରମ୍ଭ କରିଛନ୍ତି।ଗୁରୁବାର ଏହି ପ୍ରସ୍ତାବକୁ ଅର୍ଥ ମଞ୍ଜୁରୀ ମିଳିଛି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକ…

ଏଣିକି ଶତ ପ୍ରତିଶତରେ ଚାଲିବ ଓଡ଼ିଶା ହାଇକୋର୍ଟ

କଟକ : ରାଜ୍ୟରେ ନିୟନ୍ତ୍ରଣକୁ ଆସୁଛି ମହାମାରୀ କରୋନା । ସଂକ୍ରମଣ କମୁଥିବାରୁ ଏବେ କଟକଣା ବି କିଛିଟା କୋହଳ ହେଲାଣି । ଦୈନିକ ସଂକ୍ରମଣ ଧୀରେ ଧୀରେ ତଳମୁହାଁ ହେଉଥିବା ବେଳେ, ଏବେ ହାଇକୋର୍ଟ ନେଇଛନ୍ତି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି । ପଜିଟିଭିକୁ ଦୃଷ୍ଟିରେ ରଖି ଏଣିକି…

ଓଡ଼ିଶା ହାଇକୋର୍ଟରେ ୩ ନୂଆ ବିଚାରପତି ଶପଥ ନେଲେ

କଟକ : ଓଡ଼ିଶା ହାଇକୋର୍ଟରେ ଶପଥ ନେଲେ ୩ ନୂଆ ବିଚାରପତି । ଜଷ୍ଟିସ ମୃଗାଙ୍ଗ ସେଖର ସାହୁ, ଜଷ୍ଟିସ ରାଧାକ୍ରିଷ୍ଣ ପଟ୍ଟନାୟକ ଓ ଜଷ୍ଟିସ ଶଶିକାନ୍ତ ମିଶ୍ର ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟ ନୂଆ କନଫରେନ୍ସ  ହଲ୍‌ରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ…