ରାଜ୍ୟରେ ପ୍ରତିଷ୍ଠା ହେବ ୩୪ ନୂଆ ଅଦାଲତ
ଭୁବନେଶ୍ୱର : ଓଡିଶାରେ ପ୍ରତିଷ୍ଠା ହେବାକୁ ଯାଉଛି ୩୪ଟି ନୂଆ ଅଦାଲତ। ଏଥିପାଇଁ ହାଇକୋର୍ଟ ଅନୁମତି ଦେବା ପରେ ରାଜ୍ୟ ସରକାର ବିଧିବଦ୍ଧ ପ୍ରକ୍ରିୟା ଆରମ୍ଭ କରିଛନ୍ତି।ଗୁରୁବାର ଏହି ପ୍ରସ୍ତାବକୁ ଅର୍ଥ ମଞ୍ଜୁରୀ ମିଳିଛି।
ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକ…