Latest Odisha News

BREAKING NEWS

Browsing Tag

High Level Meeting

ବଡ଼ମ୍ବା ସମବାୟ ଚିନି କଳ ସମ୍ପର୍କରେ ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱର: ବଡ଼ମ୍ବା ଚିନି କଳ ସମ୍ପର୍କରେ ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ଅଧ୍ୟକ୍ଷତାରେ ଆଜି ଏକ ଉଚ୍ଚସ୍ତରୀୟ ବୈଠକ ଅନୁୂଷ୍ଠିତ ହୋଇଯାଇଛି । ଲୋକସେବା ଭବନରେ ଆୟୋଜିତ ଉକ୍ତ ବୈଠକରେ ବଡମ୍ବା ବିଧାୟକ ଦେବୀପ୍ରସାଦ ମିଶ୍ର, ସମବାୟ ବିଭାଗ ପ୍ରମୁଖ ସଚିବ ସଞ୍ଜୀବ କୁମାର ଚଢା,…

୮ ରାଜ୍ୟରେ ମାଡୁଛି କରୋନା, ସ୍ଥିତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପି.କେ.ମିଶ୍ର

ନୂଆଦିଲ୍ଲୀ: ନିକଟରେ ସମଗ୍ର ଭାରତରେ କୋଭିଡ-୧୯ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଦେଶରେ କୋଭିଡ-୧୯ ସ୍ଥିତିର ଆକଳନ ଲାଗି ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପି.କେ.ମିଶ୍ର ଅଧ୍ୟକ୍ଷତା କରିଥିଲେ ଯେଉଁଠାରେ ବଢୁଥିବା କୋଭିଡ-୧୯କୁ ପ୍ରତିହତ ଲାଗି…

ଭାରତୀୟଙ୍କୁ ଉଦ୍ଧାର ପାଇଁ ୟୁକ୍ରେନ ସୀମାନ୍ତ ଦେଶକୁ ଯିବେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ: ଯୁଦ୍ଧଗ୍ରସ୍ତ ୟୁକ୍ରେନରୁ ଭାରତୀୟଙ୍କୁ ସୁରକ୍ଷିତ ଭାବରେ ଫେରାଇ ଆଣିବା ଦିଗରେ ଜୋର ଦେଇଛନ୍ତି କେନ୍ଦ୍ର ସରକାର । ଅପରେସନ୍ ଗଙ୍ଗାରେ ଏଯାଏ ୫ଟି ବିମାନରେ ହଜାରେରୁ ଅଧିକ ଭାରତୀୟ ସ୍ୱଦେଶ ଫେରିଲେଣି । ଆଜି ଉଚ୍ଚସ୍ତରୀୟ ବୈଠକରେ ୟୁକ୍ରେନ୍ ସ୍ଥିତି ଓ ଭାରତୀୟଙ୍କୁ ଫେରାଇ ଆଣିବା…

ପୁରୀ ଓ ଗଞ୍ଜାମ ଜିଲ୍ଲାର ୪ଟି ବୃହତ ପାନୀୟ ଜଳ ପ୍ରକଳ୍ପ ନେଇ ବୈଠକ, ଶୀଘ୍ର କାମ ସାରିବାକୁ ନିର୍ଦ୍ଦେଶ

ଭୁବନେଶ୍ବର : ପୁରୀ ଓ ଗଞ୍ଜାମ ଜିଲ୍ଲାର ବୃହତ ପାନୀୟ ଜଳ ପ୍ରକଳ୍ପର କାର୍ଯ୍ୟକାରୀ ନେଇ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା । ବ୍ରହ୍ମଗିର ବ୍ଲକର ରାୟବିଧାର ପଞ୍ଚାୟତ ଭଣ୍ଡାରିକୁଦରେ ଥିବା ୫୯ଟି ଗାଁକୁ ଯୋଗାଇବାକୁ ଥିବା ବିଶୁଦ୍ଧ ପାନୀୟ…

ଓଡ଼ିଶା ସମେତ ୮ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଜି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବୈଠକ

ନୂଆଦିଲ୍ଲୀ: ଦେଶରେ ସଂକ୍ରମଣ ବଢୁଛି । ଧିମା ପଡ଼ିଛି ଟିକାକରଣ । ଏଭଳି ସ୍ଥିତିରେ ଆଜି ଓଡ଼ିଶା ସମେତ ୮ଟି ରାଜ୍ୟର ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା କରିବେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡାକ୍ତର ହର୍ଷବର୍ଦ୍ଧନ । କୋଭିଡ୍ ଟିକାକରଣ ଓ କରୋନା ମୁକାବିଲା ନେଇ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଚ୍ଚସ୍ତରୀୟ ବୈଠକ, କରୋନା ମୁକାବିଲା ପାଇଁ ଚାଲିଛି ପ୍ରସ୍ତୁତି 

ନୂଆଦିଲ୍ଲୀ: ସଙ୍ଗୀନ ହେଲାଣି କରୋନା ସେକେଣ୍ଡ ୱେଭ୍ । ଯୁଦ୍ଧକାଳୀନ ଭିତ୍ତିରେ କରୋନା ମୁକାବିଲା ପାଇଁ ଚାଲିଛି ପ୍ରସ୍ତୁତି । କରୋନାର ପ୍ରକୋପ ବଢୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ବରିଷ୍ଠ ଅଧିକାରୀଙ୍କ ସହ ଏକ ଉଚ୍ଚସ୍ତରୀୟ ବୈଠକ କରୁଛନ୍ତି । କ୍ୟାବିନେଟ ସଚିବ,…