Latest Odisha News

BREAKING NEWS

Browsing Tag

Higher Education Minister

‘ମୋ କଲେଜ’ ଅଭିଯାନ ସମ୍ପର୍କିତ ପ୍ରସ୍ତୁତି ବୈଠକ, ଡିଗ୍ରୀ କଲେଜ ଅଧ୍ୟକ୍ଷମାନଙ୍କ ସହିତ କଥାହେଲେ ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକର ବିକାଶ ଦିଗରେ ପୁରାତନ ଛାତ୍ରଛାତ୍ରୀଙ୍କ ମହତ୍ତ୍ୱପୂର୍ଣ୍ଣ ଭୂମିକା ରହିଛି । ସେମାନଙ୍କୁ ସେମାନଙ୍କର ଶିକ୍ଷାନୁଷ୍ଠାନ ସହିତ ଯୋଡ଼ିବା ଦିଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନବ ପରିକଳ୍ପନା ‘ମୋ କଲେଜ’ । ଏହା ମାଧ୍ୟମରେ ରାଜ୍ୟରେ…

+୩ର ଦ୍ୱିତୀୟ ଓ ଚତୁର୍ଥ ଏବଂ ପିଜିର ଦ୍ୱିତୀୟ ସେମିଷ୍ଟାର ବାତିଲ

ଭୁବନେଶ୍ୱର: ଯୁକ୍ତ ତିନିର ହେବନି ଦ୍ୱିତୀୟ ଓ ଚତୃର୍ଥ ସେମିଷ୍ଟାର । ପିଜିର ବି ଦ୍ୱିତୀୟ ସେମିଷ୍ଟାର ହେବନି । ଉଚ୍ଚଶିକ୍ଷାମନ୍ତ୍ରୀ ଅରୁଣ ସାହୁ ଆଜି ଏନେଇ ସୂଚନା ଦେଇଛନ୍ତି । ସେ କହିଛନ୍ତି, ବିଶ୍ୱବିଦ୍ୟାଳୟରେ ବିକଳ୍ପ ବ୍ୟବସ୍ଥା ଦ୍ୱାରା ପରବର୍ତୀ ସେମିଷ୍ଟାରକୁ ଉତ୍ତୀର୍ଣ୍ଣ କରାଯିବ…

ପୁଣି ବଦଳିଲା ମାଟ୍ରିକ ମୂଲ୍ୟାୟନ ନିୟମ, କାଲିଠୁ ୧୦ରୁ ୩ଟା ଯାଏଁ ଚାଲିବ ଖାତା ଦେଖା

ଭୁବନେଶ୍ୱର: ଆସନ୍ତାକାଲିଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ । ତେବେ କରୋନା ପାଇଁ ପୁଣିଥରେ ପ୍ରଭାବିତ ହୋଇଛି ମୂଲ୍ୟାୟନ ପ୍ରକ୍ରିୟା । ପୂର୍ବ ନିର୍ଦ୍ଧାରିତ ନିୟମରେ ପରିବର୍ତ୍ତନ ଆଣିଛନ୍ତି ମାଧ୍ୟମିକ ଶିକ୍ଷା ପରିଷଦ । ଏହି ଅନୁସାରେ ପ୍ରତିଦିନ ତିନି ପର‌୍ୟ୍ୟାୟରେ…

ସମସ୍ୟାକୁ ସୁଯୋଗରେ ପରିଣତ କରନ୍ତୁ ଛାତ୍ରଛାତ୍ରୀ: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ କରୋନା ଯୋଗୁଁ ଜାରି ହୋଇଥିବା ଲକଡାଉନ୍ ପାଠପଢାରେ ବଡ ସମସ୍ୟା ସୃଷ୍ଟି କରିଛି । ତେବେ ଛାତ୍ରଛାତ୍ରୀ ଏହି ସମସ୍ୟାକୁ ସୁଯୋଗରେ ପରିଣତ କରନ୍ତୁ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଅନୁରୋଧ କରିଛନ୍ତି । ସେ କହିଛନ୍ତି, ଲକଡାଉନ୍ ସରିବା ପରେ ଜୁନ୍ ୧୭ ପରେ ଯେ କୌଣସି…

ଆଗେ ଦାବି ପୂରଣ ତା’ ପରେ ୭ ଘଣ୍ଟା କାମ: ଶିକ୍ଷକ ସଂଘ

ଭୁବନେଶ୍ୱର : ଓଡିଶାର ବେସରକାରୀ କଲେଜର ଶିକ୍ଷକମାନେ ପ୍ରତିଦିନ ୭ ଘଣ୍ଟା ଡ୍ୟୁଟି କରିବା ନେଇ ରାଜ୍ୟ ସରକାର ଦେଇଥିବା ନିର୍ଦ୍ଦେଶକୁ କଡା ପ୍ରତିବାଦ କରିଛନ୍ତି। ବେସରକାରୀ ଅନୁଦାନ ପ୍ରାପ୍ତ କଲେଜ ଅଧ୍ୟାପକ ଓ କର୍ମଚାରୀ ସଂଘର ୬୬୨ ବର୍ଗର ସଭାପତି ଗୋଲକ ନାୟକ ଗଣମାଧ୍ୟମକୁ ସୂଚନା ଦେଇ…