Latest Odisha News

BREAKING NEWS

Browsing Tag

Higher Education

ଦକ୍ଷତା ବୃଦ୍ଧି ପାଇଁ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ ଏବଂ ସେଞ୍ଚୁରିଅନ୍ ବିଶ୍ୱବିଦ୍ୟାଳୟ ମଧ୍ୟରେ ଏମଓୟୁ

ଭୁବନେଶ୍ୱର: ଭାରତରେ ଦକ୍ଷତାର ବିଶ୍ଵସ୍ତରୀୟ ସ୍ଥିତିକୁ ଦୃଷ୍ଟିରେ ରଖି ସେଣ୍ଟ୍ରାଲ୍ ୟୁନିଭରସିଟି ଯାହା ଭାରତର ପ୍ରାଥମିକ ଅନୁଷ୍ଠାନ ଏବଂ ସେଞ୍ଚୁରିଅନ୍ ୟୁନିଭରସିଟି ଯାହା ଭାରତର ପ୍ରଥମ ପ୍ରିମିୟର୍ ସ୍କିଲ୍ ବିଶ୍ୱବିଦ୍ୟାଳୟ ଏବଂ ଦକ୍ଷତା ବିକାଶ ଏବଂ ଉଦ୍ୟୋଗ ମନ୍ତ୍ରଣାଳୟର ଏକ ସେଣ୍ଟର ଅଫ୍…

ତାଲିବାନୀ କଟକଣା: ନିୟମ ନ ମାନିବାରୁ ମହିଳାଙ୍କୁ ମନା ହେଲା ୟୁନିଭର୍ସିଟି !

କାବୁଲ:  ଆଫଗାନ ଝିଅଙ୍କ ମନା ହେଲା ବିଶ୍ୱବିଦ୍ୟାଳୟ । ଉଚ୍ଚଶିକ୍ଷାରେ ଲାଗିଲା ପ୍ରତିବନ୍ଧକ । ଗତ ମଙ୍ଗଳବାର ଦିନ ତାଲିବାନ ଅଧିକାରୀମାନେ ଅନିର୍ଦ୍ଦିଷ୍ଟକାଳ ଯାଏ ଏମିତି ପ୍ରତିବନ୍ଧକ ଲଗାଇଛନ୍ତି  । ଏନେଇ ଉଚ୍ଚ ଶିକ୍ଷା ମନ୍ତ୍ରାଳୟ ସମସ୍ତ ସରକାରୀ ଓ ବିଶ୍ୱବିଦ୍ୟାଳୟକୁ ଚିଠି କରିଛନ୍ତି ।…

ଜେଏସପି ଫାଉଣ୍ଡେସନର ଉଚ୍ଚଶିକ୍ଷା ଏବଂ ଦକ୍ଷତା ବିକାଶ ସହାୟତା କାର୍ଯ୍ୟକ୍ରମ

ଭୁବନେଶ୍ୱର: ସମାଜର ଦୁର୍ବଳ ବର୍ଗର ମହିଳା ଏବଂ ବାଳିକାଙ୍କୁ ସେମାନଙ୍କ ଉଚ୍ଚ ଶିକ୍ଷା ଏବଂ ଦକ୍ଷତା ତାଲିମ ପାଇଁ ଆର୍ଥିକ ସହାୟତା ପରିସରକୁ ବିସ୍ତାର କରି ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ସିଏସଆର ସଂସ୍ଥା ଜେଏସପି ଫାଉଣ୍ଡେସନ ଆଜି ଯଶସ୍ଵୀ କାର୍ଯ୍ୟକ୍ରମର ଦ୍ୱିତୀୟ ସଂସ୍କରଣ ଆରମ୍ଭ କରିଛି ।…

ରାଜ୍ୟରେ ଉଚ୍ଚ ଶିକ୍ଷାନୁଷ୍ଠାନ ଖୋଲିବା ନେଇ ଆଜି ହୋଇପାରେ ନିଷ୍ପତ୍ତି

ଭୁବନେଶ୍ୱର: ଓଡ଼ିଶାରେ ସଂକ୍ରମଣ ସ୍ଥିତି ନିୟନ୍ତ୍ରଣରେ ଥିବା ବେଳେ ଅନଲକ୍ ଆରମ୍ଭ ହୋଇଛି । ଦଶମ ଓ ଦ୍ୱାଦଶ ଶ୍ରେଣୀ ପାଠପଢ଼ା ଆରମ୍ଭ ହୋଇଛି । ରାଜ୍ୟରେ ଉଚ୍ଚ ଶିକ୍ଷାନୁଷ୍ଠାନ ଖୋଲିବ କି ନାହିଁ ? କେବେଠାରୁ ଖୋଲିବା ସେନେଇ ଆଜି ଆସିପାରେ ନିଷ୍ପତ୍ତି । ଏନେଇ ଆଜି ସବୁ ବିଶ୍ୱବିଦ୍ୟାଳୟ…

ଆଜିଠୁ OJEE, ୩ଟି ସିଟିଂରେ ହେବ ପରୀକ୍ଷା

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହୋଇଛି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) । ଏହା ସୋମବାରଠାରୁ ଆରମ୍ଭ ହୋଇ ଅକ୍ଟୋବର ୧୯ ଯାଏଁ ଚାଲିବ ।  ରାଜ୍ୟର ୨୧ଟି ସହରରେ ୫୪ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେବେ ପରୀକ୍ଷାର୍ଥୀ । ସେହିପରି ରାଜ୍ୟ ବାହାରେ କୋଲକାତା, ରାଂଚି ଓ ପାଟଣା ସହରରେ ୫ଟି…

ଜୁନ୍‌ ୩୦ ପରେ ୩୦% ଅଧ୍ୟାପକଙ୍କୁ ନେଇ କଲେଜ ଖୋଲିବାକୁ ଦାବି

ଭୁବନେଶ୍ୱର: ଆସନ୍ତା ୧୭ ତାରିଖରୁ ରାଜ୍ୟର ସମସ୍ତ ମହାବିଦ୍ୟାଳୟ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ତେବେ ବର୍ତ୍ତମାନ ସ୍ଥିତିରେ କଲେଜ ନଖୋଲିବାକୁ ଦାବି କରିଛନ୍ତି ଅଧ୍ୟାପକ ସଂଘ । ଜୁନ୍ ୩୦ ତାରିଖ ଯାଏ କଲେଜ୍ ବନ୍ଦ ରଖିବାକୁ ସେ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ଦାବି କରିଛନ୍ତି…

ୟୁଜି ଓ ପିଜିର ବଳକା ପରୀକ୍ଷା ବାତିଲ

ଭୁବନେଶ୍ୱର: ରାଜ୍ୟରେ କୋଭିଡ-୧୯ ନିୟନ୍ତ୍ରଣ ଓ ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ଆଜି ସରକାର ବଡ ନିଷ୍ପତ୍ତି ନେଇଛନ୍ତି । ଚଳିତ ବର୍ଷ ୟୁଜି ଓ ପିଜି ପାଠ୍ୟକ୍ରମର ଫାଇନାଲ ସେମିଷ୍ଟର ବଳକା ପରୀକ୍ଷା ବାତିଲ କରାଯାଇଛି । ବାକି ଥିବା ଉଭୟ ଥିଓରୀ ଓ ପ୍ରାକ୍ଟିକାଲ ପରୀକ୍ଷା ଆଉ ହେବନି। ଆଜି…

ଅଗଷ୍ଟ ୧୫ ପରେ ଖୋଲିପାରେ ସ୍କୁଲ, କଲେଜ

ନୂଆଦିଲ୍ଲୀ: କରୋନା ସଙ୍କଟ କାରଣରୁ ଦେଶର ଶିକ୍ଷା ବ୍ୟବସ୍ଥା ମଧ୍ୟ ଗୁରୁତର ଭାବେ ପ୍ରଭାବିତ ହୋଇଛି। କରୋନା ଭାଇରସ୍‌ ଲକ୍‌ଡାଉନ୍‌ କାରଣରୁ ମାର୍ଚ୍ଚ ମାସରୁ  ସ୍କୁଲ-କଲେଜ୍ ବନ୍ଦ ରହିଛି। ହେଲେ ଅଗଷ୍ଟ ମାସରେ ସ୍କୁଲ-କଲେଜ୍ ଖୋଲିବାର ସମ୍ଭାବନା ରହିଛି। ଦେଶର ମାନବ ସମ୍ବଳ ବିକାଶ ମନ୍ତ୍ରୀ…

+୩ ନାମଲେଖା ଲାଗି ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର : ୨୦୧୯-୨୦ ଶିକ୍ଷାବର୍ଷ ପାଇଁ ଯୁକ୍ତ ୩ରେ ନାମଲେଖା ଲାଗି ଗୁରୁବାର ଦିନ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଜାରି ବିଜ୍ଞପ୍ତି ଅନୁଯାୟୀ ଛାତ୍ରଛାତ୍ରୀମାନେ ଆଡମିସନ୍ ଲାଗି ଜୁନ୍ ୨୪ରୁ ଜୁଲାଇ ୮ ମଧ୍ୟରେ ଅନଲାଇନ୍ ଆବେଦନ କରିପାରିବେ । ପ୍ରଥମ ମେରିଟ…