Latest Odisha News

BREAKING NEWS

Browsing Tag

Highest Single-Day Vaccination

ଦିନକରେ ଦିଆଗଲା ରେକର୍ଡ ୮୮ ଲକ୍ଷ ଡୋଜ୍ ଟିକା

ନୂଆଦିଲ୍ଲୀ: କୋଭିଡ୍ ଟିକାକରଣରେ ଭାରତରେ ଆଉ ଏକ ମାଇଲଖୁଣ୍ଟ । ଦିନକରେ ରେକର୍ଡ ୮୮ ଲକ୍ଷ ଡୋଜ୍ ଟିକା ଲୋକଙ୍କୁ ଦିଆଯାଇଛି । ଯାହାକି ବର୍ତ୍ତମାନ ସୁଦ୍ଧା ଗୋଟିଏ ଦିନରେ ସର୍ବାଧିକ ଟିକାକରଣ । ଏନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟ । ଗତକାଲି…

ଓଡ଼ିଶାରେ ଦିନକରେ ରେକର୍ଡ ୪ ଲକ୍ଷ ଲୋକଙ୍କୁ ଦିଆଗଲା ଟିକା

ଭୁବନେଶ୍ୱର: ଦିନକରେ ରେକର୍ଡ ଟିକାକରଣ । ଓଡ଼ିଶାରେ ଗୋଟିଏ ଦିନକରେ ରେକର୍ଡ ୪ ଲକ୍ଷରୁ ଅଧିକ ଲୋକଙ୍କୁ ଟିକା ଦିଆଯାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଟିକାଦାନକୁ ସଫଳ କରିବାରେ ପ୍ରମୁଖ ଭୂମିକା ନିର୍ବାହ କରିଥିବା ସ୍ୱାସ୍ଥ୍ୟ ବିଭାଗ…

ଦେଶରେ ଦିନକରେ ରେକର୍ଡ ୩୦ ଲକ୍ଷ ଲୋକଙ୍କୁ ଟିକାକରଣ

ନୂଆଦିଲ୍ଲୀ: କରୋନା ଗ୍ରାଫ ପୁଣି ଥରେ ଉପରମୁହାଁ ହୋଇଥିବା ବେଳେ ଦେଶବ୍ୟାପୀ ଜାରି ରହିଛି ଟିକାକରଣ ଅଭିଯାନ । ଗତକାଲି ଗୋଟିଏ ଦିନରେ ରେକର୍ଡ ୩୦ ଲକ୍ଷ ଲୋକଙ୍କୁ ଟିକା ଦିଆଯାଇଛି । ୨୪ ଘଣ୍ଟାରେ ଦିଆଯାଇଥିଲା ମୋଟ୍ ୩୦ ଲକ୍ଷ ୩୯ ହଜାର ଡୋଜ୍ ଟିକା । ଏଥିରେ ୨୬ଲକ୍ଷ ଜାର ଲୋକଙ୍କୁ ଟିକାର…

ଟିକାକରଣର ପଞ୍ଚମ ଦିନ: ଆଜି ରାଜ୍ୟରେ ୩୭ ହଜାର ଟିକାଦାନ ଲକ୍ଷ୍ୟ

ଭୁବନେଶ୍ୱର: ପ୍ରଥମ ପର୍ୟ୍ୟାୟ କରୋନା ଟିକାକରଣର ଆଜି ପଞ୍ଚମ ଦିନ । ଆଜି ୪୩୬ଟି ସେସନରେ ୩୭ହଜାର ୭୬ ଜଣଙ୍କୁ ଟିକା ଦେବାକୁ ଲକ୍ଷ୍ୟ ରଖାଯାଇଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଟିକା ନେଲେଣି ୬୮ହଜାର ୭୪୩ ସ୍ୱାସ୍ଥ୍ୟକର୍ମୀ । ଏହି ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…