କର୍ଣ୍ଣାଟକ ହାଇକୋର୍ଟଙ୍କ ବଡ ନିଷ୍ପତ୍ତି, ଧର୍ମର ବାଧ୍ୟତାମୂଳକ ଅଂଶ ନୁହେଁ ହିଜାବ
ବେଙ୍ଗାଲୁରୁ :କର୍ଣ୍ଣାଟକ ହାଇକୋର୍ଟଙ୍କ ବଡ ନିଷ୍ପତ୍ତି । ହିଜାବ ବିବାଦକୁ ନେଇ କର୍ଣ୍ଣାଟକ ହାଇକୋର୍ଟଙ୍କ ବଡ ରାୟ । ଛାତ୍ରୀମାନଙ୍କ ଆବେଦନକୁ କୋର୍ଟ ଅଗ୍ରାହ୍ୟ କରି କହିଛନ୍ତି ଯେ ହିଜାବ ଧର୍ମର ଏକ ବାଧ୍ୟତାମୂଳକ ଅଂଶ ନୁହେଁ । ସ୍କୁଲ-କଲେଜର ଛାତ୍ରୀମାନେ ୟୁନିଫର୍ମ ପିନ୍ଧିବାକୁ ମନା…