ଗଳ୍ପ : ଅହମିକାର ଆରପାଖ
ହିମାଂଶୁ ଆଚାରୀ
ନିଜ ଜୀବନଠୁ ଆଉ ବଡ ଶିକ୍ଷକ କିଏ ? ପ୍ରତି ମୁହୂର୍ତ୍ତରେ ସେ ଆମକୁ ଶିଖାଏ ବଞ୍ଚିବାର ରହସ୍ୟ ।
ହଠାତ୍ ଏ କଥା ପଦକ ଅଚାନକ ଉଲକା ପରି ଖସିପଡିଲା ଦୀପାଙ୍କ ଓଠରୁ ।
ଚମକିଗଲେ ଶ୍ରୀକାନ୍ତ ବାବୁ !
ଗତ କାଲି ଜିଲ୍ଲା ପ୍ରଶାସନ ତରଫରୁ ପାଳିତ ହେଇଥିବା ଗୁରୁଦିବସ ଅବସରରେ…